-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
09-Nov-2020
କଟକ, (ପ୍ରେରଣା ଖବର) - ବହୁଚର୍ଚ୍ଚିତ ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲା,କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ, DGPଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟଙ୍କ ନିର୍ଦେଶ,ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ DGPଙ୍କୁ ନିର୍ଦେଶ, ନଭେମ୍ବର ୧୮ରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି!!*