-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଭୂତକୋଠୀ ପାଳଟିଛି ପ୍ରାଥମିକ ବିଦ୍ୟାଳୟ

13-Dec-2021



ପାଟଣାଗଡ଼ :  ବିଦ୍ୟାଳୟ ହେଉଛି ଏକ ମନ୍ଦିର ତାକୁ ପରିଷ୍କାର ପରିଚ୍ଛନ୍ନ ରଖିବା ପ୍ରତ୍ୟେକ ନାଗରିକଙ୍କ କର୍ତ୍ତବ୍ୟ। ଏହି ବିଦ୍ୟାଳୟରୁ ସମସ୍ତେ ବଡ଼ ମଣିଷ ହୋଇ ବାହାରିଥାନ୍ତି। ହେଲେ ବିଭିନ୍ନ ସ୍ଥାନରେ ପ୍ରଶାସନିକ ଅଧିକାରୀ ଓ ପ୍ରଧାନ ଶିକ୍ଷକ ମାନଙ୍କର ଅବହେଳା ଯୋଗୁଁ ବିଦ୍ୟାଳୟ ମାନେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ସୂଚନା ଅନୁଯାୟୀ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଗମ୍ଭାରୀ ପଞ୍ଚାୟତ ଅନ୍ତର୍ଗତ କର୍ଲାବାହାଲି ପ୍ରାଥମିକ ବିଦ୍ୟାଳୟ ଭୂତକୋଠୀ ପାଳଟିଛି। ଏହି ବିଦ୍ୟାଳୟରେ ମୋଟ ୬୫ ଜଣ ଛାତ୍ରଛାତ୍ରୀ ପଢ଼ୁଥିବା ବେଳେ ମାତ୍ର ଗୋଟିଏ କୋଠରୀ ଭଲ ଅଛି। ଏହି ବିଦ୍ୟାଳୟଟି ବେଲପଡା ବ୍ଳକ ଶେଷ ସୀମା ଓ ଖପ୍ରାଖୋଲ ବ୍ଳକ ପାଖରେ ଥିବା ଯୋଗୁଁ କୌଣସି ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ପଡୁନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବିଦ୍ୟାଳୟ ରେ ନାଁ ଅଛି କାନ୍ଥ, ନାଁ ଅଛି ଭଲ ଭାବେ ଶ୍ରେଣୀ ଗୃହ, ନାଁ ଅଛି ଛାତ୍ରଛାତ୍ରୀ ମାନଙ୍କ ପାଇଁ ପାଇଖାନା। ବିଦ୍ୟାଳୟ କୁ ସଫାସୁତୁରା ନ ରଖିବାରୁ ତାହା ଭୂତକୋଠୀ ପାଳଟି ଯାଇଛି। ଆଜି ପର୍ଯ୍ୟନ୍ତ କରୋନା ମହାମାରୀ ସମୟର ଛାତ୍ର ଛାତ୍ରୀ ଙ୍କ ମଧ୍ୟାହ୍ନ ଭୋଜନ ଟଙ୍କା ମିଳିନାହିଁ , ପୋଷାକ ବିତରଣ କରାଯାଇନାହିଁ।ଏ ବିଷୟରେ ଗ୍ରାମବାସୀ ବିଇଓ କାର୍ଯ୍ୟାଳୟ ରେ ଆଗରୁ ଅଭିଯୋଗ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନଥିଲା।ଏ ବିଷୟରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ମତୀ ସଙ୍ଗୀତା ପରିଚ୍ଛା ଙ୍କ ପ୍ରତିକ୍ରିୟା ନେଇଥିଲୁ ଯେ ସେ କହିଲେ ମୁଁ ଏକା

ସବୁ କାମ କରୁଛି ଏବଂ ମୋ ସହିତ ଜଣେ ମହିଳା ସହକାରୀ ଶିକ୍ଷୟିତ୍ରୀ ଅଛନ୍ତି ଯେ ସେ ନାମ କୁ ମାତ୍ର। ସେଥିପାଇଁ ମୁଁ ଆଉ ଗୋଟିଏ ସହକାରୀ ଶିକ୍ଷକ ଦେବା ପାଇଁ ବିଇଓ ଙ୍କୁ କହିଥିଲି। କିନ୍ତୁ ଆଜି ପର୍ଯ୍ୟନ୍ତ ଦେଲେ ନାହିଁ। ଆହୁରି ମଧ୍ୟ କହିଥିଲେ କରୋନା ସମୟରେ ଏହି ବିଦ୍ୟାଳୟରେ କ୍ବେରେଣ୍ଟଟାଇନ କେନ୍ଦ୍ର ଖୋଲା ଯାଇଥିଲା ସେ ସମୟରେ ମଧ୍ୟ ପଞ୍ଚାୟତ କାର୍ଯ୍ୟାଳୟ ପାଇଖାନା ତିଆରି କରିନଥିଲେ କି ବିଦ୍ୟାଳୟ ର ରଙ୍ଗ କରିନଥିଲେ। ଏଠି ପ୍ରଶ୍ନ ଉଠୁଛି ଯେ ଦୋଷ କାହାର , ସେଥିପାଇଁ ଛାତ୍ରଛାତ୍ରୀ ଓ ଗ୍ରାମବାସୀ ଦାୟୀ କି ?ସେ ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଚୁପ୍ କାହିଁକି ଥିଲେ ଆଜି ଏପରି ଅବସ୍ଥା ଦେଖାଗଲା ଯେ ଏଭଳି କହିଛନ୍ତି।ଏଠି ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ପ୍ରତି ଖେଳ ଚାଳିଛି ବୋଲି ଗାଁ ବିଦ୍ୟାଳୟ ଛାଡି ଅନ୍ୟ ଗାଁ ପାଠ ପଢ଼ାଇବା ପାଇଁ ଛାତ୍ରଛାତ୍ରୀ ଙ୍କୁ ଅଭିଭାବକ ମାନେ ପଠାଉଥିବା ଶୁଣିବାକୁ ମିଳୁଛି।ଏଥି ପ୍ରତି ଜିଲ୍ଲା ପ୍ରଶାସନ ଧ୍ୟାନ ଦେବା ସଙ୍ଗେ ଉଚିତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like