-+91-9937148622 |

prerana_bgr@rediffmail.com |

  Saturday 21st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   (21-Mar-2026)       ||      ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର    (21-Mar-2026)       ||      ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      *ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   (21-Mar-2026)       ||      ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||      *ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||      ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   (20-Mar-2026)       ||      ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   (20-Mar-2026)       ||      ୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ    (20-Mar-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   (20-Mar-2026)       ||      ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   (20-Mar-2026)       ||      ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   (20-Mar-2026)       ||      ରେଂଗାଲିକେମ୍ପରେ ବିଶ୍ବ ପଖାଲ ଦିବସ   (20-Mar-2026)       ||     

HOME   ଜିଲ୍ଲା

ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

17-Dec-2021



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ଦିନିକିଆ ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଉଦଘାଟନ ଉତ୍ସବରେ ସମାଜସେବୀ  ପର୍ଶୁରାମ ଦେହୁରୀ ମୁଖ ଅତିଥିଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଏହି ପ୍ରତିଯୋଗିତାରେ ଲାତୁରପେଟ,

ଫୁଲଚରା, ସଂଗ୍ରାମପୁର, କୁତମେଣ୍ଡା ,କଇରାଝୁଲି, ସୁବଳୟା, ବୀରମହାରାଜପୁର ଓ ବିଶିପଡା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମ ସେମିଫାଇନାଲ୍ ସଂଗ୍ରାମପୁର ସହ ଲାତୁରପେଟ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ସଂଗ୍ରାମପୁର ଦଳ ଫାଇନାଲ ମ୍ଯାଚକୁ ଯାଇଥିଲା । ଦ୍ଵିତୀୟ ସେମିଫାଇନାଲ ମ୍ୟାଚରେ କଇରାଝୁଲି କୁ ପରାସ୍ତ କରି ବୀରମହାରାଜପୁର ଦଳ ଫାଇନାଲ କୁ ପ୍ରବେଶ କରିଥିଲା । ଅପରାହ୍ନ ସମୟରେ

ବୀରମହାରାଜପୁର ସହ ସଂଗ୍ରାମପୁର ମଧ୍ୟରେ ଫାଇନାଲ ମ୍ୟାଚରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବୀରମହାରାଜପୁର ଦଳ ଚମ୍ପିଆନ୍ ହୋଇଥିଲା । ଉଦଯାପନୀ ଉତ୍ସବରେ ରେଫରୀ ଦୁର୍ଗାମାଧବ ନାଏକ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ବିଜେତା ଖେଳାଳିଙ୍କୁ ପୁରସ୍କୃତ କରିଥିଲେ । ଅଧ୍ୟାପକ ସୁଧାଂଶୁ ଶେଖର ପାଢୀ, ଅଜିତ ନାଏକ, ଶିକ୍ଷାବିତ୍ ଜଗ ଭୋଇ, ସମାଜସେବୀ ଶୈଳ ରଞ୍ଜନ ବାଦୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଶିକ୍ଷକ ଅଭିମନ୍ୟୁ ବଗର୍ତ୍ତୀ ଓ ସୁରଜ ଭୋଇ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   21-Mar-2026
  ଜିଲ୍ଲା  
ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର   21-Mar-2026
  ଜିଲ୍ଲା  
ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
*ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   21-Mar-2026
  ଜିଲ୍ଲା  
ବିଶ୍ୱ ପଖାଳ ଦିବସ ପାଳିତ   21-Mar-2026
  ଜିଲ୍ଲା  
*ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   21-Mar-2026
  ଜିଲ୍ଲା  
ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   21-Mar-2026
  ଜିଲ୍ଲା  
ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   20-Mar-2026
  ଜିଲ୍ଲା  
ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   20-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   20-Mar-2026

You Might Also Like