-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଅସହାୟ ଭିନ୍ନକ୍ଷମ ମହିଳା ଙ୍କ ଘରୁ ଚୋରି,ଆବେଦନ ସତ୍ୱେ ମିଳିପାରି ନାହିଁ କୌଣସି ସରକାରୀ ସହାୟତା,ଭୋକ ଉପାସ ରେ କଟୁଛି ଦିନ

09-Nov-2020



ଟିଟିଲାଗଡ଼(ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲାରଟିଟିଲାଗଡ଼ ସହର ସ୍ଥିତ ଝାକର ପଡା ରେ ଏକ ଭଡାଘରେ ରହୁଥିବା ଜଣେ ଅସହାୟ ଭିନ୍ନକ୍ଷମ ମହିଳା ତାଙ୍କର ୨୧ ବର୍ଷୀୟ ପୁଅ ସହ ରହୁଥିଲେ। ଗତ ଅଗଷ୍ଟ ମାସରେ  କରିଥିବା ବେଳେ ତାହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ଟିଟିଲାଗଡ଼ ପୋଲିସ ଶବ ବ୍ୟବଚ୍ଛେଦ କରି ମାମଲା ରୁଜ୍ଜୁ କରିଥିବା ବେଳେ ଉକ୍ତ ଭଡା ଘରୁ ଘର ମାଲିକ ଘର ଛାଡିବାକୁ କହିଥିଲେ। ବିମଳା ନାଗ ନାମ୍ନୀ ଉକ୍ତ ବିଧବା ମହିଳା ଙ୍କ  ପୁଅ  ବବଲୁ ନାଗ(୨୧) ର ମୃତ୍ୟୁ ପରେ କେହି ସାହା ଭରସା ନ ଥିବା ବେଳେ ସ୍ବେଚ୍ଛାସେବୀ ମାନେ ତାଙ୍କୁ ୧୪ ନଂ ୱାର୍ଡ ର ଏକ ସରକାରୀ ଜାଗାରେ ଘର ତିଆରି କରିଦେଇଥିଲେ । କେବଳ ମାସିକ ସରକାରୀ ଭତ୍ତା କାର୍ଡ଼ ଥିବା ବେଳେ ତାଙ୍କ ର ଓ ତାଙ୍କ ମୃତ ପୁଅ ର ଆଧାର ପରିଚୟ ପତ୍ର ନ ଥିବା ରୁ ସରକାରୀ ରାସନ କାର୍ଡ଼ ଟିଏ ବି ମିଳିପାରି ନାହିଁ। ଏପରିକି ହରିଶ୍ଚନ୍ଦ୍ର ଯୋଜନା ଅନୁଯାୟୀ ୨୦୦୦ ଟଙ୍କା ଶବ ସଂସ୍କାର ପାଇଁ ମନ୍ଧ୍ୟ ଆବେଦନ ସତ୍ୱେ ପାଇପାରି ନାହାନ୍ତି। ତେବେ ରବିବାର ଦିନ ପ୍ରାୟ ୨ ଟା ସମୟରେ ଉକ୍ତ ଘର ତାଲା ଭାଙ୍ଗି କିଛି ଦୁର୍ବୃତ୍ତ ଘରେ ସେ ରଖିଥିବା ବାକ୍ସ ରୁ ତାଙ୍କ ରଖିଥିବା ଟଙ୍କା ଓ ସମସ୍ତ ଲୁଗା, ପଟା ଓ ସାମଗ୍ରୀ ଚୋରି କରିନେଇଥିବା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ଉକ୍ତ ଅସହାୟ ବିଧବା ମହିଳା ଶୁଣି ନ ପାରିବା ଓ କହି ନ ପାରୁଥିବା ବେଳେ ତାଙ୍କ ନିକଟ ରୁ ଏପରି ଚୋରି ପରି ଘଟଣା ବାସ୍ତବିକ ଶୋଚନୀୟ। ଉକ୍ତ ଅଞ୍ଚଳରେ ଏପରି ଚୋରି ପରି ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇ ଚାଲିଛି। ଖୋଲା, ଖୋଲି ଭାବେ ପ୍ରଶାସନ ର ଜ୍ଞାତ ସାରରେ ମାତ୍ରାଧିକ ଭାବେ ବେଆଇନ କୁଚିଆ ମଦ ଦୋକାନ ଦିନ ରାତି ଖୋଲା ରହିବା ଯୋଗୁଁ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇଚାଲିଛି। ଏ ଦିଗରେ ପ୍ରଶାସନ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଉକ୍ତ ଅସହାୟ ମହିଳାଙ୍କୁ ରେଡ଼କ୍ରସ ପାଣ୍ଠି ରୁ ସହାୟତା ଯୋଗାଇଦେବା ସହ ଏକ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ଓ ଏକ ରାସନ କାର୍ଡ଼ କିପରି ପାଇପାରିବେ ସେ ନେଇ ଟିଟିଲାଗଡ଼ ଉପଜିଲ୍ଲାପାଳ ଙ୍କ ନିକଟରେ ଲିଖିତ ଭାବେ ସ୍ବେଚ୍ଛାସେବୀ ସଂଘ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି। ଯଥା ଶୀଘ୍ର ଏ ସରକାରୀ ସହାୟତା ମାନ ପ୍ରଦାନ କଲେ ଉକ୍ତ ଅସହାୟ ମହିଳା ଉପକୃତ ହେବେ ବୋଲି ଆଶା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like