-+91-9937148622 |

prerana_bgr@rediffmail.com |

  Saturday 28th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ    (28-Mar-2026)       ||      ଧର୍ମପରାୟଣା ମହିଳାଙ୍କ ପରଲୋକ   (28-Mar-2026)       ||      ସମାଜରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କ ସ୍ୱରକୁ ପ୍ରକାଶ କରୁଛି ପ୍ରେରଣା    (28-Mar-2026)       ||      ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   (27-Mar-2026)       ||      ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   (27-Mar-2026)       ||      ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା   (27-Mar-2026)       ||      ପରିବହନ ବିଭାଗ ନଜର ନାହିଁ, ଅଟୋରେ ବିପଦପୂର୍ଣ୍ଣ ଯାତ୍ରା   (27-Mar-2026)       ||      ଦୀପଦାନ କରି ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମ ଦିନ ପାଳିଲେ ଶିବସେନା କର୍ମୀ   (27-Mar-2026)       ||      ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ   (27-Mar-2026)       ||      *ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   (27-Mar-2026)       ||      ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      "ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   (27-Mar-2026)       ||      ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   (27-Mar-2026)       ||      ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   (26-Mar-2026)       ||      ୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   (26-Mar-2026)       ||      ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   (26-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   (26-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (26-Mar-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ରେ ମିଶନ ଶକ୍ତି ପକ୍ଷରୁ ତିନିଦିନିଆ ଋଣ ମେଳା

13-Dec-2021



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପରିସରରେ ମିଶନ ଶକ୍ତି ପକ୍ଷରୁ ଏସ ଏଚ ଜି ମାନଙ୍କ ପାଇଁ ତିନିଦିନିଆ ଋଣ ମେଳା ଶିବିର ସୋମବାର ଠାରୁ ଆରମ୍ଭ ହୋଇଯାଇଛି।ତେବେ ବ୍ଲକ ଅଞ୍ଚଳରେ ଥିବା ବ୍ୟାଙ୍କ ଗୁଡିକ ର କର୍ମଚାରୀ ମାନେ ଉପସ୍ଥିତ ରହି ଏସ ଏଚ ଜି ମାନଙ୍କୁ ସଶକ୍ତିକରଣ କରଣ ନିମନ୍ତେ ଉପଯୁକ୍ତ ପରାମର୍ଶ ସହିତ ଋଣ ପ୍ରଦାନ ପାଇଁ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ରହିଥିଲେ ହେଁ ପ୍ରଥମ ଦିବସରେ କୌଣସି ବି ବ୍ୟାଙ୍କ ରୁ କେହି ଆସି ନ ଥିବା ଦେଖିବାକୁ ମିଳିଥିଲା।ଅନ୍ୟ ପଟେ       ଓ ଏଲ ଏମ ର ଭାରପ୍ରାପ୍ତ ବ୍ଲକ ପ୍ରୋଗ୍ରାମ ମେନେଜର ଲଳିତ କୁମାର ବିଶି ଉପସ୍ଥିତ ରହି ପାଞ୍ଚଟି ଏସ ଏଚ ଜି କୁ ପଞ୍ଜିକରଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ   28-Mar-2026
  ଜିଲ୍ଲା  
ଧର୍ମପରାୟଣା ମହିଳାଙ୍କ ପରଲୋକ   28-Mar-2026
  ଜିଲ୍ଲା  
ସମାଜରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କ ସ୍ୱରକୁ ପ୍ରକାଶ କରୁଛି ପ୍ରେରଣା   28-Mar-2026
  ଜିଲ୍ଲା  
ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   27-Mar-2026
  ଜିଲ୍ଲା  
ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   27-Mar-2026
  ଜିଲ୍ଲା  
ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା   27-Mar-2026
  ଜିଲ୍ଲା  
ପରିବହନ ବିଭାଗ ନଜର ନାହିଁ, ଅଟୋରେ ବିପଦପୂର୍ଣ୍ଣ ଯାତ୍ରା   27-Mar-2026
  ଜିଲ୍ଲା  
ଦୀପଦାନ କରି ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମ ଦିନ ପାଳିଲେ ଶିବସେନା କର୍ମୀ   27-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ   27-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   27-Mar-2026
  ଜିଲ୍ଲା  
ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   27-Mar-2026
  ଜିଲ୍ଲା  
ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   27-Mar-2026

You Might Also Like