-+91-9937148622 |

prerana_bgr@rediffmail.com |

  Wednesday 25th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   (25-Mar-2026)       ||      ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   (24-Mar-2026)       ||      ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      *ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*   (24-Mar-2026)       ||      ଡୁମାଳ ସମାଜର ବାର୍ଷିକ ବୈଠକ   (24-Mar-2026)       ||      ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   (24-Mar-2026)       ||      ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   (24-Mar-2026)       ||      ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ    (24-Mar-2026)       ||      ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||      ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   (24-Mar-2026)       ||      *ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||     

HOME   ଜିଲ୍ଲା

ହରିଶଙ୍କର ପୀଠର ହରିଣ ପାର୍କରେ ନିଯୁକ୍ତ ଥିବା ଶ୍ରମିକମାନଙ୍କ ୫ ମାସର ପାରିଶ୍ରମିକ ମିଳିନଥିବା ଅଭିଯୋଗ

15-Dec-2021



ବଲାଙ୍ଗୀର : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥ ସ୍ଥଳୀ ହରିଶଙ୍କର ପୀଠରେ ହରିଣ ପାର୍କରେ ନିଯୁକ୍ତ ଥିବା ଶ୍ରମିକମାନଙ୍କ ୫ ମାସର ପାରିଶ୍ରମିକ ମିଳିନଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ହରିଶଙ୍କର ପୀଠ ସ୍ଥିତ ହରିଣ ପାର୍କରେ ହରିଣମାନଙ୍କ ଖାଦ୍ୟ ଗଛର ଡାଳ ଯୋଗାଇବା ପାଇଁ ହରିଣ ପାର୍କ ଦାୟିତ୍ଵରେ ଥିବା ବନବିଭାଗ ପକ୍ଷରୁ ଉକ୍ତ କାମ ଶ୍ରମିକମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ହେଲେ ଦୀର୍ଘ ୫ ମାସ ବିତିଯାଇଥିଲେ ମଧ୍ୟ ତାଙ୍କର ପାରିଶ୍ରମିକ ଟଙ୍କା ମିଳିନଥିବା ଯୋଗୁଁ ଆଜି ପାଟଣାଗଡ଼ ଉପଖଣ୍ଡ ଶ୍ରମ ଅଧିକାରୀ ନିରଞ୍ଜନ ଭୁଞ୍ଜିୟାଁ ଭେଟି ପାରିଶ୍ରମିକ ମିଳିବା ନେଇ ଦାବୀପତ୍ର ପ୍ରଦାନ କରିଛନ୍ତି । ହରିଣ ପାର୍କରେ ନିଯୁକ୍ତ ଥିବା ଶ୍ରମିକମାନେ ହରିଣମାନଙ୍କ ଖାଦ୍ୟ ଯୋଗାଇ କାମ ଦୀର୍ଘ ବର୍ଷ ଧରି କରିଆସୁଥିବା ବେଳେ ବିନା କାରଣରେ ଶ୍ରମିକମାନଙ୍କୁ କାମ ବାହାର କରି ଦେଇ ଥିବା ଶ୍ରମିକମାନେ ଲିଖିତ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି । ଶ୍ରମିକମାନଙ୍କୁ ରାତ୍ରିରେ ମଧ୍ୟ କାମରେ ଲଗାଯାଇଥାଏ ଏବଂ ଦିନକୁ ୧୬ ଘଣ୍ଟା କାମ କରି ମାସକୁ ୯୦୩୦ ଟଙ୍କା ମଞ୍ଜୁରୀ ଦିଆଯାଉଥିଲା ବୋଲି ଅଭିଯୋଗ କରିଛନ୍ତି । ଗତ ଜୁଲାଇ ମାସରୁ ନଭେମ୍ବର ମାସ ପର୍ୟ୍ୟନ୍ତ ୫ ମାସର ପାରିଶ୍ରମିକ ଆଜି ପର୍ୟ୍ୟନ୍ତ ମିଳିନାହିଁ । ଦାୟିତ୍ଵରେ ଥିବା ରେଞ୍ଜର ଶ୍ରୀବତ୍ସ କୁମୁରାଙ୍କୁ ଶ୍ରମିକମାନେ ପାରିଶ୍ରମିକ ପାଇଁ ବାରମ୍ବାର ଗୁହାରି କଲେ ମଧ୍ୟ କୌଣସି ସୁଫଳ ମିଳିନଥିବା ଦର୍ଶାଇଛନ୍ତି । ରେଞ୍ଜର କୁମୁରା ଶ୍ରମିକମାନଙ୍କୁ ଗାଳିଗୁଲଜ କରୁଥିବା ଅଭିଯୋଗ ଆଣିଛନ୍ତି ଶ୍ରମିକ ମାନେ । ଶ୍ରମିକମାନଙ୍କ ଠାରୁ ସାଧା କାଗଜରେ ଦସ୍ତଖତ ନେଇ ଗତ ୩୦ ନଭେମ୍ବର ୨୦୨୧ରୁ କାମ ବାହାର କରିଦିଆଯାଛି ବୋଲି ଲିଖିତ ଅଭିଯୋଗ କରିଛନ୍ତି । ଗରିବ ଶ୍ରମିକମାନେ ୫ ମାସର ପାରିଶ୍ରମିକ ପାଇନଥିବା ଯୋଗୁଁ ପରିବାର ପ୍ରତିପୋଷଣରେ ଘୋର ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି କହିଥିବା ବେଳେ କାମରୁ ବାହାର କରି ଦିଆଯାଇଥିବା ଯୋଗୁଁ ଆହୁରି ଦୁଃଖ ବଢିଯାଇଛି ବୋଲି କହିଛନ୍ତି ।ନାନ୍ଦୁପଲା ଗ୍ରାମର ଶ୍ରମିକ ନିଲାମ୍ବର ବରିହା, ଚତୁର୍ଭୁଜ ବାଗ, ମହରାପଦର ତ୍ରିଲୋଚନ ପାଣ୍ଡେ, ଟିକେଶ୍ଵର ଭୂଏ, ଛଞ୍ଚାଣବାହାଲି ବେଲାର ବରିହା, ଧନେଶ୍ଵର ମାଝୀ, ତୁର୍ଲା ମଦନ ଭୂଏ, ନୂଆପାଲି ସୁରେଶ ମାଝୀ ପ୍ରମୁଖଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   25-Mar-2026
  ଜିଲ୍ଲା  
ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   24-Mar-2026
  ଜିଲ୍ଲା  
ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
*ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*   24-Mar-2026
  ଜିଲ୍ଲା  
ଡୁମାଳ ସମାଜର ବାର୍ଷିକ ବୈଠକ   24-Mar-2026
  ଜିଲ୍ଲା  
ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   24-Mar-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   24-Mar-2026
  ଜିଲ୍ଲା  
ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ   24-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   24-Mar-2026
  ଜିଲ୍ଲା  
ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   24-Mar-2026

You Might Also Like