-+91-9937148622 |

prerana_bgr@rediffmail.com |

  Monday 23rd March 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତକାରୀ ସଂସ୍ଥା ସୁଜତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||      ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||     

HOME   ମହାନଗର

ନୂଆଁ ଓଡ଼ିଆ କଥାଚିତ୍ର ଓମ୍ ସ୍ଵାହା ର ଶୁଭ ମୁହୁରତ୍

16-Dec-2021



ଭୁବନେଶ୍ବର: ସିଆର ଏଣ୍ଟରଟେନମେଣ୍ଟ ଓ ଅର୍ଚ୍ଚନା ମ୍ୟୁଜିକ୍ ସହଭାଗିତାରେ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ଚଳଚ୍ଚିତ୍ର 'ଓମ ସ୍ୱାହା' l ଭୁବନେଶ୍ୱର ସ୍ଥିତ ଟଙ୍କପାଣି ରୋଡ଼ ସାଇ ମନ୍ଦିର ପ୍ରାଙ୍ଗଣରେ ଏହି ଚଳଚ୍ଚିତ୍ରର ଶୁଭମହୁରତ୍ ଅନୁଷ୍ଠିତ ହୋଇଯାଇଛି l ଏହାକୁ କ୍ଲାପ୍ ଦେଇ ଶୁଭାରମ୍ଭ କରିଥିଲେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ସଂଯୋଜକ ବାସୁଦେବ ମାଳବିଷୋୟୀ, ସିଆର ଏଣ୍ଟରଟେନମେଣ୍ଟ ପ୍ରଯୋଜକ ବିଜୟ

 ଦ୍ବିବେଦୀ, ସହ ପ୍ରଯୋଜିକା ଅର୍ଚ୍ଚନା ଦ୍ବିବେଦୀ, ନିର୍ଦେଶକ ଦିଲ୍ଲୀପ ପଣ୍ଡା, ସଂଳାପ ଲେଖକ ହର ବାରିକ୍, ସଂଗୀତ ନିର୍ଦେଶକ ମଳୟ ମିଶ୍ର, କ୍ୟାମେରାମ୍ୟାନ ଦିଲ୍ଲୀପ ବାରିକ୍ , ନୃତ୍ୟ ନିର୍ଦେଶକ ଲୁବୁନ-ଟୁବୁନ, ସମ୍ପାଦକ ଚନ୍ଦ୍ରଶେଖର ମିଶ୍ର ଙ୍କ ସହ ଅଭିନେତା ଜ୍ୟୋତି, ଅଭିନେତ୍ରୀ ଦିବ୍ୟା, ସସ୍ମିତା, ରାଇମୋହନ ପରିଡା, ଅସିତ୍ ପତି, ପ୍ରଭାତୀ ସାହୁ,ପ୍ରତିଭା ପଣ୍ଡା,ବାବୁ ପ୍ରଧାନ, ସୋରଜ ଦାସ୍, କେକେ, ଚିନ୍ତାମଣି, ଜୀବନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ l

ତେବେ ଭାଇ ଭଉଣୀଙ୍କ ନିବିଡ ପ୍ରେମ ଓ ତ୍ୟାଗ ଉପରେ ଚଳଚ୍ଚିତ୍ରଟିର କାହାଣୀ ଗତିଶୀଳ ହୋଇଛି l ମଳୟ ମିଶ୍ରଙ୍କ ବଳିଷ୍ଠ ସଂଗୀତ ନିର୍ଦେଶନାରେ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଇରା ମହାନ୍ତି ଏବଂ ନିର୍ଦେଶକ ନିଜେ ମଳୟ ମହାନ୍ତି l ଗୀତ ରଚନା କରିଛନ୍ତି ନିର୍ମଳ ନାୟକ ଓ ହାର ବାରିକ l ଫାଇଟ୍ ଦାୟିତ୍ୱରେ ଅଛନ୍ତି ଶୈଳେନ୍ଦ୍ର l ଚଳିତ ମାସ ୧୯ ତାରିଖରୁ ସୁଟିଂ ଫ୍ଲୋରକୁ ଆସିବ ବୋଲି କ୍ରିଏଟିଭ ହେଡ଼ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   23-Mar-2026
ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତକାରୀ ସଂସ୍ଥା ସୁଜତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   23-Mar-2026
  ଜିଲ୍ଲା  
ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   23-Mar-2026
  ଜିଲ୍ଲା  
*ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   23-Mar-2026
  ଜିଲ୍ଲା  
ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   23-Mar-2026
  ଜିଲ୍ଲା  
ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   23-Mar-2026
  ଜିଲ୍ଲା  
ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   23-Mar-2026
  ଜିଲ୍ଲା  
ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !   23-Mar-2026
  ଜିଲ୍ଲା  
ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   23-Mar-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   23-Mar-2026
  ଜିଲ୍ଲା  
*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   23-Mar-2026
  ଜିଲ୍ଲା  
ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   22-Mar-2026

You Might Also Like