-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ପଶୁପକ୍ଷୀଙ୍କ ପ୍ରେମରେ ଛାତ୍ରୀ

14-Dec-2021



ପାଟଣାଗଡ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ସହର ବ୍ରହ୍ମପୁରା ରେ ରୁହନ୍ତି ବ୍ୟବସାୟୀ ନେପାଳ ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀ ସୃତି ପାଣିଗ୍ରାହୀ ତାଙ୍କର ଗୋଟେ ଝିଅ ଓ ଗୋଟେ ପୁଅ ଓ ସାଙ୍ଗରେ ମା ବାପା ମଧ୍ୟ ରୁହନ୍ତି । ବଡ଼ ଝିଅ ଆକାଂକ୍ଷା ପାଣିଗ୍ରାହୀ  ପାଟଣାଗଡ  ଓଁ ଇନ୍ଟର୍ନେସାଲ ସ୍କୁଲ ରେ ଅଷ୍ଟମ ଶ୍ରେଣୀରେ ପଢୁଥିବା ଜଣାପଡିଛି।ସେ  ଜଣେ ମେଧାବୀ ଛାତ୍ରୀ ରୂପେ ବେଶ ଜଣାଶୁଣା ଓ ତା ସାଙ୍ଗକୁ ନୃତ୍ୟ, ଅଭିନୟ କୁ ସେ ବହୁତ ଭଲ ପାଆନ୍ତି । ସ୍କୁଲ ରେ ଅନେକ ଫେନସି ନୃତ୍ୟ ପ୍ରତିଯୋଗିତା ରେ ଭାଗନେଇ ପୁରସ୍କାର ପାଇଛନ୍ତି ।କିନ୍ତୁ ଆଉ ଗୋଟେ ଦିଗରେ ସେ ଚର୍ଚ୍ଚା ରେ ରହିଛନ୍ତି ଯେ ପଶୁ ପକ୍ଷୀ କୁ ସେ ବହୁତ ଭଲ ପାଉଥିବା ଶୁଣିବାକୁ ମିଳୁଛି। ସେଥିପାଇଁ ବାପା ମାଁ ମଧ୍ୟ ତାଙ୍କୁ ସହଯୋଗ କରି ପାଖରେ ଗୋଟେ କୁକୁର(ରିଓ ), ଗୋଟେ ମୂଷା (ଜିନି )', ୨ ଟି ପକ୍ଷୀ ଏବଂ ମାଛ ମଧ୍ୟ ରଖିଛନ୍ତି ।ସ୍କୁଲ ସମୟ ରେ ସ୍କୁଲ କୁ ଯିବା ପରେ ଟିଉସନ ଯିବା ସହ ଘରେ ଟାସ୍କ କରିବା ସାଙ୍ଗରେ ସମୟ ବାହାର କରି ପଶୁ ପକ୍ଷୀ ମାନଙ୍କୁ ଖାଇବା ଦେଇ ସେମାନଙ୍କୁ ଲାଳନ ପାଳନ କରିଥାନ୍ତି ଆକାଂକ୍ଷା । ଯେଉଁ ପଶୁ ପକ୍ଷୀ କୁ ଯେଉଁଟା ଖାଇବା ଦରକାର ସେ ଦେଇଥାଏ ଏବଂ ଘରେ ମଧ୍ୟ ବହୁତ ପ୍ରକାର ର ଘାସ ଓ ଶାଗ ଚାଷ ନିଜେ ମୂଷା ପାଇଁ କରିଛି  ପଶୁ ପକ୍ଷୀ ଙ୍କ ଏମିତି ପ୍ରେମ କୁ ଦେଖି ଆଖ ପାଖ ଲୋକ ବହୁତ ପ୍ରଶଂସା କରୁଛନ୍ତି ।ତାଙ୍କୁ ଏଥିରେ ସାହାଯ୍ୟ କରିଥାନ୍ତି ଭାଇ ଲିପନ ପାଣିଗ୍ରାହୀ ଏବଂ ପଡୋଶୀ ସାଥି ତ୍ରିଶା ପାଣିଗ୍ରାହୀ ଛୋଟ ବେଳରୁ ହିଁ ସେ ଏମିତି ପଶୁ ପକ୍ଷୀ କୁ ପ୍ରେମ ଦେଖି ପରିବାର ମଧ୍ୟ ସବୁ ପ୍ରକାର ର ସହଯୋଗ କରିଥାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like