-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

 ଛିନ୍ଦେଇକେଲା ମାଣ୍ଡିକୁ ନିଜ ଟୋକନ୍ ବିଷୟରେ ପଚାରି ବୁଝିବା ପାଇଁ ଆସି ପ୍ରହଲ୍ଲାଦ ଆଉ ଘରକୁ ଫେରିଲେ ନାହିଁ !

17-Dec-2021



ପଦ୍ମପୁର/ପାଇକମାଳ:-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ  ପାଇକମାଳ ବ୍ଲକ  ଅନ୍ତର୍ଗତ ଛିନ୍ଦେଇକେଲା ଗ୍ରାମ ଠାରେ ଜାମସେଠ ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଏକ ମଣ୍ଡିର ବ୍ୟବସ୍ଥା ହୋଇଛି । ଏହି ମଣ୍ଡିକୁ ଛିନ୍ଦେଇକେଲା ପାଖରେ ଥିବା ଟେମରିମାଲ ଗ୍ରାମର  ପ୍ରହଲ୍ଲାଦ ରାଉତ(୭୫) ଅବସରପ୍ରାପ୍ତ ଶିକ୍ଷକ ତାଙ୍କ ଧାନ ବିକ୍ରୟ ଟୋକନ ବିଷୟରେ ବୁଝାବୁଝି କରିବାକୁ  ଆସିଥିଲେ । ସେ ନିଜ ଘରୁ ସକାଳ ୯.୩୦ ମିନିଟ ସମୟରେ ବାହାରି ଛିନ୍ଦେଇକେଲା ଠାରେ କିଛି ସମୟ ନିଜନିଜ ଲୋକ ଙ୍କ ସହ କଥାବାର୍ତ୍ତା କଲାପରେ ୧୧.୩୦ ମିନିଟ ସମୟରେ ଛିନ୍ଦେଇକେଲା ମଣ୍ଡି ଠାରେ ଯାଇଥିଲେ l ମଣ୍ଡିରେ ପହଞ୍ଚି  ଉପସ୍ଥିତ ଥିବା ପ୍ରାଥମିକ କୃଷି ସମବାୟ ସମିତି, ଜାମସେଠ ର କର୍ମଚାରୀ ଙ୍କୁ ତାଙ୍କ ଟୋକନ ବିଷୟରେ ପଚାରିଥିଲେ । ପ୍ରାପ୍ତ ସୂଚନା ଅନୁଯାୟୀ ପ୍ରହଲ୍ଲାଦ

