-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

ପଞ୍ଜିକୃତ ଚାଷୀଙ୍କ ଟୋକନ ଶୀଘ୍ର ଦେବା ନେଇ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ                   

15-Dec-2021



ବିନିକା(ହିମାଂଶୁ ଶେଖର ପୁଟେଲ) ଧାନମଣ୍ଡି ଖୋଲିବାର ପ୍ରାୟ ୧୦ଦିନ ବିତିଗଲା ହେଲେ ପଞ୍ଜିକୃତ କେତେକ ଚାଷୀଙ୍କ ଟୋକନ ଆସି ନଥିବାରୁ ଧାନ ବିକ୍ରି କରିବାରେ ଚାଷୀ ବର୍ତମାନ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛି । ପଞ୍ଜିକୃତ ସମସ୍ତ ଚାଷୀଙ୍କ ଟୋକନ ନିର୍ଦ୍ଧାରିତ ସମୟ ପୂର୍ବରୁ ପହଞ୍ଚିଲେ ଚାଷୀ ତାର କଷ୍ଟରୁ ମୁକୁଳିବା ସହ ଧାନ ବିକ୍ରି କରିପାରିବ ଏବଂ ଧାର ଉଧାର ପରିଶୋଧ କରିପାରିବ ବୋଲି ଆଶା କରାଯାଉଛି ।

ତେଣୁ ପଞ୍ଜିକୃତ ଚାଷୀଙ୍କୁ ଶୀଘ୍ର ଟୋକନ ବ୍ୟବସ୍ଥା କରିବାକୁ ଆଜି ଗଣେଶ ଆଞ୍ଚଳିକ କୃଷକ ସଂଘ ବିନିକା ତରଫରୁ ସ୍ଥାନୀୟ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଚଳିତ ଖରିଫ ଋତୁରେ ଧାନ ବିକ୍ରୟ ପାଇଁ ଗତ ଜୁଲାଇ ରୁ ଅଗଷ୍ଟ ମାସ ମଧ୍ୟରେ ଚାଷୀମାନେ ସମସ୍ତ ପ୍ରମାଣପତ୍ର ଦେଇ ପଞ୍ଜିକୃତ କରିଥିଲେ । କିନ୍ତୁ ମଣ୍ଡି ଖୋଲିଥିଲେ ହେଁ କେତେକ ଚାଷୀଙ୍କ ଟୋକନ ଆସି ନଥିବାରୁ ସେମାନେ ଧାନ ବିକିବା ନେଇ ସମସ୍ୟା ର ସମ୍ଭୁଖୀନ ହୋଇଛନ୍ତି ।ଅନ୍ୟ ପକ୍ଷରେ ବିଗତ ବର୍ଷ ମାନଙ୍କ ଭଳି କୌଣସି ଚାଷୀ ଟୋକନ ଜନିତ ସମସ୍ୟା ଯୋଗୁଁ ଧାନ ବିକିବାରୁ ବଞ୍ଚିତ ହୋଇ ପରିବାର ତଥା ନିଜେ ଚାପଗ୍ରସ୍ତ ହୋଇ ଅପ୍ରତିକର ପରିସ୍ଥିତି ସୃଷ୍ଟି ହୁଏ    କିମ୍ବା ସଂଘ ପକ୍ଷରୁ ଆଇନ ଶୃଙ୍ଖଳା ପରିସ୍ଥିତି କୁ ନିଜ ହାତକୁ ନେବାକୁ ବାଧ୍ୟ ହୁଏ ତେବେ ସେହି ସମୟରେ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଦାୟୀ ରହିବେ ବୋଲି ସଂଘ ଚେତାବନୀ ଦେଇଛି । ବେଲ ଥାଉଁ ଥାଉଁ ଉକ୍ତ ଶୀର୍ଷ କାତର ସମସ୍ୟାକୁ କୁ ତୁରନ୍ତ ସମାଧାନ କରିବା ଦିଗରେ ଚାଷୀ ସଂଗଠନ ସଭାପତି ଅଜିତ ପଣ୍ଡା ଙ୍କ ନେତୃତ୍ୱରେ ଚାଷୀ ପ୍ରକାଶ ପଣ୍ଡା,ରମେଶ ଦାଶ,ଦେବାଶିଷ ଦାଶ,ଶୁକଦେବ ଥନାପତି,ସୁରେଶ କୁମାର ନାଏକ, ହିରାଲାଲ ପଣ୍ଡା,ସୁରେନ୍ଦ୍ର ଥନାପତି ପ୍ରମୁଖଙ୍କ ସମେତ ବହୁ ଚାଷୀ ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like