-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀ ଓ ଅଭିଭାବକ ସ୍କୁଲରେ ତାଲା ପକାଇଲେ।

14-Dec-2021



ନର୍ଲା (ସଞ୍ଜିବ ଦାସ)
 କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ଅନ୍ତର୍ଗତ ମୁରସିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ପ୍ରଧାନଶିକ୍ଷକ ପଦବୀ ପୂରଣ କରାଯିବାକୁ ଦାବି ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଦ୍ଵାରା ତାଲାବନ୍ଦ ଆନ୍ଦୋଳନ ହାତକୁ ନିଆଯାଇଛି। ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ୧୬୦ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଥିବାବେଳେ  ଆଠ ଗୋଟି ଶ୍ରେଣୀ ପାଇଁ କେବଳ ୪ ଜଣ ଶିକ୍ଷା ସହାୟିକା ଓ ଜଣେ ଗଣ ଶିକ୍ଷକ ଶିକ୍ଷା ଦାନ କରୁଥିବା ଯୋଗୁଁ ଏଠାରେ ଶିକ୍ଷା ଦାନ ବ୍ୟବସ୍ଥା କିପରି ଥିବ ବୋଲି ଗ୍ରାମ୍ୟ କମିଟିର ସଂପାଦକ ହେମନ୍ତ କୁମାର ଭୋଇ ପ୍ରଶ୍ନ କରିଛନ୍ତି। ପୁଣି ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ଅଭିଯୋଗ ହୁଏ ଯେ କୌଣସି କାରଣ ନ ଥାଇ ଏହା ପୂର୍ବରୁ  ପ୍ରଧାନ ଶିକ୍ଷକ ଫକୀର ମହାନନ୍ଦଙ୍କୁ ଅନ୍ୟତ୍ର ବଦଳି କରାଯାଇଛି ଯାହା ଫଳରେ ବର୍ତ୍ତମାନ ବିଦ୍ୟାଳୟର ଶିକ୍ଷା, ଶୃଙ୍ଖଳା ତଥା ପରିଚାଳନାଗତ ସମସ୍ୟା ସୃଷ୍ଟି ହେଉଛି ବୋଲି ବିଦ୍ୟାଳୟର  ତାଲାବନ୍ଦ ଆନ୍ଦୋଳନକାରୀ ମାନେ ଅଭିଯୋଗ କରିଛନ୍ତି। ବାରମ୍ବାର ପ୍ରଧାନ ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ବ୍ଳକ ଶିକ୍ଷା ବିଭାଗ ସହ ନର୍ଲା ବିଧାୟକଙ୍କୁ ଅବଗତ କଲେ ମଧ୍ୟ କୈ।ଣସି ସୁଫଳ ମିଳୁ ନାହିଁ। ଯାହା ଫଳରେ  ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଦ୍ୟାଳୟରେ ତାଲା ପକାଇ ଆନ୍ଦୋଳନ ଜାରି ରହିବ ବୋଲି ଶିକ୍ଷା କମିଟିର ସଭାପତି ମଳୟ ପଧାନ, ଠାକୁର ବାରିକ, ଚନ୍ଦ୍ର ଭୋଇ, କୁମୁଦ ବିଶ୍ୱାଳ ଓ ଗ୍ରାମ୍ୟ କମିଟି ସଭାପତି ମନୋରଂଜନ ମିଶ୍ର ଜଣାଇଛନ୍ତି। ତେବେ ଏହାର ସମାଧାନ ସକାଶେ ସ୍ଥାନୀୟ ସିଆରସିସି ବିଜୟ ସୁନା ଘଟଣା ସ୍ଥଳକୁ ଯାଇ ଆନ୍ଦୋଳନକାରୀଙ୍କୁ ମନାଇବା ପାଇଁ ଚେଷ୍ଟା କରିଥିଲେ ସୁଦ୍ଧା କୈାଣସି ସମାଧାନ ହୋଇ ନ ଥିବା ଜଣାପଡିଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like