-+91-9937148622 |
prerana_bgr@rediffmail.com |
Saturday 28th March 2026 |
R.N.I. Regd No. ODIODI/2010/46693
Breaking News
13-Dec-2021
ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ ଜାଲୋଏ ଗ୍ରାମର ଶୁଭେନ୍ଦୁ ମେହେରଙ୍କୁ ସାହିତ୍ୟକ କବି ବନ୍ଧୁ ପରିବାର ବାଲେଶ୍ୱର ତରଫରୁ କବିଶ୍ରୀ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭବନ ଠାରେ ଆୟୋଜିତ ହୋଇଥିବା ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ୨୦୨୧ରେ ନ୍ୟାୟାଧିଶ ଡ. କୃଷ୍ଣଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶୁଭେନ୍ଦୁଙ୍କୁ କବିଶ୍ରୀ ସମ୍ମାନରେ ସମ୍ବର୍ଦ୍ଧିତ କରିଥିଲେ । ଶ୍ରୀଯୁକ୍ତ ମେହେର ସମ୍ବର୍ଦ୍ଧିତ ହୋଇଥିବା ଯୋଗୁଁ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।