-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||     

HOME   ଜିଲ୍ଲା

କୋଶଳିଆ ମାଳି ସମାଜ ପଦ୍ମପୁର ବ୍ଳକ ର ସତୀଭଟା ଠାରେ ଭୂମି ପୂଜନ ଉତ୍ସବ ଅନୁଷ୍ଠିତ

14-Dec-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସତୀଭଟା ଠାରେ କୋଶଳିଆ ମାଳି ସମାଜ ଵିକାଶ ପରିଷଦ,ପଦ୍ମପୁର ବ୍ଳକ ର ସମାଜ ଭବନ ନିର୍ମାଣ ପାଇଁ ଭୂମିପୂଜନ ଉତ୍ସବ ମହାସମାରୋହରେ ପାଳିତ ହୋଇ ଯାଇଛି।ଏଥିରେ୨୩୧ଟି କଳସ ଶୋଭାଯାତ୍ରାରେ ମହିଳା ମାନେ ଭାଗ ନେଇ ଥିଲେ।ଶ୍ରୀଯୁକ୍ତ ଯଶୋବନ୍ତ ପଟେଲ ଭୂମି ପୂଜନ ର କର୍ତ୍ତା ହୋଇ ଭୂମିପୂଜନ କରିଥିଲେ l ବ୍ଳକସ୍ତରୀୟ ମହିଳାକମିଟି,ଶିକ୍ଷା କମିଟି ଓ ଉପଦେଷ୍ଟା କମିଟି ଗଠନ

କରାଗଲା।ବ୍ଳକ ସଭାପତି ଶ୍ରୀ ଲୋକନାଥ ପଟେଲ, ଜିଲ୍ଲା ସଭାପତି ଶ୍ରୀ ଭିଷ୍ମଦେବ ପଟେଲ,ସମ୍ପାଦକ ଟେକରାଜ ,ଗୋବିନ୍ଦ ପଟେଲ(ରାଜ୍ୟ codinator),ଯଦୁମଣି ପଟେଲ ରାଜ୍ୟ ଆଇନ ପରାମର୍ଶ ଦାତା, ବ୍ଳକ ପୂର୍ବତନ ସଭାପତି ଶ୍ରୀ ଡୋଲାମଣି ପଟେଲ, ନୂଆପଡା ଜିଲ୍ଲା ସମ୍ପାଦକ ଶ୍ରୀ ତେଜରାଜ ପଟେଲ,ଅତିଥି ଭାବେ ମଞ୍ଚାସୀନ ଥିଲେ।ବ୍ଳକ ଉପସଭାପତି ଦୁଷ୍ମନ୍ତ ଓ ସହସମ୍ପାଦକ ପ୍ରଦୀପ ଅତିଥି ସତ୍କାର କରିଥିଲେ।ସମ୍ପାଦକ ମନୋଜ ପଟେଲ ମଞ୍ଚପରିଚାଳନା କରି ଥିଲେ।। ଭୋଜରାଜ,କରୁଣା, ଆଲୋକ, ଅଜିତ, ନିରାକାର,ଗଜରାଜ,ଉଦୟ,ଚନ୍ଦ୍ର ମଣି, ପୀତବାସ ପଟେଲସହଯୋଗ କରିଥିଲେ। ବୁଧାପାଲି ର ସନମ,ଶୃତି ଓ ସୀତା ନୃତ୍ୟ ପରିବେଷଣ କରିଥିଲେ ଓ ସ୍ଵାଗତ ସଙ୍ଗୀତ ଗାନ

କରିଥିଲେ।ବାଦ୍ୟ ଯନ୍ତ୍ର ରେ ସହଯୋଗ କରିଥିଲେ ଶ୍ରୀ ଦିଲ୍ଲୀପ ପଟେଲ,ଲକ୍ଷ୍ମଣ ପଟେଲ ଓ ମାଷ୍ଟର ମହେନ୍ଦ୍ର ।ମଞ୍ଚରେ ବିଭିନ୍ନ ସାସ୍କୃତିକ କାର୍ଯ୍ୟକ୍ରମ ସହିତ କୋଶଳିଆ ମାଳି ସମାଜ ର ଶିକ୍ଷା ,ପରମ୍ପରା,ସାମାଜିକ ବିକାଶ ଉପରେ ଆଲୋଚନା ହୋଇଥିଲା।ବିଭିନ୍ନ ଗ୍ରାମ୍ୟ କମିଟି ସଭାପତି ଓ ମହିଳା କମିଟି ସଭାନେତ୍ରୀ ମାନଙ୍କୁ ପୁଷ୍ପ ମାଲ୍ଯ ଦ୍ଵାରା ଓ ଭୁମିଦାତା ଶ୍ରୀଯଶୋବନ୍ତ ନାଏକ ଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026

You Might Also Like