-+91-9937148622 |

prerana_bgr@rediffmail.com |

  Tuesday 24th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||      ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   (24-Mar-2026)       ||      *ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||      ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||     

HOME   ଜିଲ୍ଲା

ହରିଶଙ୍କର ଠାରେ ରେଡକ୍ରସକର୍ମୀଙ୍କ ଦ୍ବାରା ସ୍ୱଚ୍ଛତା କାର୍ଯ୍ୟକ୍ରମ

15-Dec-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର) : ସ୍ଵଚ୍ଛତା ହିଁ ଧର୍ମ, ସ୍ଵଚ୍ଛତା ହିଁ କର୍ମ, ସ୍ଵଚ୍ଛତା ହିଁ ସେବା ଭାବଧାରା କୁ ନେଇ ବଲାଙ୍ଗିର ଜିଲ୍ଲା ଯୁବ ରେଡକ୍ରସ ଓ ଜୁନିୟର ରେଡକ୍ରସ ମିଳିତ ଆନୁକୂଲ୍ୟରେ ସ୍ୱେଚ୍ଛାସେବୀମାନଙ୍କ ଦ୍ୱାରା ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ଠାରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ଡଃ. ଦୈତ୍ୟାରୀ ପୂଜାରୀଙ୍କ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ରକ୍ଷକ କାର୍ଯ୍ୟକ୍ରମର ଜାତୀୟ ସ୍ତରର ପ୍ରଶିକ୍ଷକ ଅଙ୍କୁଶ ଶର୍ମା, ତାଲିମଦାତା ଡଃ. ରତିକାନ୍ତ ରଥ ଓ ଇଭେଣ୍ଟ ମ୍ୟାନେଜର କୁମାର ସୌଭାଗ୍ୟ ପ୍ରମୁଖ ଯୋଗଦାନ କରିଥିଲେ । ସ୍ୱେଚ୍ଛାସେବୀମାନଙ୍କ ଦ୍ବାରା ହରିଶଙ୍କର ମନ୍ଦିର ପରିସର ଓ ଝରଣା ଉଭୟ ପାର୍ଶ୍ବରେ ପଡିଥିବା ଆବର୍ଜନାକୁ ସଫା କରାଯାଇଥିଲା । ପର୍ଯ୍ୟଟନ ସ୍ଥଳୀକୁ ଆସିଥିବା ପର୍ଯ୍ୟଟକ ମାନଙ୍କୁ ସ୍ୱଚ୍ଛତା ରଖୁବା ପାଇଁ ସଚେତନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ରାଜେନ୍ଦ୍ର କଲେଜର ଯୁବ ରେଡକ୍ରସ କାଉନ୍ସେଲର ତଥା ଜିଲ୍ଲା ଯୁବ ରେଡକ୍ରସ ସମ୍ପାଦକ ମଦନ ମୋହନ ପଧାନ, ଘୁନା ହାଇସ୍କୁଲର ଜୁନିୟର ରେଡକ୍ରସ କାଉନ୍ସେଲର ପ୍ରଭାକର ଛନ୍ଦ, ମାଝିପଡା ପ୍ରାଥମିକ ବିଦ୍ୟାଳୟ ଜୁନିୟର ରେଡକ୍ରସ କାଉନ୍ସେଲର ବିରଞ୍ଚି ନାରାୟଣ ଦାଶ, ସମାଜସେବୀ ଆଶିଷ ଜୈନ୍, ସୁରଜ ବେହେରା,  ସୁମନ୍ତ ମହାନ୍ତି, ଦିଲିପ କୁମାର ମହାନ୍ତି, ସୁଜ୍ଞାନ ରାଉତରାୟ ପ୍ରମୁଖ ଅଂଶଗ୍ରହଣ କରିଥଲେ । କାର୍ଯ୍ୟକ୍ରମକୁ ଡେଙ୍ଗ ହାଇସ୍କୁଲର ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶ ପରିଚାଳନା କରିଥିବା ବେଳେ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିୟର ରେଡକ୍ରସ କାଉନ୍ସେଲର ଦୁର୍ଯ୍ୟୋଧନ ପଶାୟତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   24-Mar-2026
  ଜିଲ୍ଲା  
ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   24-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   23-Mar-2026
  ଜିଲ୍ଲା  
ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   23-Mar-2026
  ଜିଲ୍ଲା  
ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   23-Mar-2026
  ଜିଲ୍ଲା  
ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   23-Mar-2026
  ଜିଲ୍ଲା  
ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   23-Mar-2026
  ଜିଲ୍ଲା  
*ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   23-Mar-2026
  ଜିଲ୍ଲା  
ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   23-Mar-2026

You Might Also Like