-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଦୀର୍ଘ ଚବିଶ ବର୍ଷ ପରେ ମା କୋଳକୁ ଫେରିଲା ପୁଅ

16-Dec-2021



 ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)ବୃଦ୍ଧା ମା ର ଆନନ୍ଦଅଶ୍ରୁ ରେ ଭିଜିଲା ପୁତ୍ର ର ଉତ୍ତରୀୟ | ପୁଅର ପ୍ରତେକ ଅଶ୍ରୁ ଟୋପା କୁ ପୋଛି ଦେଉଥିଲା ମା | ଦୁନିଆ ବଡ ବିଚିତ୍ର ! ଜନନୀ ଜନ୍ମ ଭୂମିଶ୍ଚ ସ୍ୱର୍ଗlଦପି ଗରୀୟସି | ଗର୍ଭ ଧାରିଣୀ ମା ଏବଂ ନିଜ ର ଜନ୍ମ ମାଟି କୁ କେବେ କେହି ପାଶୋରି ପାରେନା | ଏହିଭଳି ଏକ ରୋମାଞ୍ଚକର ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ କୁମ୍ଭାରପଡ଼ା ଗ୍ରାମ ପଞ୍ଚାୟତ ରେ | ଆଜକୁ ଚବିଶ ବର୍ଷ ହେଲା ନିଖୋଜ ଥିବା ଆସମାନ ଦାଶ ଗାଁ କୁ ଫେରିଛି | ତାଙ୍କୁ ପାଇ ତାଙ୍କ ପରିବାର ବର୍ଗ ଏବଂ କୁମ୍ଭାରପଡ଼ା ପଞ୍ଚାୟତ ବାସୀ ଅକଳନିୟ ଆନନ୍ଦ ରେ ହଜିଯାଇଛନ୍ତି | ଗତ ଚାରିଦିନ ତଳେ ଏକ ଲଫାପା ରେ ଚିଠି ଖଣ୍ଡେ ପହଁଞ୍ଚି ଥିଲା ସ୍ବର୍ଗତ ଦେବରାଜ ଦାଶ ଙ୍କ ଘରେ | ସେ ଚିଠି ରେ  ଆସମାନ

ଲେଖିଥିଲେ ଆସନ୍ତା ପନ୍ଦର ତାରିଖ ରେ ଗାଁ କୁ ଯାଉଛି | ଏବଂ ତାଙ୍କ ମୋବାଇଲ ନମ୍ବର ମଧ୍ୟ ଦେଇଥିଲେ | ଖବର ପାଇ ତାଙ୍କ ପରିବାର ର କିଛି ସଦସ୍ୟ ଏବଂ କୁମ୍ଭାରପଡ଼ା ର କିଛି ଯୁବ ସମାଜସେବୀ ତାଙ୍କୁ ପାଛୋଟି ଆଣିବାକୁ ଭୁବନେଶ୍ୱର ଯାଇଥିଲେ | ଆସମାନ ଗାଁ ରେ ପହଞ୍ଚିବା ପରେ ଶିକ୍ଷାବିତ ତଥା ଯୁବ ସମାଜସେବୀ ଅଜୟ କୁମାର ସେଠୀ, ସାମାଜିକ କର୍ମୀ ପୀତବାସ ପଣ୍ଡା, ଏବଂ କୁମ୍ଭାରପଡ଼ା ର ଅନେକ ଯୁବକ

ତାଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସ୍ୱାଗତ ଜଣାଇବା ସହିତ ଆତସବାଜି ଫୁଟାଇ ତାଙ୍କ ଘର ପର୍ଯ୍ୟନ୍ତ ପାଛୋଟି ନେଇଥିଲେ | ଘର ପାଖରେ ମା ପୁଅ ଙ୍କ  ମିଳନ ର ଦୃଶ୍ୟ ଉପସ୍ଥିତ ସମସ୍ତ ଗ୍ରାମବାସୀଙ୍କ ଆଖିଓଦା କରିଦେଇଛି | ଦୀର୍ଘବର୍ଷ  ହେଲା କୌଣସି ଠିକଣା ନଥିବା ପୁଅ କୁ ପାଇ ଅନେକ କାନ୍ଦିଛି ବୃଦ୍ଧା ଜନନୀ | ପରିବାର ବର୍ଗ ଙ୍କ ଅଶ୍ରୁ ଛଳଛଳ ନୟନ ରେ ଆଶୀର୍ବାଦ ଏବଂ ଆଲିଙ୍ଗନ ରେ ଭାବବିହ୍ଵଳ ହୋଇ ପଡିଥିଲା ଆସମାନ|


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like