-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସର୍ଭିସ୍ ରାସ୍ତା ଉପରେ ଟ୍ରକ ଗ୍ୟାରେଜ, ଭଡ଼ା ଖାଉଛି କିଏ ?

16-Dec-2021



ରେଙ୍ଗାଲି କେମ୍ପ:- ବରଗଡ ଜିଲ୍ଲା ଅତାବିରା ବ୍ଲକ ୨୪ଟି ପଞ୍ଚାୟତ ଓ ୧୨ଟି ୱାର୍ଡ ବିଶିଷ୍ଟ ଏନ୍.ଏ.ସି କୁ ଦୀର୍ଘ ୮ବର୍ଷ ହେବ ଗଠିତ ହୋଇ ସାରିଛି।ବ୍ୟସ୍ତ ବହୁଳ ଅତାବିରା ଏନ.ଏ ସି ମଧ୍ୟ ଦେଇ ୫୩ ନଂ ଅସମ୍ପୂର୍ଣ୍ଣ ତଥା ତ୍ରୁଟି ପୂର୍ଣ୍ଣ ଜାତୀୟ ରାଜପଥ ଭେଦ କରି ଯାଇଥିବାବେଳେ ଦିନରାତି ଏନ୍.ଏ.ସି ଅଞ୍ଚଳ ଦେଇ ଛୋଟ ମୋଟ ଗାଡି ମଟର ଠାରୁ ଆରମ୍ଭ କରି ବଡ ବଡ ଭାରୀ ଯାନବାହାନ ଗୁଡ଼ିକ ଯିବା ଆସିବା କରି ରେଙ୍ଗାଲି କେମ୍ପ ରୁ ଆନ୍ଧ୍ର କଲ୍ୟାଣ ମଣ୍ଡପ ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଅଣାୟତ୍ତ ହୋଇପଡେ।ସେହିପରି ଏନ୍ .ଏ.ସି ର କିଛି ଅସାଧୁ ଅଧିକାରୀ ଓ କର୍ମଚାରୀ ମାନଙ୍କ ଭଡ଼ା ଅସୁଲି ତଥା ସ୍ବାର୍ଥ ଲାଳସା ଯୋଗୁଁ ଅସମ୍ପୂର୍ଣ୍ଣ ସର୍ଭିସ୍ ରୋଡ଼ ରେ,ବିଦ୍ୟୁତ୍ ଖୁଣ୍ଟ ସହ ପାର୍କିଂ ବ୍ୟବସ୍ଥା ନକରି ଦୋକାନ ବଜାର ଖୋଲି ଏଣେ ତେଣେ ଗାଡି ମଟର ରଖିଦେଉଥିବା,ରାସ୍ତା ଉପରେ ବାଲି, ଗୋଡି,ମାଟି ପକାଇବା ସହ ବଡ ବଡ ଗାଡ଼ି ଗୁଡ଼ିକ ର ଗ୍ୟାରେଜ ମାନ ଖୋଲି ରାସ୍ତା କୁ ଅକ୍ତିଆର କରି କିଏ ମାସକୁ ୩ଶହ ତ ଆଉ କିଏ ୫/୬ ଶହ ଟଙ୍କା ଏନ୍ .ଏ.ସି କୁ ପାଉଣା ଦେଉଥିବା କହି ଆସୁଥିବାବେଳେ ବାରମ୍ବାର ଲୋକଙ୍କ ଅଭିଯୋଗ ସତ୍ବେ ଏନ. ଏ.ସି ଭଡ଼ା ଅସୁଲି କରିବାରେ ମସଗୁଲ l ଯଦ୍ୱାରା ବରିଷ୍ଠ ନାଗରିକ ତଥା ସ୍କୁଲ କଲେଜ ଛାତ୍ରଛାତ୍ରୀ ମାନେ ବାଧ୍ୟ ହୋଇ ମୁଖ୍ୟ ରାଜରାସ୍ତା ରେ ଯାତାୟାତ କରି ଛୋଟ ମୋଟ ଦୁର୍ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ଘଟଣା ଘଟି ମୂଲ୍ୟବାନ ଜୀବନ ହାନି ହେଉଥିବାର ନଜିର ରହିଛି।