-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ ତରଫରୁ ଗରିବ ବିଧବା ମହିଳାଙ୍କୁ ଶୀତ ବସ୍ତ୍ର ବଣ୍ଟନ ।

15-Dec-2021



ଗଞ୍ଜାମ (ଉମା ମହାରଣା): ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ ତରଫରୁ ଛତ୍ରପୁର ବ୍ଳକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣ ପୁର ଗ୍ରାମର  ଗରିବ ଓ ବିଧବା ମହିଳାଙ୍କୁ ଶୀତ ବସ୍ତ୍ର ବଣ୍ଟନ କରାଯାଇଛି । କ୍ଳବର ବରିଷ୍ଠ ସଦସ୍ୟ ଯୋଗେନ୍ଦ୍ର କାପୁରଙ୍କ ବଦାନ୍ୟତାରେ ତଥା କେ.ଟି.ଏନ୍.ପୁର ବରିଷ୍ଠ ନାଗରିକ ମଞ୍ଚର 

 ସହଯୋଗରେ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା । କ୍ଳବର ସଭାପତି କାମରାଜୁ ମହାରଣାଙ୍କ ପ୍ରତ୍ୟକ୍ଷ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ସୂର୍ଯ୍ୟନାରାୟଣ ପ୍ରଧାନ, ସ୍ବେଚ୍ଛାସେବୀ କୃଷ୍ଣଚନ୍ଦ୍ର ପ୍ରଧାନ,  ବରିଷ୍ଠ ନାଗରିକ ମଞ୍ଚର ସଭାପତି ନରହରି ପ୍ରଧାନ, ସଂପାଦକ ବାଉରୀବନ୍ଧୁ ସାହୁ, ଉପସଭାପତି ଘନଶ୍ୟାମ ସାହୁ, ଯୁଗ୍ମ ସଂପାଦକ ଗୋପାଳ ଚନ୍ଦ୍ର ମହାରଣା ଓ କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟକ୍ରମ

ପରିଚାଳନା କରିଥିଲେ । କ୍ଳବର ତଥା ରୋଟାରୀଆନ୍ କାପୁରଙ୍କ ଏହି ବଦାନ୍ୟତାକୁ ସାଧାରଣରେ ପ୍ରସଂଶା କରାଯାଇଥିଲା l ଆଗାମୀ ଦିନରେ ଅଧିକ ସଂଖ୍ୟକ ଶୀତବସ୍ତ୍ର ବଣ୍ଟନ କରିବା ପାଇଁ କ୍ଳବ ତରଫରୁ ପ୍ରଚେଷ୍ଟା ଜାରି ରହିବ ବୋଲି ସଭାପତି ମହାରଣା ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like