-+91-9937148622 |

prerana_bgr@rediffmail.com |

  Monday 30th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||     

HOME   ଅପରାଧ

ମାନସିକ ବିକାରଗ୍ରସ୍ତ ମହିଳା ବଳାତ୍କାରର ଶିକାର: ଜଣେ ଯୁବକ ନାଁ ରେ ମାମଲା ରୁଜୁ, ସନ୍ଦେହରେ ୩ଜଣଙ୍କୁ ଅଟକ ରଖିଛି ଲୋଇସିଂହା ପୋଲିସ

13-Dec-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଲୋଇସିଂହା ଥାନା ଅନ୍ତର୍ଗତ ସୁଜିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଘଟଣାଟି ଏହା ଯେ ରଇବାରୀ ସାହୁ(୫୫) ନାମ୍ନୀ ଜଣେ ମାନସିକ ବିକାରଗ୍ରସ୍ତ ମହିଳା ବଳାତ୍କାରର ଶିକାର ହୋଇଛନ୍ତି l ଏହି ଘଟଣାଟି ଘଟିଛି ୧୨ ତାରିଖର  l ସୂଚନାରୁ ପ୍ରକାଶ ଯେ ରଇବାରୀଙ୍କ କେହି ନାହାନ୍ତି l ସେ ଏକୁଟିଆ ରୁହନ୍ତି ସୁଜିଆ ଗ୍ରାମରେ l ଗତକାଲି ରାତ୍ରୀ ସମୟରେ ମହିଳା ଜଣକ ବାହାରେ ଥିବାବେଳେ ସେହି ଗ୍ରାମର କିଛି ଯୁବକ ରଇବାରୀକୁ ଟେକିନେଇ ବଳାତ୍କାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି  l ଉକ୍ତ ଗ୍ରାମ ଲୋକେ ଖବର ପାଇବା ପରେ ଲୋକଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା lଲୋଇସିଂହା ପ୍ରତିଜ୍ଞା ସଂଗଠନର ବନିତା ପଧାନ, ଚିନା ଧରୁଆ ଓ ମହେଶ୍ୱରୀ ସଂଗଠନର ସଭାପତି ଦେବାଶିଷ ବିଶୋଇ ଖବର ପାଇ ରlଇବାରୀଙ୍କୁ ଉଦ୍ଧାର କରିବା ସହ ଲୋଇସିଂହା ହସ୍ପିଟାଲରେ ପହଞ୍ଚାଇଛନ୍ତି l ବର୍ତମାନ ରଇବାରୀର ଅବସ୍ଥା ଗୁରୁତର ହେବାରୁ ଡାକ୍ତର ଲୋଇସିଂହାରୁ ବଲାଙ୍ଗୀର ଡାକ୍ତରଖାନାକୁ  ରେଫର କରିଛନ୍ତି  l ଏ ସଂକ୍ରାନ୍ତରେ ସୁବାଷ ଭୋଇ(୩୦) ନାମକ ଜଣେ ବ୍ୟକ୍ତି ନାମରେ ଏକ ମାମଲା ରୁଜୁ ହୋଇଛି l ଲୋଇସିଂହା ପୋଲିସ ସନ୍ଦେହରେ ସେହି ଗ୍ରାମର ୩ଜଣ ଯୁବକଙ୍କୁ ଥାନାକୁ ଆଣି ପଚରାଉଚୁରା ଚଳାଇଛି l  ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   29-Mar-2026
  ଜିଲ୍ଲା  
ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2026
  ଜିଲ୍ଲା  
*ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   29-Mar-2026
  ଜିଲ୍ଲା  
ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026
  ଜିଲ୍ଲା  
ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026

You Might Also Like