-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||     

HOME   ଜିଲ୍ଲା

କୁବେଡେଗା ପଞ୍ଚାୟତର ଅନୁଦାନ ରୁ ତିନୋଟି ପ୍ରକଳ୍ପ ଉଦଘାଟିତ  

15-Dec-2021



ବରଗଡ/ଭେଡେନ:-ବରଗଡ ଜିଲ୍ଲା ଭେଡେନ ବ୍ଲକ 
 କୁବେଡେଗା ଗ୍ରାମ ପଞ୍ଚାୟତ ର ଅନୁଦାନରୁ  ଖଗସିପାଲି    ଠାରେ ଛଅ ଲକ୍ଷ ଟଙ୍କା ବ୍ୟୟ  ଅଟକଳ ରେ ନିର୍ମିତ କଲ୍ୟାଣ ମଣ୍ଡପ ର ରନ୍ଧା ଘର ,(ଫ୍ରିଜର୍) ପାନୀୟ ଜଳ ପ୍ରକଳ୍ପ ଓ  ସ୍କୁଲ ଗେଟ ଓ ବାଉଣ୍ଡରୀ ଭଳି ତିନୋଟି ପ୍ରକଳ୍ପ  ସରପଞ୍ଚ ଶ୍ରୀମତୀ ବିଷ୍ଣୁପ୍ରିୟା ଭୋଇ ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି।ଏ  ଅବସରରେ ଅନୁଷ୍ଠିତ   ପୂଜାର୍ଚ୍ଚନା ବେଳେ ମହିଳାମାନଙ୍କ ହୁଳହୁଳି ଧ୍ୱନୀରେ ଗ୍ରାମ୍ୟପରିବେଶ ଉତ୍ସବ ମୂଖରୀତ ହୋଇଥିଲା ।  ଏଥିରେ ଅତିଥି ଭାବରେ ଭାରତୀୟ ସେନା ଦିଲ୍ଲୀରେ କାର୍ଯ୍ୟରତ  ଜୁନିଅର କମିଶନ ଅଫିସର ନିର୍ମଳ ଦେହେରୀ ଯୋଗଦେଇ ସମବେତ ଜନତାଙ୍କୁ ଉଦବୋଧନ ଦେଇଥିଲେ । ଅନ୍ୟତମ ଅତିଥି ଭାବରେ ଅର୍ପଣ ବରଗଡ଼ ର ସାମାଜିକ କର୍ମୀ ଅଶୋକ ମହାକୁର, ନାଏବ ସରପଞ୍ଚ ରାଜକୁମାର ପଧାନ , ଅଧିକାରୀ ମେହେର ,ଟଙ୍କଧର ସାହୁ ଙ୍କ

ସମେତ ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ ,, ପ୍ରଧାନ ଶିକ୍ଷକ ପବିତ୍ର ସାହୁ ,ସହକାରୀ ଶିକ୍ଷକ ଲବ ଭୋଇ, ଅନନ୍ତ ପଧାନ ଓ ଶିକ୍ଷୟତ୍ରୀ ଅନିତା ସାହୁ ,   ଛାତ୍ର ଛାତ୍ରୀ,ତଥା ଗ୍ରାମର ଶତାଧିକ ଆବାଳବୃଦ୍ଧବନିତା ଯୋଗ ଦେଇଥିଲେ।କାର୍ଯ୍ୟକ୍ରମ  ଆୟୋଜନ ଓ ପରିଚାଳନାରେ ପୃଥିରାଜ କଠାର, ଲିଙ୍ଗ ବନଛୋର, ଦିପକ ସାହୁ, ରୋହିତ ବାରିକ,ଅଲେଖ କଠାର,ଗୋପାଳ ବେସ୍ରା, ରମେଶ କଠାର ସକ୍ରିୟ ଭାବରେ ଅଂଶ ଗ୍ରହଣ କରିଥିଲେ। ଶେଷରେ ପୁର୍ବତନ ସରପଞ୍ଚ, ମାଏନତା କବି ଉତ୍ପନ୍ନ କୁମାର ଭୋଇ ଉପସ୍ଥିତ ଥିବା ସମସ୍ତ ଜନସାଧାରଣ ଙ୍କୁ  ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026

You Might Also Like