-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଜିଲ୍ଲା

ଯୁବକବି ଯଚିନ୍ଦ୍ର ସ୍ୱାଇଁ ସମ୍ଵର୍ଦ୍ଧିତ

14-Dec-2021



କଟକ ଶ୍ରୀରାମଚନ୍ଦ୍ର ଭବନ ଠାରେ  ସାହିତ୍ୟିକ କବି ବନ୍ଧୁ ପରିବାରର ବାର୍ଷିକ ଉତ୍ସବ ଦୁଇଟି ପର୍ଯ୍ୟୟରେ ଅତ୍ୟନ୍ତ ମନୋଜ୍ଞ  ପରିବେଶରେ ଶୃଙ୍ଖଳାର ସହିତ ଅନୁଷ୍ଠିତ ହୋଇ ଯାଇଛି l ପ୍ରଥମlର୍ଦ୍ଧରେ ବୈଦିକ ତଥା ପାରମ୍ପରିକ ରୀତିନୀତିରେ ଅନୁଷ୍ଠିତ ସଭାରେ  ଅନୁଷ୍ଠାନର ବାର୍ଷିକ ପତ୍ରିକା ଶିଖାର ଦ୍ୱିତୀୟ ସଂଖ୍ୟା ଓ ଅନ୍ୟ ନଅଟି ପତ୍ରିକାର ଉନ୍ମୋଚନ , ସମ୍ବର୍ଦ୍ଧନା ସଭା, ବୃକ୍ଷବଣ୍ଟନ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସଭାପତି ଦେବେନ୍ଦ୍ର ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତ୍ରୀ ତଥା ସମ୍ପାଦିକା ଶ୍ରୀମତୀ ପ୍ରଣତୀ ମହାପାତ୍ର ବାର୍ଷିକ ବିବରଣୀ ପାଠ କରିବା ସହିତ ମଞ୍ଚାସୀନ ନ୍ୟାୟାଧୀଶ ଡକ୍ଟର କୃଷ୍ଣଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି, ଡକ୍ଟର ହୁସେନ ରବି ଗାନ୍ଧୀ ମୁଖ୍ୟବକ୍ତା ବୈଜ୍ଞାନିକ ପ୍ରମୋଦ କୁମାର ପଣ୍ଡା, ସଂଗ୍ରାମ କେଶରୀ ସାମନ୍ତ ରାୟ,ଡକ୍ଟର ଶ୍ୟାମପାଦ ମିଶ୍ର,ଅଧ୍ୟାପକ ପ୍ରଦୀପ କୁମାର ମିଶ୍ର ପ୍ରମୁଖ ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ତଥା ବିକାଶ ପାଇଁ ଆହ୍ୱାନ ଦେଇଥିଲେ l

  ଦ୍ୱିତୀୟାର୍ଦ୍ଧରେ ବରିଷ୍ଠ କବି ତଥା ସାହିତ୍ୟିକ ଶ୍ରୀଯୁକ୍ତ ବିପିନ ବିହାରୀ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମଞ୍ଚରେ ଶ୍ରୀ ବାରିକ ଓଡିଆ ସାହିତ୍ୟର ବିକାଶଧାରା ଅବ୍ୟାହତ ରଖିବା ପାଇଁ ଯୁବ ସମାଜକୁ  ବାର୍ତ୍ତା ପ୍ରଦାନ କରିଥିଲେ lମଞ୍ଚାସୀନ ଓଡ଼ିଶାର ଜଣାଶୁଣା କବୟିତ୍ରୀ ସ୍ନିଗ୍ଧା ସାମନ୍ତରାୟ ,ସ୍ନେହା ମିଶ୍ର, ରତିକାନ୍ତ ମାହାଲି ଉପସ୍ଥିତ ଥିଲେ। ବ୍ୟାସ କବି ସାହିତ୍ୟ ସଂସଦ ର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ କବି ଯଚିନ୍ଦ୍ର ସ୍ଵାଇଁ ଙ୍କୁ "କବିଶ୍ରୀ" ସମ୍ମାନ ରେ ସମ୍ବର୍ଦ୍ଧିତ କରିବା ସଙ୍ଗେ ସଙ୍ଗେ ବହୁ କବି କବୟତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ରାଜ୍ୟ ସ୍ତରୀୟ ଉତ୍ସବରେ ଓଡ଼ିଶାର ବିଭିନ୍ନ କୋଣ ଅନୁକୋଣରୁ ଆସି  ଥିବା ସାରସ୍ୱତ ପ୍ରତିଭା ମାନଙ୍କ ସ୍ୱରଚିତ କବିତା ପାଠରେ ଓଡିଶା ସାହିତ୍ୟ ଶ୍ରୀକ୍ଷେତ୍ର ଶ୍ରୀରାମ ଚନ୍ଦ୍ର ଭବନ ମୁଖାରୀତ ହୋଇ ଉଠିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like