-+91-9937148622 |
prerana_bgr@rediffmail.com |
Sunday 5th July 2026 |
R.N.I. Regd No. ODIODI/2010/46693
Breaking News
09-Nov-2020
ଭଦ୍ରକ:: ଡ୍ୟୁଟିରେ ଥିବାବେଳେ OSAPର ୩ଜଣ ଯବାନ ନିଆଁରେ ପୋଡ଼ି ହୋଇ ଗୁରୁତର ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ପୁରୁଣା ବଜାର ଥାନାରେ ଡ୍ୟୁଟିରେ ଥିବାବେଳେ ଏହି ୩ ଯବାନ ପୋଡ଼ି ହୋଇ ଯାଇଛନ୍ତି। ଗୁରୁତର ଅବସ୍ଥାରେ ୩ ଯବାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ମଶା ଧୂପରୁ ନିଆଁ ଲାଗି ଯବାନମାନେ ପୋଡ଼ି ହୋଇ ଯାଇଥିବା ସୂଚନା ମିଳିଛି। ଗୁରୁତର ୩ OSAP ଯବାନ ବାରିପଦା ୫ମ ବାଟାଲିଅନ୍ର ବୋଲି ଜଣାପଡ଼ିଛି!!*