-+91-9937148622 |

prerana_bgr@rediffmail.com |

  Tuesday 24th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||      ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   (24-Mar-2026)       ||      *ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||      ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଜିଲ୍ଲା ସବ ରେଜିଷ୍ଟରଙ୍କ ପ୍ରଚେଷ୍ଟା ରେ ଲାଗିଲା ୱାଟର ପ୍ୟୁରିଫାୟର

15-Dec-2021



ବଲାଙ୍ଗୀର(ପ୍ରେରଣା ଖବର) - ବଲାଙ୍ଗୀର ସବ୍ ରେଜିଷ୍ଟର ପଦ୍ମନାଭ ପୁରୋହିତ ଯୋଗ ଦେବା ଦିନ ଠାରୁ ସବ୍ ରେଜିଷ୍ଟର କାର୍ଯ୍ୟାଳୟର ନବ କୋଳେବର ଆରମ୍ଭ ହୋଇଯାଇଛି ।ଦୀର୍ଘ ବର୍ଷରୁ ଜରାଜୀର୍ଣ୍ଣ ଅବସ୍ଥାରେ ଏହି କାର୍ଯ୍ୟାଳୟ ପଡ଼ି ରହିଥିଲା । ଏହି କାର୍ଯ୍ୟାଳୟକୁ ଯିବାପାଇଁ ଏକ ଗଳି ରାସ୍ତା ଥିଲା । କାର୍ଯ୍ୟାଳୟ ପାର୍ଶ୍ଵରେ ନାଳ, ଅଳିଆ ଆବର୍ଜନା ଜମି ରହି ଦୁର୍ଗନ୍ଧ ହେଉଥିଲା । ଦୀର୍ଘ ବର୍ଷରୁ କାର୍ଯ୍ୟାଳୟ ପଛ ପଟେ ଥିବା ପିପଲ୍ ଗଛର ଚେର କାର୍ଯ୍ୟାଳୟକୁ ପଶି ଗୃହ ଭାଙ୍ଗିବା ଅବସ୍ଥା ଥିବା ବେଳେ ବଲାଙ୍ଗୀର ଡି ଏଫ୍ ଓ ଙ୍କ ଆଦେଶ କ୍ରମେ ଗଛକୁ କାଟି ଗୃହକୁ ସୁରକ୍ଷା ଦେଇ ପାରିଛନ୍ତି ।  ଏ ସମସ୍ତ ଅବ୍ୟବସ୍ଥା କୁ ସୁବ୍ୟବସ୍ଥା କରିବା ପାଇଁ ପ୍ରଥମେ କାର୍ଯ୍ୟାଳୟ

ସମ୍ମୁଖରେ ଏକ ଗେଟ୍ ନିର୍ମାଣ କରାଗଲା । ରେଜିଷ୍ଟ୍ରି କରିବା ପାଇଁ ଆସୁଥିବା ବ୍ୟକ୍ତି ବିଶେଷ ମାନଙ୍କୁ ଘଣ୍ଟା ଘଣ୍ଟା ଧରି ଛିଡ଼ା ହେବାକୁ ପଡୁଥିଲା । ସେମାନଙ୍କ ସୁବିଧା ପାଇଁ ୱେଟିଙ୍ଗ ହଲ ନିର୍ମିତ ହେଲା । ଇ-ରେଜିଷ୍ଟ୍ରେସନ୍ ପାଇଁ ଅଫିସ ପାର୍ଶ୍ଵରେ ଦୁଇ ଗୋଟି କାଉଣ୍ଟର କରାଗଲା ।ଏବେ କିଛି ଦିନ ତଳେ ପଦ୍ମନାଭ ପୁରୋହିତ ଙ୍କ ପ୍ରଚେଷ୍ଟାରେ ଏସ ବି ଆଇ, ବଲାଙ୍ଗୀର ଏକ ୱାଟର ପ୍ୟୁରିଫାୟର ଡୋନେଟ୍ କଲେ । ଏହି ୱାଟର ପ୍ୟୁରିଫାୟର ବର୍ତ୍ତମାନ ସବ ରେଜିଷ୍ଟର କାର୍ଯ୍ୟାଳୟର ୱେଟିଙ୍ଗ ହଲରେ ଲାଗିଛି । ରେଜିଷ୍ଟ୍ରି କରିବା ପାଇଁ ଆସୁଥିବା ଲୋକେ କିଭଳି ହଇରାଣ ନ ହେବେ ସେଥିପାଇଁ ଜାଗ୍ରତ ଥିବା ତଥା ଦୁର୍ନୀତି ମୁକ୍ତ ରଖିବା ପାଇଁ  ଚେଷ୍ଟା ଜାରି ରଖିଥିବା ତାଙ୍କ ଉନ୍ନୟନ ଏବଂ ଲୋକାଭିମୁଖୀ କାର୍ଯ୍ୟକଳାପରୁ ଜଣାପଡେ । ତାଙ୍କର ଏଭଳି କାର୍ଯ୍ୟକଳାପକୁ ସମସ୍ତେ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   24-Mar-2026
  ଜିଲ୍ଲା  
ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   24-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   23-Mar-2026
  ଜିଲ୍ଲା  
ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   23-Mar-2026
  ଜିଲ୍ଲା  
ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   23-Mar-2026
  ଜିଲ୍ଲା  
ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   23-Mar-2026
  ଜିଲ୍ଲା  
ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   23-Mar-2026
  ଜିଲ୍ଲା  
*ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   23-Mar-2026
  ଜିଲ୍ଲା  
ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   23-Mar-2026
  ଜିଲ୍ଲା  
ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   23-Mar-2026

You Might Also Like