-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସହୀଦ ରେଣ୍ଡୋ ମାଝୀ ପୁସ୍ତକ ଉନ୍ମୋଚିତ

15-Dec-2021



ନର୍ଲା (ସଞ୍ଜିବ ଦାସ): କନ୍ଧ ସଂସ୍କୃତିର ଗବେଷକ ଭୀମା ପତ୍ରିକାର ପ୍ରତିଷ୍ଠା ଶ୍ରୀ ମେଦିନୀଧର ଜାନୀ ଦୀର୍ଘ ଦିନ ଧରି ଗବେଷଣା କରି କନ୍ଧମାଳର ବରିକିଆ, କଳାହାଣ୍ଡିର ଲୁବେନଗଡ, ବିଡାବାରୁ ତଥା ଦୁର୍ଗମ ଜଙ୍ଗଲରେ ବୁଲି ଅନାଲୋଚିତ ବହୁ ତଥ୍ୟ ସଂଗ୍ରହ କରିଛନ୍ତି l ଅନେକ ଗବେଷକଙ୍କ ଲେଖା ଓ ପତ୍ରିକା ପାଠ କରି ସେ ସହୀଦ ବିଷୟରେ ପୁସ୍ତକ ରଚନା କରିଛନ୍ତି। ଆଜି ଏକ ବିବାହ ଓ ବନ୍ଧୁ ମିଳନ ଉତ୍ସବରେ ସାରସ୍ବତ ଅଭିନବ କବିତା ଆସରରେ  କବି,ଲେଖକ ଓ ପ୍ରତିଭା ସମ୍ପନ୍ନ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧନାପତ୍ର ପ୍ରଦାନ କରାଯାଇଥିଲା।

ବରିଷ୍ଠ ସାହିତ୍ୟିକ  ପଦ୍ମଲୋଚନ ମିଶ୍ର,ହେମନ୍ତ ସାହୁ, ମ. ରାମପୁର, ବୈଦ୍ଯରାଜ ପବିତ୍ର ଶବର, ହଳଦିଆ ତୈଳ ସମାଜର ସଭାପତି ନୀଳମଣି ସାହୁ ଓ ସମ୍ପାଦକ ନବୀନ କିଶୋର ସାହୁ ମଞ୍ଚାସୀନ ହୋଇଥିଲେ। କବିମାନଙ୍କ ମଧ୍ୟରୁ ମଧୁସୂଦନ ରାଉତ, କ୍ଷିତୀଶ ଚନ୍ଦର ମାଝୀ, ଅରୁଣ ପ୍ରଧାନୀ, କନ୍ଧମାଳରୁ ଆଶୁକବି ପ୍ରଦୀପ କହଁର ଓ ଶ୍ରୀକାନ୍ତ ମଲ୍ଲିକ ପ୍ରମୁଖ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦକ୍ଷ ସାମ୍ବାଦିକ ମନୋଜ କୁମାର ଷଡ଼ଙ୍ଗୀଙ୍କୁ ସମ୍ମାନିତ କରାଯାଇଥିଲା।"ମା"ପତ୍ରିକାର ପ୍ରତିଷ୍ଠାତା ଶ୍ରୀ କୁଳମଣି ସାହୁ ବିବାହ ଉତ୍ସବରେ ନିଆରା ଆୟୋଜନକୁ ଭୁରି ଭୁରି ପ୍ରଶଂସା କରିଥିଲେ। ଶେଷରେ ଶ୍ରୀ କୁମୁଦ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like