-+91-9937148622 |

prerana_bgr@rediffmail.com |

  Monday 30th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||     

HOME   ମହାନଗର

ଛାତ୍ରଛାତ୍ରୀ ବୁଲି ଦେଖିଲେ ବିଭିନ୍ନ ଐତିହ୍ୟସ୍ଥଳୀ

13-Dec-2021



ପୁରୀ- (ସମୀର ରଞ୍ଜନ ନାୟକ ): ହେରିଟେଜ ରାଇଡରେ ସାମିଲ ହେଲେ ଭୋଳାନାଥ ବିଦ୍ୟାପୀଠର ଛାତ୍ରଛାତ୍ରୀ । ଆଜି ସକାଳ ସମୟରେ ନୀଳାଦ୍ରି ବେଳାଭୂମିରୁ ବିଦ୍ୟାଳୟର ୨୦ ଜଣ ଛାତ୍ରଛାତ୍ରୀ  ଶଙ୍କରାଚାର୍ଯ୍ୟ ମଠ ଦେଇ ତୋଟା ଗୋପିନାଥ, ବିଦୂର ମଠ, ବାଉଳି ମଠ ବୁଲି ଦେଖିବା ସହ ଐତିହ୍ୟସ୍ଥଳୀ ସଂପର୍କରେ ପଚାରି ବୁଝି ଖୁସିବ୍ୟକ୍ତ କରିଥିଲେ । ବ୍ଲୁ ଫ୍ଲାଗ ବିଚରେ ସେମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।  ବିଭିନ୍ନ ଐତିହ୍ୟସ୍ଥଳୀ ସଂପର୍କରେ ଜିଜ୍ଞାସା ସୃଷ୍ଟି କରିବାକୁ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ତତ୍ତ୍ବାବଧାନରେ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ହେରିଟେଜ ରାଇଡରେ ବିଭିନ୍ନ ବର୍ଗଙ୍କୁ ଭିନ୍ନ ଭିନ୍ନ ପର୍ଯ୍ୟାୟରେ ସାମିଲ କରାଯାଉଛି ।  ଏହି ଅବସରରେ ଇକୋ ଟ୍ୟୁରିଜିମ କ୍ଲବର ପ୍ରତିଷ୍ଠାତା ଶ୍ରୀ ଯୁଗବ୍ରତ କର,ଗାଇଡ ଶ୍ରୀ ଟୁକୁନା ଜେନା, ଶ୍ରୀ ସିଦ୍ଧାର୍ଥ ଆଚାର୍ଯ୍ୟ, ଶ୍ରୀ ନଟବର ସାହୁ, ଶ୍ରୀ ସତ୍ୟବ୍ରତ ସାହୁ,   ବେୟାରଫୁଟ ଅନୁଷ୍ଠ‍ନର ସ୍ବେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   29-Mar-2026
  ଜିଲ୍ଲା  
ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2026
  ଜିଲ୍ଲା  
*ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   29-Mar-2026
  ଜିଲ୍ଲା  
ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026
  ଜିଲ୍ଲା  
ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026

You Might Also Like