-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ରାଜ୍ୟରେ ଖୋଲିବ ଆଉ ୧୧ ସାଇବର ଥାନା: ୯୦ ବିଶେଷଜ୍ଞଙ୍କ ସହ ୧୫୪ କର୍ମଚାରୀଙ୍କୁ ନିଯୁକ୍ତି

16-Dec-2021



(ବଲାଙ୍ଗୀର) ରାଜ୍ୟରେ ୧୧ଟି ନୂଆ ସାଇବର ଥାନା ଓ ଅର୍ଥନୈତିକ ଅପରାଧ ଶାଖା ୟୁନିଟ୍‌ ଖୋଲିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ସବୁଜ ସଂକେତ ଦେବା ସହ ଏଥିପାଇଁ ଆବଶ୍ୟକ ପଦପଦବି ପୂରଣ ପାଇଁ ମଞ୍ଜୁରି ଦେଇଛନ୍ତି। ପୂର୍ବରୁ ସମ୍ବଲପରୁ, ବ୍ରହ୍ମପୁର ଓ ରାଉରକେଲାରେ ୩ଟି ସାଇବର ଥାନା ଥିଲା। ଏହି ୧୧ ନୂଆ ଥାନା ପ୍ରତିଷ୍ଠା ହେବା ପରେ ରାଜ୍ୟରେ ୧୪ଟି ସାଇବର ଥାନା କାର୍ଯ୍ୟ କରିବ। ସାଇବର ଅପରାଧ ଉଦ୍‌ବେଗଜନକ ଭାବେ ଦିନକୁ ଦିନ ବଢ଼ୁଥିବା ବେଳେ ରାଜ୍ୟର ଏହି ୧୪ ଥାନାକୁ ନେଇ ରାଜ୍ୟବାସୀଙ୍କ ଭିତରେ ଆଶା ସୃଷ୍ଟି ହୋଇଛି। ସୂଚନାନୁସାରେ ନୂତନ ଥାନା ଖୋଲାଯିବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା କଟକ, ଭୁବନେଶ୍ବର, କେନ୍ଦୁଝର, ଅନୁଗୁଳ, ବାଲେଶ୍ବର, ମୟୂରଭଂଜ, ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ। ଏହି ନୂଆ ଥାନାଗୁଡ଼ିକ ପୂର୍ବରୁ କାର୍ଯ୍ୟ କରୁଥିବା ତିନି ସାଇବର ଥାନା ଓ ଅର୍ଥନୈତିକ ଅପରାଧ ଶାଖା ସହ ମିଶିବ। ଏହି ସମସ୍ତ ଥାନାଗୁଡ଼ିକରେ ନିଯୁକ୍ତି ପାଇଁ ପୁଲିସ ବିଭାଗରେ ୧୫୪ଟି ପଦବି ସୃଷ୍ଟି କରାଯାଇଛି। ୧୪ ଇନ୍‌ସ୍ପେକ୍ଟର, ୨୮ ସବ୍ଇନ୍‌ସ୍ପେକ୍ଟର, ୨୮ ଏଏସ୍ଆଇ (ଯୋଗାଯୋଗ), ୨୮ କନେଷ୍ଟବଳ (ଯୋଗାଯୋଗ) ଓ ୫୬ କନେଷ୍ଟବଳ ପଦବି ଏହି ୧୫୪ ପଦବିର ଅନ୍ତର୍ଭୁକ୍ତ। ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ନିଯୁକ୍ତି ମିଳିବ। ଫାଇନାନ୍ସ ଓ ଆକାଉଣ୍ଟସ୍ ଆନାଲିସିଷ୍ଟ, ଆଇଟି ବିଶେଷଜ୍ଞ ଓ ସାଇବର ଫୋରେନସିକ୍ ବିଶେଷଜ୍ଞଙ୍କୁ ଏହି ଥାନାମାନଙ୍କରେ ନିୟୋଜିତ କରାଯିବ। ସାଇବର ଅପରାଧ ସମେତ ଆର୍ଥିକ ଅପରାଧ ରୋକିବାରେ ଏହି ଥାନାଗୁଡ଼ିକ ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି। ଡିଜିପି ଅଭୟ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ସ୍ବାଗତ ଜଣାଇବା ସହ କୃତଜ୍ଞତା ଜଣାଇଛନ୍ତି। ଏହି ଥାନାଗୁଡ଼ିକ ଜଟିଳ ସାଇବର ଅପରାଧ ମାମଲାର ତଦନ୍ତ କରିବେ। ଏହା ଫଳରେ ଜନସାଧରଣ ଉପକୃତ ହୋଇପାରିବେ ବୋଲି ଡିଜିପି ଅଭୟ ପ୍ରେସ୍ ବିବୃତ୍ତିରେ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୮ରେ ରାଜ୍ୟରେ ୮୬୭ ସାଇବର ଠକେଇ ମାମଲା ରୁଜୁ ହୋଇଥିବା ବେଳେ ୨୦୧୯ରେ ୧୪୭୫ଟି ଏବଂ ୨୦୨୦ରେ ୧୯୩୧ଟି ମାମଲା ରୁଜୁ ହୋଇଛି।
 ଓଡ଼ିଶାରେ ସାଇବର ଅପରାଧ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ପ୍ରତିଦିନ କେହି ନା କେହି ସାଇବର ଠକଙ୍କ ଜାଲରେ ଫସୁଛି। କେବଳ ସାଧାରଣ ଲୋକ ନୁହଁନ୍ତି, ସାଇବର ଅପରାଧୀମାନେ ମନ୍ତ୍ରୀ, ନେତା ଓ ପ୍ରଶାସନିକ ଅଧିକାରୀମାନଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରି ବିଭିନ୍ନ ସଂଗିନ୍ ଅପରାଧ ଘଟାଉଛନ୍ତି। ତେଣୁ ଅପରାଧର ମାତ୍ରାକୁ ଦେଖି ଅଧିକ ସାଇବର ଥାନା ଓ ବିଶେଷଜ୍ଞଙ୍କ ଆବଶ୍ୟକ ଥିଲା। ତେଣୁ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ରାଜ୍ୟରୁ ସାଇବର ଅପରାଧକୁ ନିୟନ୍ତ୍ରଣ କରିବ ବୋଲି ସାଧାରଣରେ ଆଶ୍ବସ୍ତି ପ୍ରକାଶ ପାଇଛି।(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like