-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଆଜାଦି କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଜାତୀୟ ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ “ପଏଁରୀ ତିହାର-୨୦୨୨”

16-Dec-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ, ନୁଆଁଦିଲ୍ଲୀ, କେନ୍ଦ୍ର ସଂଗୀତ ନାଟକ ଏକାଡେମୀ, ନୂଆଁଦିଲ୍ଲୀ, ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ, ଭୁବନେଶ୍ୱର ଆନୁକୁଲ୍ୟରେ ପଏଁରୀ ସୁବର୍ଣ୍ଣପୁର ପକ୍ଷରୁ ଏବଂ ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁର ଙ୍କ ମିଳିତ ସହଯୋଗରେ ଭୀମଭୋଇ କଳା ମଣ୍ଡପରେ ପାଳନ ହେବ ଜାତୀୟ ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ “ପଏଁରୀ ତିହାର” । କରୋନା କଟକଣା ଯୋଗୁଁ  ଏ ବର୍ଷ ଜିଲ୍ଲା ବାହାର ତଥା ହରିଆଣା, ମଧ୍ୟପ୍ରଦେଶର, କଲିକତା ଓ ଛତିଶଗଡର  କଳାକାରମାନେ ବାଦ ପଡିବେ  ପଏଁରୀ ତିହାର-୨୦୨୨ରେ । ତିନି ଦିନ ହେବାକୁ ଥିବା ସାଂସ୍କୃୁତିକ କାର୍ଯ୍ୟକ୍ରମ କେବଳ ଗୋଟିଏ ଦିନ ଜାନୁୟାରୀ ୦୧ ତାରିଖ ପାଳନ କରିବା ପାଇଁ ମତବ୍ୟକ୍ତ କରିଥିଲେ । ପଏଁରୀ ଅନୁଷ୍ଠାନର ଅଫିସ ଗୃହରେ ଅନୁଷ୍ଠିତ ପଏଁରୀ ତିହାର କୋର କମିଟି ବୈଠକରେ ସର୍ବ ସମ୍ମତିକ୍ରମେ ନିଷ୍ପତି ନିଆଯାଇଛି । ଲଡୁକିଶୋର ମଲ୍ଲିକଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ବୈଠକରେ ସଂପାଦକ ଚୌଧୁରୀ ବିଭାର ବିଭିନ୍ନ ବିଷୟରେ ଆଲୋକପାତ କରିଥିଲେ । ରାଜ୍ୟରେ କରୋନା ସଂକ୍ରମଣ ହାର ହ୍ରାସ ପାଇଥିଲେ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା କମି ନ ଥିବା ଯୋଗୁଁ ସରକାରଙ୍କ ଗାଇଡଲାଇନ ଅନୁସାରେ ପାଳନ ହେବ ପଏଁରୀ ତିହାର । କୋଭିଡ କଟକଣା କୁ ମାନି ଗୋଟିଏ ଦିନ କାର୍ଯ୍ୟକ୍ରମ କରିବାକୁ ଉପଦେଷ୍ଟା ଅଭିମନ୍ୟୁ କୁଶଳ, ଶ୍ରୀବତ୍ସ ମଲ୍ଲିକ ଓ ଲକ୍ଷୀନାରାୟଣ ମେହେର ଓ ଅନ୍ୟମାନେ ମଧ୍ୟ ମତ ରଖିଥିଲେ । ଅନୁଷ୍ଠାନର ସଦସ୍ୟମାନଙ୍କୁ ନେଇ ମାଁ ସୁରେଶ୍ୱରୀଙ୍କଠାରେ ପୂଜାଅର୍ଚ୍ଚନା ସହିତ ଶୋଭାଯାତ୍ରା ଏବଂ “ଗଣ୍ଡାବଜାର ଉତ୍ପତ୍ୱି ଓ ବର୍ତମାନ ସ୍ଥିତି : ସମୀକ୍ଷା /ଅନୁଶୀଳନ/ ଆଲୋଚନା”   ସେମିନାର ଓ କର୍ମଶାଳା କରିବାପାଇଁ ଅଧିକାଂଶ ଆଗ୍ରହ ରଖିଥିଲେ । ଜିଲ୍ଲା ର କଳାକାରମାନଙ୍କୁ ନେଇ ପାରମ୍ପରିକ ଲୋକ ଗୀତ ସହିତ ଜିଲ୍ଲା ବାହାର କଳାକାର ମାନେ ମଧ୍ୟ ପାରମ୍ପରିକ ଲୋକନୃତ୍ୟ ପରିବେଷଣ କରିବା କାର୍ଯ୍ୟକ୍ରମକୁ ସାମିଲ କରାଯାଇଛି । ଯେଉଁ ମାନେ କଳା ସଂସ୍କୃତି ପାଇଁ ଜୀବନ ବ୍ୟାପି ସାଧନା କରିଛନ୍ତି ସେମାନଙ୍କୁ ପଏଁରୀ ସମ୍ମାନରେ ସମ୍ମାନିତ କରାଯିବ । ଏହି ବୈଠକରେ ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ  ସ୍ୱାଗତ ଭାଷଣ ଦେଇଥିବା ବେଳେ ସାଂସ୍କୃତିକ ସଂଯୋଜକ ସନ୍ତୋଷ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ । ସହ ସଂପାଦକ ପୃଥିରାଜ ବାଗ୍ ସହିତ ସଦସ୍ୟ ଗୋପାଳ ମେହେର, ସୁଶାନ୍ତ ସାହୁ, ସୋମ୍ୟରଂଜନ ସେଠି, ସନ୍ତୋଷ କୁମାର ପାଢୀ, ବିନୋଦ ମେହେର ପ୍ରମୁଖ ଉପସ୍ଥିତ ରହି ଅଲୋଚନାରେ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like