-+91-9937148622 |

prerana_bgr@rediffmail.com |

  Sunday 29th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||     

HOME   ଜିଲ୍ଲା

ଟଙ୍କପାଣିରେ ଧନୁଯାତ୍ରା ମହୋତ୍ସବ ପାଳିତ।

13-Dec-2021



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ଗ୍ରାମରେ ୧୩ ତମ ମାଣବସା ଲକ୍ଷ୍ମୀ ପୂଜା ଉପଲକ୍ଷେ ୫ଦିନ ଧରି ଚାଲିଥିବା ୫ମ ବର୍ଷ ଧନୁଯାତ୍ରା ମହୋତ୍ସବ ଉଦ୍ଯାପିତ ହୋଇଯାଇଛି। ଏହି ଧନୁଯାତ୍ରା ମହୋତ୍ସବର ଶେଷରାତ୍ରୀରେ  ଖପ୍ରାଖୋଲ ବ୍ଲକ ଦିନଲିପି ସାମ୍ବାଦିକ ପାର୍ଥବ ଭୁଏ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ଲକ୍ଷ୍ମୀ ପୂଜା କମିଟୀ ସଭାପତି ସୁନ୍ଦର ହିଆଲ,ସମ୍ପାଦକ ସୁଦର୍ଶନ ବାଗ,ଗାନ୍ଧିଜୀ ଅଗ୍ରଗାମୀ ଯୁବକ ସଂଘ ସଭାପତି ସୌକିଲାଲ ବାଗ,ସୁଫଲ କରୁଆଁ,ପର୍ଶୁରାମ ଖମାରୀ,ସତ୍ୟନାରାୟଣ ବାଗ,ଚୁଡାମଣି

ହଂସ ଯୋଗ ଦେଇଥିଲେ। ଏହି ଧନୁଯାତ୍ରାରେ କଂସ ଭୂମିକାରେ ବରଗଡ ଜିଲ୍ଲା ପଦ୍ମପୁର ଦହିତା ଗ୍ରାମର ଭାଗବତ୍ୟା ମେହେର ଅଭିନୟ କରିଥିବାବେଲେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ଗ୍ରାମର ପ୍ରଭାଶ କରୁଆଁ-କୃଷ୍ଣ ଭୂମିକାରେ ଥିଲେ ଓ ମନୋଜ କରୁଆଁ ବଲରାମ ଭାବେ ଅଭିନୟ କରିଥିଲେ।ଏହି ଧନୁଯାତ୍ରା ମହୋତ୍ସବ ଟଙ୍କପାଣି ଗାନ୍ଧିଜୀ ଅଗ୍ରଗାମୀ ଯୁବକ ସଂଘ ଓ ଗ୍ରାମବାସୀ ମିଲିତ ଆନୁକୂଲ୍ୟରେ ଆୟୋଜନ କରାଯାଇଥିଲା।୫ଦିନ ଧନୁଯାତ୍ରା ମହୋତ୍ସବ ଚାଲିଥିବା ରୁ ଗ୍ରାମବାସୀ କରୋନା କଟକଣାକୁ ମାନି ଦର୍ଶକଙ୍କ ବେଶ ଭିଡ ଜମିଥିବାବେଲେ ଆୟୋଜନ କମିଟୀ କଡାକଡି ଭାବେ ସୁରକ୍ଷା ବ୍ୟବସ୍ଥା କରିଥିଲେ।ପରେ ବୃଦ୍ଧା ବୃଦ୍ଧ ମାନଙ୍କୁ କମଲ ବଣ୍ଟନ କରିଥିଲେ।ଯୁଗ ନାଗ,ନାଥ ଭୋଇ,ଉଦ୍ଧବ ହଂସ,ରୋହିତ ନାଗ,ସୀତାରାମ ନାଗ,ଦିନବନ୍ଧୁ ତାଣ୍ଡି,ଜତନ ବାଗ,ପୁରନ୍ଧର ଭୁଏ ପିତବାସ ଭୁଏ ପ୍ରମୁଖ ଙ୍କ ସମେତ ଗ୍ରାମବାସୀ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   29-Mar-2026
  ଜିଲ୍ଲା  
ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2026
  ଜିଲ୍ଲା  
*ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   29-Mar-2026
  ଜିଲ୍ଲା  
ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026
  ଜିଲ୍ଲା  
ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026

You Might Also Like