-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗ ପକ୍ଷରୁ ସମନ୍ୱୟ ଗୁଣ ମେଳା ଅନୁଷ୍ଠିତ।

15-Dec-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି )- ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ କାର୍ଯ୍ୟାଳୟ ସ୍ଥିତ ରାଜୀବ ଗାନ୍ଧୀ ସଭା ଗୃହରେ ବୁଧବାର ଦିନ ୧୧ ଟା ସମୟ ରେ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗ ପକ୍ଷରୁ ସମନ୍ୱୟ ଗୁଣ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ସମନ୍ୱୟ ମେଳା ରେଢ଼ାଖୋଲ ବିଡ଼ିଓ ପରୀକ୍ଷିତ ସାହୁ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ହୋଇଥିଲା। ଏଥିରେ ବ୍ଲକ ର ୭୪ ଟି ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟା ମାନେ ଉପସ୍ଥିତ ଥିଲେ। ଏଥିରେ ୪ ଟି ଜାତୀୟ ପ୍ରତିଷ୍ଠିତ ବ୍ୟାଙ୍କ ରେଢ଼ାଖୋଲ ଷ୍ଟେଟ ବ୍ୟାଙ୍କ ର ବ୍ରାଞ୍ଚ ମେନେଜର ଗୋବିନ୍ଦ ଚନ୍ଦ୍ର ଜେନା, ରେଢ଼ାଖୋଲ ୟୁନିଓନ ବ୍ୟାଙ୍କ ର ବ୍ରାଞ୍ଚ ମେନେଜର ସୁଶାନ୍ତ କୁମାର ରେଢ଼ାଖୋଲ

ସେଣ୍ଟ୍ରାଲ ବ୍ୟାଙ୍କ ର ବ୍ରାଞ୍ଚ ମେନେଜର ତୁଷାର ସେଠୀ ଯୋଗ ଦେଇଥିଲେ। ଏହି ମେଳାରେ ବିପିଏଲ ମିଶନ ଶକ୍ତି ର ଲୋପାମୁଦ୍ରା ମହାନ୍ତି, ବିପିଏମ ର ସସ୍ମିତା ଦାସ, ଓ ୪ ଟି ବ୍ୟାଙ୍କ ର ବ୍ୟାଙ୍କ ମିତ୍ର ଉଷାରାଣୀ ସାହୁ, ଲିପିନା ପ୍ରଧାନ, ରାଜଲକ୍ଷ୍ମୀ ସାହୁ ଓ ସୁକାନ୍ତି ପ୍ରଧାନ ଉପସ୍ଥିତ ରହିଥିଲେ। ଏଥିରେ ୪୭ ଟି ଗୋଷ୍ଟି କୁ ୧ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଥିଲା। ମହିଳା ମାନେ କିପରି ସ୍ୱାଭିଲମ୍ବି ହୋଇ ପାରିବେ ମହିଳା ଗୋଷ୍ଟି ମାନଙ୍କୁ ସଚେତନ କରିବା ପାଇଁ ଏହି ମେଳା ର ମୂଳ ଲକ୍ଷ୍ୟ ଥିଲା। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like