-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କିଏ କାହାର ? ଚାଷୀ କୂଳ ହେଲେ ବାର ଦୁଆର

16-Dec-2021



ପଦ୍ମପୁର: ରାଜବୋଡାସମ୍ବର କୃଷକ ସଂଗଠନର ଆହ୍ୱାନ କ୍ରମେ ଗତକାଲି ପଦ୍ମପୁର ଉପଖଣ୍ଡ ଅଞ୍ଚଳରୁ କୃଷକ ମାନେ ଏକ ବାଇକ ରାଲିରେ ବାହାରି ବରଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ୪ ଘଣ୍ଟା କାଳ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଲ ସୂଚନାମୁତାବକ ଏଚ୍ ଡି ଏଫ୍ ସି - ଏଗ୍ରୋ ର ମନମୁଖି ତଥା ଦୀର୍ଘ ୪ ମାସ ପରେ ପଦ୍ମପୁର ଅଞ୍ଚଳରେ ବ୍ୟାପକ ମରୁଡିର ଆର୍ତ୍ତନାଦକୁ ଦେଖି ଫସଲବୀମା ପୁରଣ କରିଥିବା କୃଷକ ମାନଙ୍କ ବୀମା ରିଜେକ୍ଟ କରିବା ପଛରେ କ୍ଷୟ କ୍ଷତି ବାବଦକୁ ପ୍ରଚୁର ଟଙ୍କା ଦେବାକୁ ଦେବାକୁ ପଡ଼ିବ ଭାବି ଅନେକ କୃଷକ ଭାଇଙ୍କ ଫସଲବୀମା ରିଜେକ୍ଟ କରିବାରେ ଲାଗିପଡିଛି lଯାହା ତାଙ୍କ ଗାଇଡ ଲାଇନକୁ ମଧ୍ୟ ବେଖାତିର କରିଛି lନିୟମକୁ ସମ୍ପୂର୍ଣ୍ଣ ରୂପେ ଉଲଙ୍ଘନ କରି ରିଜେକ୍ଟ ପରେ ରିଜେକ୍ଟ କରିବା ଫଳରେ ଚାଷୀମାନେ ବର୍ତ୍ତମାନ ନିରାଶ ହତାଶ ହୋଇ ଶେଷରେ ଗୁହାରି କରିବାକୁ ଏବଂ ଯେଉଁ ଚାଷୀ ମାନଙ୍କର ରିଜେକ୍ଟ ହୋଇଛି ସେମାନେ ସେମାନଙ୍କ ଡକ୍ୟୁମେଣ୍ଟ ଜିଲ୍ଲାପାଳ ମହୋଦୟାକୁ ଦେବାକୁ ଯାଇଥିଲେ lହେଲେ ଜିଲ୍ଲାପାଳଙ୍କର ଦେଖାଦର୍ଶନ ତ ମିଳିଲା ନାହିଁ, କାର୍ଯ୍ୟାଳୟରେ ଉପସ୍ଥିତ କର୍ମଚାରୀ ମାନେ ମଧ୍ୟ ଚାଷୀଙ୍କୁ ଆଡଆଖିରେ ଦେଖିଲେ ନାହିଁ lଏପରିକି ତାଙ୍କ ବିବାଦୀୟ ଡକ୍ୟୁମେଣ୍ଟ ଗୁଡିକ ମଧ୍ୟ ରଖିଲେ ନାହିଁ lଏଠି ପ୍ରଶ୍ନ ଉଠୁଛି ଦିର୍ଘ ବର୍ଷ ଅତିବାହିତ ପରେ ବରଗଡ ଜିଲ୍ଲାକୁ ଜଣେ ଦକ୍ଷ ମହିଳା 

ଆଇ ଏ ଏସ୍ ଜିଲ୍ଲାପାଳଙ୍କ ପଦାର୍ପଣକୁ ନେଇ ଅନେକ ଗର୍ବ କରୁଥିଲେ lଏଥର ବରଗଡ ଜିଲ୍ଲାର ମାନଚିତ୍ର ନିଶ୍ଚିତ ବଦଳିବ ବୋଲି ଅନେକ ଆଶା ଓ ବିଶ୍ବାସ ଥିଲା lକିନ୍ତୁ କାଲି ଅନେକ ଆଶା ଓ ଆକାଂକ୍ଷା ନେଇ ଧାଇଁ ଯାଇଥିବା ଚାଷୀ ଭାଇ ମାନଙ୍କ ପ୍ରତି ଅବିଚାର କୁ ବୁଦ୍ଧିଜୀବୀ ମାନେ ସତରେ ଗ୍ରହଣ କରିପାରୁନାହାନ୍ତି lହେଲେ ଏହା ନିରାଟ ସତକଥା ଅଟେ lଜିଲ୍ଲାପାଳଙ୍କ ଏଭଳି ଆଚରଣ କୁନେଇ ସମଗ୍ର ଚାଷୀ କୂଳଙ୍କୁ ମର୍ମାହତ କରିବା ସଙ୍ଗେ ସଙ୍ଗେ ସମଗ୍ର ଚାଷୀ କୂଳକୁ ମଧ୍ୟ ଅପମାନିତ କରାଯାଇଛି lଏଣୁ ଆସନ୍ତା ତା ୨୭.୧୨.୨୦୨୧ ଦିନ ଏହାର ଉଚିତ ଜବାବ ସଙ୍ଗଠନ ପକ୍ଷରୁ ଦିଆଯିବ ବୋଲି ଆବାହକ ଶ୍ରୀମାନ ଅଶୋକ କୁମାର ସାହୁ ଲିଖିତ ଭାବେ ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀମାନ ତ୍ରିଲୋଚନ ପାତ୍ରଙ୍କୁ ଜଣାଇବା ସଙ୍ଗେସଙ୍ଗେ ଏହାର ଏକକିତା ନକଲ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ବରଗଡ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଏବଂ ଥାନା ଅଧିକାରୀ ପଦ୍ମପୁରଙ୍କୁ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like