-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକ ପାରିଶ୍ରମିକ ବୃଦ୍ଧି ସହ ୬ଦଫା ଦାବି ନେଇ ଜିଲ୍ଳାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ।

14-Dec-2021



କଳାହାଣ୍ଡି,(ତ୍ରିନାଥ ବେଶ୍ରା ସହ ସଂଜୀବ ଦାସ)
ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ କାର୍ଯ୍ୟରତ ଯୋଗଣ ସହାୟକମାନଙ୍କ ୮ ବର୍ଷ କାର୍ଯ୍ୟ କରିଆସୁଥିବା ବେଳେ ରାଜ୍ୟ ସରକାରଙ୍କ  ବିଭିନ୍ନ  କାର୍ଯ୍ୟରେ କୋଭିଡ୍-୧୯ ସମୟରେ ଟି. ଏମ. ସି ଏବଂ କୋଭିଡ୍ କେୟାର ହୋମ୍ ରେ ନୋଡାଲ ଅଫିସର ରୂପେ କାର୍ଯ୍ୟ କରିଥିବା ବେଳେ, ତିତିଲି ଓ ଫୋନୀ ସମୟରେ ମଧ୍ୟ ଲୋକଙ୍କୁ ସାହାଯ୍ୟ କରିଥିଲେ ଓ ନିର୍ବାଚନ ସମୟରେ ସହାୟକ କ୍ଷେତ୍ର ଅଫିସର ରୂପେ , କାଳିଆ  ଯୋଜନାରେ ନୋଡାଲ୍ ଅଫିସର ରୂପେ କାର୍ଯ୍ୟ କରିଥିବା ବେଳେ ପିଠା କାର୍ଯ୍ୟକ୍ରମ , ଆଇନା ବହି ବଣ୍ଟନ , ଏବଂ BSKY   କାର୍ଡ଼ ବଣ୍ଟନ ସମୟରେ କାର୍ଯ୍ୟକରିଆସୁଛନ୍ତି। ହେଲେ ଏମାନଙ୍କ ପ୍ରତି ସରକାରଙ୍କର କୌଣସି ସହନାଭୁତି  ନାହି ବୋଲି ତେଣୁ ଆଜି ଭବାନୀପାଟଣା ସହରସ୍ଥିତ ଅମଲା ଭବନ ରୁ  ଜିଲ୍ଲାର ଶହଶହ ଯୋଗାଣ ସହାୟକ ଏକ ଶୋଭାଯାତ୍ରା ରେ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଯୋଗାଣ ସହାୟକଙ୍କ ପାରିଶ୍ରମିକ ଟ.୬୦୦୦/- ରୁ ଟ.୨୫୦୦୦/- କୁ ବୃଦ୍ଧି ଗ୍ରାମପଞ୍ଚାୟତରୁ ଦରମା ନ ଦେଇ ସିଧାସଳଖ ବ୍ୟାଙ୍କ ଖାତ ମାଧ୍ୟମରେ ରାଜ୍ୟ ଯୋଗାଣ ବିଭାଗ , ଓଡିଶା ସରକାରଙ୍କ ତରଫରୁ ଦିଆଯିବା ଆଦି ଦାବି ନେଇ ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ଯଦି ଆଗାମି ଦିନରେ ଦାବି ପୁରଣ ନହେଲେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ଚେତାବନି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like