-+91-9937148622 |

prerana_bgr@rediffmail.com |

  Sunday 29th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||      ସମଲେଇପଦର ପାର୍ବତୀ ଗିରି ବୃଦ୍ଧାଶ୍ରମ ପାଇଁ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ସବୁଜ ପତାକା ଦେଖାଇ ଶୁଭାରମ୍ଭ   (28-Mar-2026)       ||      "ଖେଳାଧିକାର କି ଅଙ୍ଗନବାଡି? ବୈଗାପଡା ସ୍କୁଲରେ ଦ୍ବନ୍ଦ୍ୱ, କଲେକ୍ଟରଙ୍କ ହସ୍ତକ୍ଷେପ ଦାବି"   (28-Mar-2026)       ||      ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ   (28-Mar-2026)       ||      *ପ୍ରତି ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ନିଶ୍ଚିତ ପାଇଁ କ୍ଲଷ୍ଟର ସ୍ତରୀୟ ଟି.ଏଲ.ଏମ. କର୍ମଶାଳା ଅନୁଷ୍ଠିତ*   (28-Mar-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମହାସଂଘ ପକ୍ଷରୁ ଦାବୀପତ୍ର ପ୍ରଦାନ

13-Dec-2021



ସୋନପୁର(ପ୍ରେରଣା ଖବର) ::ପଶ୍ଚିମାଞ୍ଚଳ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମହାସଂଘ ଓଡ଼ିଶା ର ନିଷ୍ପତ୍ତି କ୍ରମେ   ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ଏକ ଦାବିପତ୍ର  ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ଜିଲ୍ଲାପାଳ ଙ୍କ ଜରିଆରେ ପଶ୍ଚିମାଞ୍ଚଳ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମହାସଂଘର ଉପସଭାପତି ତଥା  ସୁବର୍ଣ୍ଣପୁର ଜିଲ୍ଳା ଶାଖାର ସମ୍ପାଦକ ସିତାଂଶୁ ଶେଖର ମିଶ୍ର ଓ ସଭାପତି ନୀଳମାଧବ ଗୁରୁ ଙ୍କ ନେତୃତ୍ୱରେ ପ୍ରଦାନ କରାଯାଇଛି।
ସ୍ୱଳ୍ପ ପେନସନ ଭୋଗି ଅବସର ସରକାରୀ କର୍ମଚାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସାମିଲ କରିବା ଏବଂ ଅବସର କର୍ମଚାରୀ ଙ୍କୁ  ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଯୋଗାଇ ଦେବା କୁ ନେଇ ଦାବିପତ୍ର ରେ ଉଲ୍ଲେଖ ରହିଛି l
ସେଥିପାଇଁ ଅବସର ପ୍ରାପ୍ତ କର୍ମଚାରୀ ମାନଙ୍କୁ ମଧ୍ୟ ସ୍ୱାସ୍ଥ୍ୟ କାର୍ଡ଼ ପ୍ରଦାନ କରିବା ଦାବିକୁ ଯଥାର୍ଥ ମନେ କରି ଦାବି କରାଯାଇଛି l
ଏହି ଦାବିପତ୍ର ପ୍ରଦାନ ସମୟରେ ବହୁ ସଂଖ୍ୟାରେ ଅବସର

ପ୍ରାପ୍ତ କର୍ମଚାରୀ ଗୁଣନିଧି ପାତ୍ର , ରାଜ କୁମାର ସାହୁ,ନୀଳମଣି ନନ୍ଦ,ନୀଳମାଧବ ମହାପାତ୍ର,ଚିତ୍ତରଞ୍ଜନ ମିଶ୍ର,ଘାସିରାମ ମିଶ୍ର,ଚନ୍ଦ୍ର ଶେଖର ମେହେର,ବାସୁଦେଵ ପୁରୋହିତ,ମଙ୍ଗୁଲୁ ମେହେର,ନବଘନ ସାଣ୍ଢ ,ଉମେଶ ପଣ୍ଡା,  ନିତ୍ୟା ନନ୍ଦ ମହାଣା, ନାରାୟଣ ଦାସ  ସମେତ ଅନ୍ୟମାନେ ସୋନପୁର ଜିଲ୍ଲା ଏଡିଏମ ଙ୍କୁ ଭେଟି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଉଦ୍ଦେଶ୍ୟ ଦାବିପତ୍ର ପ୍ରଦାନ କରିଛନ୍ତି lଦାବିପତ୍ କୁ ମୁଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ପଠାଇଦେବି ବୋଲି ଉପସ୍ଥିତ ସମୁହ ଅବସରପ୍ରାପ୍ତ କର୍ମଚାରୀଗଣଙ୍କୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି ବୋଲି ସମ୍ପାଦକ ଶ୍ରୀମାନ ମିଶ୍ରଙ୍କ ଠାରୁ ପ୍ରକାଶ l

     
        


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026
  ଜିଲ୍ଲା  
ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026
  ଜିଲ୍ଲା  
ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   29-Mar-2026
  ଜିଲ୍ଲା  
ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   29-Mar-2026
  ଜିଲ୍ଲା  
କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   28-Mar-2026
  ଜିଲ୍ଲା  
*ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   28-Mar-2026

You Might Also Like