-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସ୍ଵେଚ୍ଛାସେବୀ ସଂଗଠନ ତରଫରୁ ଅସହାୟ ନିଷ୍ପେସିତ ମାନଙ୍କୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା

15-Dec-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : ଆଜି ବଲାଙ୍ଗୀର ସ୍ବେଛାସେବୀ ସଙ୍ଗଠନ ତରଫରୁ ବଲାଙ୍ଗୀର ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଥିବା ଗୁଡ଼ଭେଳା ବ୍ଲକର ଗୁଡ଼ଭେଳା ଠାରେ ଅସହାୟ ନିଷ୍ପେସିତ ମାନଙ୍କୁ ସୁବିଧାରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଯୋଗାଇ ଦେବାରେ ସହାୟକ ହୋଇଛି ବଲାଙ୍ଗୀର ସ୍ବେଛାସେବୀ ସଂଗଠନ । ଏହି ମାଗଣା ସ୍ୱାସ୍ଥ୍ୟ ଶିବିରକୁ ବରିଷ୍ଠ ନାଗରିକ ରାମ ନିବାସ ଅଗ୍ରୱାଲ ଓ ସରତ ନାଗ ଉଦଘାଟନ କରିଥିଲେ। ଆଜି ଗୁଡ଼ଭେଳା କଲ୍ୟାଣ ମଣ୍ଡପ ଠାରେ ବଲାଙ୍ଗୀର ସ୍ବେଛାସେବୀ ସଂଗଠନ ଏବଂ ବରଗଡ଼ ବିକାଶ ହସ୍ପିଟାଲ ର ମିଳିତ ଉଦ୍ୟମରେ ମାଗଣା ସ୍ୱାସ୍ଥ୍ୟ ଶିବିରରେ ହଜାର ହଜାର ଲୋକ ସ୍ୱାସ୍ଥ୍ୟ ପରୀକ୍ଷା କରେଇ ମାଗଣାରେ ଔଷଧ ପାଇପାରିଛନ୍ତି ।ଏହି ସ୍ୱାସ୍ଥ୍ୟ ପରୀକ୍ଷା କରିବା ପାଇଁ ଦନ୍ତ ରୋଗ ବିଶେଷଜ୍ଞ, ଛାତି ଫୁସଫୁସ ରୋଗ ବିଶେଷଜ୍ଞ, କର୍ଣ, ନଶା, ଗଳା ବିଶେଷଜ୍ଞ, ଶିଶୁ ରୋଗ ବିଶେଷଜ୍ଞ , ଚର୍ମରୋଗ , ଭେଷଜ ବିଶେଷଜ୍ଞ ଯୋଗଦାନ କରି ସମସ୍ତ ପ୍ରକାର ରୋଗ ପରୀକ୍ଷା କରିଥିଲେ।ଆଗକୁ ଆହୁରି ଏମିତି ଅସହାୟଙ୍କ ପାଇଁ ଅନେକ ପ୍ରକାର ମାଗଣାରେ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଅଣ୍ଟା ଭିଡ଼ିଛି ଏହି ବଲାଙ୍ଗୀର ସ୍ବେଛାସେବୀ ସଂଗଠନ। ଏଥିରେ ବଲାଙ୍ଗୀର ସ୍ବେଛାସେବୀ ସଂଗଠନର ସଦସ୍ୟ ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଶଥପଥୀ, ଲିଙ୍କନ

ସେଠ, ସହଦେବ ନାଗ , ନିତ୍ୟାନନ୍ଦ ଷଡଙ୍ଗୀ, କବିର ବସ୍ତିଆ, ଦେବରାଜ ନାଗ, ଦେବରାଜ ମହାନନ୍ଦ, ଜଗଦୀଶ ସାହୁ, ମୁନେସ କର୍ମୀ, ଜିତୁ ସାହୁ, ବିବେକ କୁମ୍ଭାର , ତାରଜନ ବାରିକ,ଧନୀ ସାହୁ, ପ୍ରଶାନ୍ତ ମିଶ୍ର, ଟୁଲୁ ସାହୁ, ରାଜେଶ ସାହୁ, ରବିନ୍ଦ୍ର ପଧାନ,ଉପସ୍ଥିତ ଥିଲେ ଗୁଡ଼ଭେଳା ର ମାରବାଡି ମହିଳା ମଞ୍ଚ ସଦସ୍ୟ ସମସ୍ତ ରୋଗୀଙ୍କୁ ବିସ୍କୁଟ ବଣ୍ଟନ କରିଥିଲେ ଓ ତୁଷୁରା ଏକ୍ସନ କମିଟି ଗୁଡଭେଲା ଯୁବ ସଂଗଠନ ,ସ୍ୱାଭିମାନ ପରିବାର,ବଜରଙ୍ଗ ଲାଲ ଅଗ୍ରୱାଲ ,ପ୍ରକାଶ ପଧାନ ଓ ଗୁଡଭେଲା ସରପଞ୍ଚ ପୂର୍ଣ ସହଯୋଗ କରିଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like