-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ଓକିଲ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ, ପଦ୍ମପୁରରେ ଅତିରିକ୍ତ ଜିଲ୍ଲାପାଳଙ୍କ କେମ୍ପକୋର୍ଟ କରି  ସମସ୍ୟା ଗୁଡ଼ିକର ସମାଧାନ ଦାବି

14-Dec-2021



ପଦ୍ମପୁର: ଆଜି ପଦ୍ମପୁର ଓକିଲ ସଂଘର ସଭାପତି ଗୌନ୍ତିଆ କୁମାର ସାହୁଙ୍କ ନେତୃତ୍ବରେ ଓକିଲ ସଂଘର ଏକ ପ୍ରତିନିଧି ଦଳ ରାଜସ୍ବ ସେକ୍ରେଟାରୀ ଆର୍ ଡି ସି (ଉତ୍ତରାଞ୍ଚଳ ଡିଭିଜନ), ସମ୍ବଲପୁର ଭିନସେଣ୍ଟ ପୁନମ୍ ଏକ୍କା ଙ୍କୁ ଭେଟିଥିଲେ lଏ ଅବସରରେ ଅଞ୍ଚଳର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ପଦ୍ମପୁରରେ ଅତିରିକ୍ତ ଜିଲ୍ଲାପାଳଙ୍କ କେମ୍ପକୋର୍ଟ କରି  ସମସ୍ୟା ଗୁଡ଼ିକର ଯଥାଶୀଘ୍ର ସମାଧାନ କରିବା ପାଇଁ ଏକ ଦାବିପତ୍ର ପ୍ରଦାନ କରାଯାଇଛି lହମିଦ୍ ସମୟର ବିକ୍ରିନାମା ଜନିତ ସମସ୍ୟା ଗୁଡ଼ିକର ସମାଧାନ ପାଇଁ ପଦ୍ମପୁର ତହସିଲ ଅଫିସରେ ସମାଧାନ କରିବା ପାଇଁ ଏ ପ୍ରତିନିଧି ଦଳ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି l ପଦ୍ମପୁର ସବକଲେକ୍ଟର କୋର୍ଟ କୁ ତ୍ବରାନ୍ବିତ କରିବା

ପାଇଁ ମଧ୍ୟ ପଦ୍ମପୁର ଓକିଲ ସଂଘ ଅନୁରୋଧ କରିଥିଲେ ଏବଂ ଅଞ୍ଚଳର ଅନ୍ୟାନ୍ୟ ସମସ୍ୟା ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି l ରାଜସ୍ବ ସେକ୍ରେଟାରୀ ଶ୍ରୀ ଏକ୍କା ଓକିଲ ସଂଘର ଦାବି ଉପରେ ବିଚାର କରି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରତିଶୃତି ପ୍ରଦାନ କରିଛନ୍ତି l ଏ ପ୍ରତିନିଧି ଦଳରେ ଓକିଲ ସଂଘର ସଂପାଦକ ପ୍ରଶାନ୍ତ କୁମାର ମାଝି, ସହସଂପାଦକ ଚିନ୍ମୟ କୁମାର ପଣ୍ଡା, ବରିଷ୍ଠ ଓକିଲ ଆନନ୍ଦ କୁମାର ପଣ୍ଡା, ଆଶିଷ କୁମାର ମିଶ୍ର, ଆଦିତ୍ୟ କୁମାର ରଥ ଏବଂ ରୋହିତ କୁମାର ଭୋଇ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like