-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମୁକ୍ତା ଯୋଜନାରେ ବଲାଙ୍ଗିର ପୌରାଞ୍ଚଳ କୁ ମିଳିଲା ୫ କୋଟି ୭୯ ଲକ୍ଷ ଓ ୭୭ ଟି ରାସ୍ତାର ଉନ୍ନତିକରଣ ପାଇଁ ୮ କୋଟି ୧୫ ଲକ୍ଷ ଅନୁଦାନ

16-Dec-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) : ଆଜି ସ୍ଥାନୀୟ ଜିଲ୍ଲାପାଳ ଙ୍କ ଭିଡିଓ କନଫରେନ୍ସ ହଲ ରେ ବଲାଙ୍ଗିର ପୌରାଞ୍ଚଳ ରେ ରାଜ୍ଯ ସରକାରଙ୍କ 5T ଆଧାର ରେ ମୁକ୍ତା ଓ ଉନ୍ନତି ଯୋଜନା ରୁ ବଲାଙ୍ଗିର ସହରାଞ୍ଚଳ ରେ ହେବାକୁ ଥିବା ବିଭିନ୍ନ ଉନ୍ନୟନ ମୂଳକ କାମ ପାଇଁ ମାନ୍ୟବର ମନ୍ତ୍ରୀ ସୁଶାନ୍ତ ସିଂହ ଙ୍କ ଉପସ୍ଥିତି ରେ ଭିଡିଓ କନଫରେନ୍ସ ମାଧ୍ୟମ ରେ ରାଜ୍ଯ ସରକାରଙ୍କ ତରଫରୁ 5T ସଚିବ ଭି କେ ପାଣ୍ଡିଆନ ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ୫ କୋଟି ୭୯ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଦେଲେ ବଲାଙ୍ଗିର ବିଜେଡି ଯୁବନେତା ଅର୍କେଷ ନାରାୟଣ ସିଂହଦେଓ।  ଏହି ମୁକ୍ତା ଯୋଜନା ମାଧ୍ଯମ ରେ ସହରାଞ୍ଚଳ ରେ ୭୮ ଟି ପ୍ରକଳ୍ପ କାର୍ଯ୍ଯ କରାଯିବା ବେଳେ ସେଥିରେ ୭ ଟି କ୍ଷୁଦ୍ର ପାର୍କ ୧ କୋଟି ୩୨ ଲକ୍ଷ , ୧୦ ଟି ପବ୍ଲିକ ଜିମ୍ ୬୮ ଲକ୍ଷ ,  ୨୨ ଟି ଶିଶୁ କ୍ରିଡା ଉଦ୍ଯାନ ୧ କୋଟି ୨ ଲକ୍ଷ , ୧୯ ଟି ଓ୍ବାକିଂ ଟ୍ରାକ ୨ କୋଟି ୨ ଲକ୍ଷ , ୨ ଟି ଖେଳ ପଡିଆର ଉନ୍ନତି ପାଇଁ ୨୫ ଲକ୍ଷ , ୧୮ଟି ସୌଚାଳୟ ୫୦ ଲକ୍ଷ । ସବୁତକ ମିଶି ୭୮ ଟି କାର୍ଯ୍ଯ ପାଇଁ ସ୍ଥାନ ନିରୂପଣ କରାଯାଇ ୫ କୋଟି ୭୯ ଲକ୍ଷ ଟଙ୍କାର ଅନୁଦାନ ପାଇଁ ମାନ୍ୟବର ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ଙ୍କ ଜରିଆରେ 5T ସଚିବ ଙ୍କ ମାଧ୍ୟମ ରେ ଯୁବନେତା ଅର୍କେଷ ନାରାୟଣ ସିଂହଦେଓ ମନ୍ତ୍ରୀ ସୁଶାନ୍ତ ସିଂହ ଙ୍କୁ ପ୍ରସ୍ତାବ ପତ୍ର ଧରାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ ଅନୁରୋଧ ଜଣାଇଥିବା ବେଳେ ଏକ ସପ୍ତାହ ମଧ୍ଯ ରେ ସମସ୍ତ କାର୍ଯ୍ଯ କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଠାରୁ ଅନୁମୋଦନ କରାଇବା କୁ ପ୍ରତିଶୃତି ଦେଇଥିଲେ 5T ସଚିବ ଭି କେ ପାଣ୍ଡିଆନ ଏହାବାଦ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ

ପଟ୍ଟନାୟକ ବଲାଙ୍ଗିର ପୌରାଞ୍ଚଳ ର ୭୭ ଟି ରାସ୍ତାର  ଉନ୍ନତିକରଣ ପାଇଁ ୮ କୋଟି ୧୫ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଇ ଟେଣ୍ଡର ପ୍ରକ୍ରିୟା ରେ ରହିଛି ବୋଲି ସୁଚନା ଦେଇଥିଲେ 5T ସଚିବ । ଏହି ବୈଠକ ରେ ଜିଲ୍ଲା ପ୍ରଶାସନ ତରଫରୁ ବଲାଙ୍ଗିର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ଲାଗୁରୀ ,  ଡୁଡା ପ୍ରକଳ୍ପ ଅଧିକାରୀ ସୁଦର୍ଶନ ସାଏ , ପୌରାଞ୍ଚଳ ନିର୍ବାହୀ ଅଧିକାରୀ ବିପିନ ଦିପ ଉପସ୍ଥିତ ଥିବାବେଳେ ବିଜେଡି କାର୍ଯ୍ଯକାରୀ ସଭାପତି ଅଶୋକ ମହାନ୍ତି, ମହିଳା ସଭାନେତ୍ରୀ ଦମୟନ୍ତୀ ବାଗ, ଧୃବ ଜୁଏଡ , ଯୁବ ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ନଗର ସଭାପତି ଶମ୍ଭୁ ନାଗ , ଜିଲ୍ଲା ଓଡିଶା ମୋ ପରିବାର ସଂଯୋଜକ ସାଗର ସଂଗମ ଶତପଥୀ , ଦେବଦତ୍ତ ବେହେରା , ଉପସ୍ଥିତ ଥିବା ବେଳେ ବଲାଙ୍ଗିର ସଦର ବ୍ଲକ ଭିଡିଓ କନଫରେନ୍ସ ହଲ ଠାରେ ମୁନା ଖାନ, ଓମକାର ନାୟକ,  ନରସିଂହ ବାଗ , ବୁଲୁ ରାଉତରାୟ , ଲିପିଶ୍ରୀ ସାଏ, ରାମ ନାଏକ , ନରହରି ରାଉତ , ସନ୍ତୋଷିନୀ ବେହେରା , ମମତା ଜେନା , ଗାମାନିଏଲ ନାଗ , ସରିତା ଦାଶ,  ଜିତୁ ମିଶ୍ର, ଅଶ୍ରଫୁଲ ଖାନ , ଶିବ ପ୍ରସାଦ ବେହେରା , କିଶୋର କୁମ୍ଭାର, କ୍ଷୀରୋଦ ନାଗ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like