ରାଉତଙ୍କ ନାମରେ ଆଗରୁ ଧାନ କାର୍ଡ ଆସିଛି । ସେ ପ୍ରତିବର୍ଷ ପାଖାପାଖି ୩୦ ରୁ ୪୦ କୁଣ୍ଟାଲ ଧାନ ମଣ୍ଡିରେ ବିକ୍ରି କରିଥାନ୍ତି । କିନ୍ତୁ ଏହି ବର୍ଷ ମଣ୍ଡିରେ କେବଳ ୬ କୁଣ୍ଟାଲ ୬୩ କିଗ୍ରା ଧାନ ବିକ୍ରି ପାଇଁ ଟୋକନ ଆସିଥିଲା । ଏହା ଜାଣିବା ପରେ ପ୍ରହଲ୍ଲାଦ ବହୁ ମାତ୍ରାରେ ରାଗି ଯାଇଥିଲେ। କେମିତି କେଉଁଠି କଷ୍ଟ ରେ ଉପାର୍ଜିତ ଧାନ କୁ ବିକ୍ରି କରିବି ବୋଲି ଚିନ୍ତାଗ୍ରସ୍ତ ହୋଇ ବହୁ ମାତ୍ରାରେ ରାଗି ଯିବା ଫଳରେ ପ୍ରହଲ୍ଲାଦଙ୍କ ରକ୍ତ ଚାପ(ବ୍ଲଡ଼ ପ୍ରେସର) ଅତ୍ୟଧିକ ବଢି ଯାଇଥିଲା । ରକ୍ତ ଚାପ ଅତ୍ୟଧିକ ବଢି ଯିବା ଫଳରେ ପ୍ରହଲ୍ଲାଦଙ୍କ ହାଟ ହୃଦଘାତ ହୋଇ ମୃତ୍ୟୁ ହୋଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି । ଘଟଣା ବିଷୟରେ ଖବର ପାଇ ପାଇକମାଳ ଥାନା ଅଧିକାରୀ ଓ ତାଙ୍କ ସହକର୍ମୀ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରୁ ପହଂଚିଥିଲେ । ପ୍ରାଥମିକ ତଦନ୍ତ କରିବା ସହ ଶବକୁ ଜବତ କରି ଶବ ବ୍ୟବଚ୍ଛେଦ କରିବା ସକାଶେ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ । ତାଙ୍କର ଗୋଟେ ପୁଅ ଓ ଗୋଟେ ଝିଅ ଅଛନ୍ତି । ତାଙ୍କ ପୁଅ ଖୋର୍ଦ୍ଧା ରେ ରହୁଥିବା ବେଳେ ଆଜି ସକାଳେ ସେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ପ୍ରହଲ୍ଲାଦ ଙ୍କ ଝିଅଙ୍କ ସ୍ବାମୀ ଶବ ସାଙ୍ଗରେ ରହିଥିଲେ । ଶବ ବ୍ୟବଚ୍ଛେଦ ପରେ ଶବକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ପାଇକମାଳ ଥାନା ଅଧିକାରୀ ବିଶ୍ୱଜିତ ମନବୋଧ ସୂଚନା ଦେଇଛନ୍ତି । ବିଡମ୍ୱନାର ବିଷୟ ଏହି କିଯେ ଜନସାଧାରଣ ତଥା ଅନ୍ୟ ଚାଷୀ ମାନେ କହିବା ହିସାବରେ ଆଗରୁ ପ୍ରହଲ୍ଲାଦ ରାଉତ ମଣ୍ଡିରେ ଧାନ ବିକ୍ରି କରିଆସୁଛନ୍ତି ଏଵଂ ଆଗରୁ ତାଙ୍କ ନାମରେ ଧାନ କାର୍ଡ ମଧ୍ୟ ରହିଛି । କିନ୍ତୁ ପ୍ରାଥମିକ କୃଷି ସମବାୟ ସମିତି, ଜାମସେଠ ର ସମ୍ପାଦକ କହିବା ହିସାବରେ ପ୍ରହଲ୍ଲାଦ ରାଉତ ଚଳିତ ବର୍ଷ ପ୍ରଥମ ଥର ପାଇଁ କାର୍ଡ ସକାଶେ ଆବେଦନ କରିଥିଲେ ଓ ସେ ଏହି ବର୍ଷ ପ୍ରଥମ ଥର ପାଇଁ ଧାନ କାର୍ଡ ପାଇଥିଲେ । ଏଠି ପ୍ରଶ୍ନ ଉଠୁଛି ଯେ ସମ୍ପାଦକ ନିଜ ଭୁଲ ଲୁଚେଇବି ପାଇଁ ଏମିତି କହୁ ନାହାନ୍ତି ତ ? ତାଙ୍କ ବିୟୋଗ ରେ ଚାଷୀ ନେତା ଶ୍ରୀମାନ ରମେଶ ମହାପାତ୍ର ତଥା ରାଜବୋଡାସମ୍ବର କୃଷକ ସଂଗଠନ ର ଆବାହକ ଶ୍ରୀମାନ ଅଶୋକ କୁମାର ସାହୁ ଙ୍କ ସମେତ ଆଞ୍ଚଳିକ କୃଷକ ମହାସଂଘ ମାଣ୍ଡୋସିଲ ର ସଭାପତି ଶ୍ରୀମାନ ଗିରିଶ ଚନ୍ଦ୍ର ଡନସନା ପ୍ରମୁଖ ଗଭୀର ଭାବେ ମ୍ରିୟମାଣ ହୋଇ ଦୁଃଖ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like