-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା, ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ସାଇବର ଥାନା ମିଶି ହେଲା ୧୪

14-Dec-2021



ଭୁବନେଶ୍ୱର :ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି । ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି ।
ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ । ତେଣୁ ସାଇବର ଅପରାଧ ତଥା ତଦ୍ ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ  ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ବର୍ତ୍ତମାନ ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ର ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ ।   ଏହା ଦ୍ଵାରା ଏହି ଥାନର ସଖ୍ୟା ୧୪ରେ ପହଞ୍ଚିଲା ।ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ନିମ୍ନଲିଖିତ ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ। ସେଗୁଡିକ ହେଲା – କଟକ, ଭୁବବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଂଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ।ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ଏ.ଏସ୍.ଆଇ (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ । ଏମାନଙ୍କ ବ୍ୟତୀତ Finance ଓ  Accounts Analyst,  IT Expert, ଓ Cyber forensic  expert ପରି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି । ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like