-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଆଜିଠୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ: ୪୦୦୦ରୁ ଅଧିକ ଶାଖା ବନ୍ଦ ରହିବ, ୨୧ ହଜାର କର୍ମଚାରୀ ଭାଗ ନେବେ

16-Dec-2021



ବଲାଙ୍ଗୀର, ଏଟିଏମ୍ ଖୋଲା ରହିବ, ନେଟ୍ ବ୍ୟାଙ୍କିଙ୍ଗ୍ ଚାଲିବ, ଘରୋଇ ବ୍ୟାଙ୍କ ଶାଖା ଖୋଲା ରହିପାରେ
 ବ୍ୟାଙ୍କ ଘରୋଇକରଣ ଲାଗି କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତିକୁ ବି‌ରୋଧ କରି ଆସନ୍ତାକାଲି ଠାରୁ ୟୁନାଇଟେଡ୍‌ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫ୍‌ବିୟୁ) ପକ୍ଷରୁ ଦୁଇ ଦିନିଆ ଧର୍ମଘଟ କରାଯିବ। ଏହାର ପ୍ରଭାବରେ ରାଜ୍ୟରେ ୪ ହଜାରରୁ ଅଧିକ ବ୍ୟାଙ୍କ ଶାଖା ବନ୍ଦ ରହିବ। ଏହି ଧର୍ମଘଟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ କାର୍ଯ୍ୟ କରୁଥିବା ରାଜ୍ୟର ୨୧ ହଜାରରୁ ଅଧିକ କର୍ମଚାରୀ ଭାଗ ନେବେ। ସର୍ବଭାରତୀୟ ସ୍ତରରେ ଏହି ଧର୍ମଘଟ ପ୍ରଭାବରେ ୧ଲକ୍ଷ ୫୮ ହଜାର ବ୍ୟାଙ୍କ ଶାଖା ବନ୍ଦ ରହିବ ଓ ଏଥିରେ ୧୦ ଲକ୍ଷରୁ ଅଧିକ କର୍ମଚାରୀ ଅଂଶଗ୍ରହଣ କରିବେ। ତେଣୁ ସରକାରୀ ବ୍ୟାଙ୍କର ଗ୍ରାହକମାନେ ଆସନ୍ତା ଦୁଇ ଦିନ ଶାଖାରେ ବ୍ୟାଙ୍କ ସେବା ପାଇବେ ନାହିଁ। କିନ୍ତୁ ଏଟିଏମ୍‌ଗୁଡ଼ିକ ଖୋଲାରହିବ। ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ଓ ମୋବାଇଲ୍ ବ୍ୟାଙ୍କିଙ୍ଗ୍ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ମୋବାଇଲ୍‌ ଆପ୍‌ ଜରିଆରେ ପେମେଣ୍ଟ୍‌ କରିବାରେ ଅସୁବିଧା ହେବ ନାହିଁ। ଏହି ଧର୍ମଘଟରେ କିଛି ନିର୍ଦିଷ୍ଟ ପୁରୁଣା ଘରୋଇ ବ୍ୟାଙ୍କର ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଛନ୍ତି। ସେହି ବ୍ୟାଙ୍କଗୁଡ଼ିକର ଶାଖା ବନ୍ଦ ରହିବାର ଆଶଙ୍କା ରହିଛି। କିନ୍ତୁ ପ୍ରମୁଖ ଘରୋଇ ବ୍ୟାଙ୍କଗୁଡ଼ିକ ଯେହେତୁ ୟୁନିଅନ୍‌ର ଅଂଶ ନୁହନ୍ତି, ତେଣୁ‌ ସେମାନଙ୍କ ଶାଖାଗୁଡ଼ିକରେ କାରବାର ସ୍ବାଭିବକ ରହିବ ବୋଲି ଆଶା କରାଯାଉଛି । ୟୁଏଫ୍‌ବିୟୁର ଓଡ଼ିଶା ରାଜ୍ୟ ୟୁନିଟ୍ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଘରୋଇକରଣ କରିବା ଲାଗି ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହା ବିରୋଧରେ ଜନ ଆନ୍ଦୋଳନ ହେବ। ଘରୋଇକରଣର ଅର୍ଥ ହେଉଛି ଜନ ସାଧାରଣଙ୍କ ସଞ୍ଚୟକୁ ବିପନ୍ନ କରିବା ଓ ଚାକିରି ଓ ଚାକିରିର ନିରାପତ୍ତା ଉପରେ ଆକ୍ରମଣ କରିବା। ୟୁନିଅନ୍ ପକ୍ଷରୁ ବ୍ୟାଙ୍କିଙ୍ଗ୍ ଆଇନ (ସଂଶୋଧନ) ବିଲ୍ ୨୦୨୧କୁ ବିରୋଧ କରାଯାଇଛି। ସାର୍ବଜନୀନ ବ୍ୟାଙ୍କଗୁଡ଼ିକର ଘରୋଇକରଣ ଅନୁଚିତ, ଜନ ବିରୋଧୀ ଓ ଆତ୍ମଘାତୀ ପଦକ୍ଷେପ। ଲକ୍ଷ ଲକ୍ଷ କୋଟି ଟଙ୍କାର ସାଧାରଣ ଜନତାଙ୍କ ଜମା ରାଶି ସହିତ ହଜାର ହଜାର ଶାଖାକୁ ପୁଞ୍ଜିପତିମାନଙ୍କ ହାତକୁ ଟେକି ଦେବା ଲାଗି ସରକାର ମସୁଧା କରିଛନ୍ତି। ଏହା ଅକ୍ଷମଣୀୟ, ଅସଙ୍ଗତ, ମନମୁଖୀ ଓ ସ୍ବେଚ୍ଛାଚାରୀ ନିଷ୍ପତ୍ତି। ଅନାଦେୟ ଋଣ ଆଦାୟ କରିବା ଲାଗି କଠୋର ନିୟମ ପ୍ରଣୟନ କରି ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବ୍ୟାଙ୍କ ଶିଳ୍ପ ବାରମ୍ବାର ଦାବି କରୁଛି। କିନ୍ତୁ ସରକାର ସେ ଦିଗରେ ପଦକ୍ଷେପ ଗ୍ରହଣ ନକରି ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାକୁ ଦୋଷ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ୟୁନିଅନ୍ ପକ୍ଷରୁ କୁହାଯାଇଛି।
ଏହି ଅବସରରେ ୟୁଏଫ୍‌ବିୟୁର ରାଜ୍ୟ ସଂଯୋଜକ ରଘୁନାଥ ପ୍ରସାଦ ଦାସ, ବେଫିର ସାଧାରଣ ସମ୍ପାଦକ ପ୍ରକାଶ ରାୟ, ଏଆଇବିଓଏର ସାଧାରଣ ସମ୍ପାଦକ ଅଜୟ କୁମାର ରାଉତରାୟ, ଏଆଇବିଓସିର ସାଧାରଣ ସମ୍ପାଦକ ଦୁର୍ଗା ପ୍ରସାଦ ମହାପାତ୍ର ଓ ଏସ୍‌ବିଆଇ ଅଫିସର ସଂଘର ସାଧାରଣ ସମ୍ପାଦକ ଅରୁଣ ବିଶୋୟୀ ଉପସ୍ଥିତ ଥିଲେ। ଧର୍ମଘଟ ସଫଳ କରିବାକୁ ବ୍ୟାଙ୍କ ଅଫିସର ସଂଘର ଉପଦେଷ୍ଟା ଦାମୋଦର ନନ୍ଦ ଆହ୍ବାନ ଦେଇଛନ୍ତି।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମି ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like