ସେହିପରି ଏକ ଘଟଣା ସାମ୍ନା କୁ ଆସିଛି ଲାଦେରପାଲି ଛକ ନିକଟ ସମ୍ବଲପୁର- ବରଗଡ଼ ୱେ ରାଜରାସ୍ତା ସର୍ଭିସ୍ ରୋଡ଼ ଉପରେ ନୀତି ଦିନିଆଁ ଭାବେ ଟ୍ରକ୍ ଗ୍ୟାରେଜ ଖୋଲି ବଡ ବଡ ଟ୍ରକ୍ ମାନ ରଖି ଦେଉଥିବା ଯୋଗୁଁ ପଥଚାରୀ ମାନେ ଯାତାୟାତ କରିବା ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେବା ସହ ଟ୍ରାଫିକ ସମସ୍ୟା ଲାଗି ରହି ଆଜି ଲାଦେରପାଲି ଅରବିନ୍ଦ ସ୍କୁଲ କୁ ଛାତ୍ରଛାତ୍ରୀ ମାନେ ସ୍କୁଲ କୁ ଯିବା ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇ ଅଳ୍ପକେ ବର୍ତ୍ତି ଯାଇଥିଲେ।ଏନେଇ ଶିକ୍ଷକ ତଥା ସ୍କୁଲ ଛାତ୍ରଛାତ୍ରୀ ମାନେ ପଥଚାରୀ ଙ୍କ ରାସ୍ତା ଉପରୁ ଗ୍ୟାରେଜ ହଟାଇ ଗାଡ଼ି ମଟର ରଖିବାକୁ ମନା କରିବା ସହ ଏନ. ଏ.ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୟକୃଷ୍ଣ ପାତ୍ର ଙ୍କୁ ରାଜରାସ୍ତା ଉପରେ ଦୁର୍ଘଟଣା କୁ ଅନାଇ ରହିଥିବା ପାଚେରୀ ଓ ଜବର ଦଖଲ କାରୀ ଙ୍କ କବ୍ ଜା ରୁ ସର୍ଭିସ୍ ରୋଡ୍ କୁ ମୁକ୍ତ କରି ପଥଚାରୀ ଓ ଛାତ୍ରଛାତ୍ରୀ ତଥା କାଲି ର ଭବିଷ୍ୟତ କୁ ଅନ୍ଧାର କୁ ଠେଲି ନଦେଇ ଦୃଢ଼

ପଦକ୍ଷେପ ଗ୍ରହଣ କରିବା ପାଇଁ ଦାବୀ ଜଣାଇ ଛନ୍ତି।ନଚେତ୍ ଆଗାମୀ ଦିନରେ ଯଦି କୌଣସି ଅପ୍ରୀତିକର ଘଟଣା ଘଟେ ତେବେ ଏଥିପାଇଁ ଏନ୍ .ଏ.ସି ପ୍ରଶାସନ ଦାୟୀ ରହିବେ ବୋଲି ଚେତାବନୀ ଦେଇଛନ୍ତି ଏନେଇ ଏନ୍ .ଏ.ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପାତ୍ର  ଅତି ଶୀଘ୍ର ନୋଟିସ୍ କରି ରାସ୍ତା ଉପରୁ  ଜବର ଦଖଲ ହଟାଇ ଦିଆଯିବ ବୋଲି ଦୃଢ ପ୍ରତିଶ୍ରୁତି ଦେଇଥିବା ଜଣାପଡେ lଦେଖିବାକୁ ବାକି ରହିଲା ବାବୁ ଜୟକୃଷ୍ଣ ଙ୍କ ପାରିବାପଣିଆ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like