-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଟୋପ  ହାଇସ୍କୁଲ ରେ ସ୍ୱଚ୍ଛତା  ପକ୍ଷ ପାଳନ,ସଚେତନତା ର ଏକ ଶୋଭାଯାତ୍ରା

14-Dec-2021



ବରଗଡ/ରେଙ୍ଗାଲିକେମ୍ପ:-ଆଜି ଟୋପ ହାଇସ୍କୁଲ ରେ ଗାଇଡ କ୍ୟାପଟେନ ଅନୁସୂୟା ଦେବତା ଓ ସ୍କାଉଟ୍ ମାଷ୍ଟର ପ୍ରମୋଦ ମିଶ୍ରଙ୍କ  ତତ୍ବାବଧାନରେ  ସ୍କାଉଟ ଓ ଗାଇଡ ମାନଙ୍କୁ ନେଇ  ଜନ ସଚେତନତା ଅଭିଯାନ କରାଯାଇଥିଲା।  ପାଳନର ଚତୁର୍ଦ୍ଦଶ ଦିବସ ଅବସରରେ  ଜନସାଧାରଣଙ୍କୁ  ପରିବେଶ  ସୁରକ୍ଷା ସହ  ସ୍ୱଚ୍ଛ ରଖିିବା ଆମ ସମସ୍ତଙ୍କର  କର୍ତ୍ତବ୍ୟ  ଅଟେ  ଓ ସୁସ୍ଥ ରହିବା ପାଇଁ ପରିବେଶ କୁ ପରିଷ୍କାର ପରିଚ୍ଛନ୍ନତା ରହିବା  ନିହାତି ଆବଶ୍ୟକ ଅଟେ ବୋଲି  ବିଭିନ୍ନ ସ୍ଲୋଗାନ ମାଧ୍ୟମରେ  ଜନ ସାଧାରଣଙ୍କୁ ସଚେତନ କରିଥିଲେ।  ସ୍ୱଚ୍ଛ ପରିବେଶ- ସୁସ୍ଥ ପରିବେଶ,ଆମରି ସୁରକ୍ଷା ଆମରି ହାତେ,ପଲିଥିନ ବ୍ୟବହାର ବନ୍ଦ କର ,ଆଦି ଅନେକ ପ୍ରକାର ସଚେତନ ମୂଳକ ସ୍ଲୋଗାନ ଦେଇ ପ୍ଲାକାର୍ଡ ଧରି ଗ୍ରାମ ପରିକ୍ରମା କରିଥିଲେ ।ଏହା ସହ କରୋନା ମହାମାରୀ ସହ ମୁକାବିଲା କରିବାକୁ ଆମେ ସଦାବେଳେ ମାସ୍କ ବ୍ୟବହାର କରିବା ସହ ସାମାଜିକ ଦୂରତା ରକ୍ଷା କରିବା,ବାରମ୍ବାର ହାତ

ଧୋଇବା ଆଦି ବିଷୟରେ ମଧ୍ୟ ଲୋକଙ୍କୁ ସଚେତନ  କରିଥିଲେ ସ୍କାଉଟ୍ସ ଓ ଗାଇଡ୍ ମାନେ। ଭାରତ ସରକାର ନିର୍ଦ୍ଦେଶାନୁସାରେ ପ୍ରତି ବିଦ୍ୟାଳୟ ମାନଙ୍କରେ ଡିସେମ୍ବର ମାସର ପ୍ରଥମ ତାରିଖରୁ ପନ୍ଦର ତାରିଖ ଯାଏ  ସ୍ବଚ୍ଛତା ଦିବସ  ପାଳନ କରାଯାଉଛି ।ତେବେ ଏହି ଯୋଜନା ଅନୁସାରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀଙ୍କ ମଧ୍ୟରେ ସ୍ବଚ୍ଛତା ଉପରେ ଅଧିକ ସଚେତନ ଆଣିବା ପାଇଁ  ତାଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା କରାଯିବା ସହ  ସ୍ବଚ୍ଛତା ଅଭିଯାନ ଉପରେ ଅନେକ ଥର ଆଲୋଚନା ଚକ୍ର କରାଯାଇଥିଲା ।ତେବେ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର  ଶିକ୍ଷକ ଦେବରାଜ ବେହେରା,ଲଳିତ କୁମାର ଗଡତିଆ, ସୁଧୀର ରଥ, ବାଳମୁକୁନ୍ଦ ସାହୁ, ଶିକ୍ଷୟିତ୍ରୀ ସୁଚେତା ମିଶ୍ର  ଓ କର୍ମଚାରୀ ରମପ୍ରସlଦ ଭୋଇ  ସକ୍ରିୟ ସହଯୋଗ କରି ସଫଳତା ର ପରିଚୟ ସୃଷ୍ଟି କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like