-+91-9937148622 |

prerana_bgr@rediffmail.com |

  Saturday 21st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      *ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   (21-Mar-2026)       ||      ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||      *ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||      ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   (20-Mar-2026)       ||      ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   (20-Mar-2026)       ||      ୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ    (20-Mar-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   (20-Mar-2026)       ||      ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   (20-Mar-2026)       ||      ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   (20-Mar-2026)       ||      ରେଂଗାଲିକେମ୍ପରେ ବିଶ୍ବ ପଖାଲ ଦିବସ   (20-Mar-2026)       ||      ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    (20-Mar-2026)       ||      ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||     

HOME   ଜିଲ୍ଲା

ଅର୍ସାତୁଲା ରେ ୧୮ ତମ ମାଁ ମହାଲକ୍ଷ୍ମୀଙ୍କ ପୂଜା ଅନୁଷ୍ଠିତ

17-Dec-2021



ସିନ୍ଧେକେଲା,ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଅର୍ସାତୁଲା ଗ୍ରାମରେ ମାଁ ମହାଲକ୍ଷ୍ମୀଙ୍କ ପୂଜା ବେଶ ଧୁମଧାମ ରେ ପାଳିତ ହୋଇ ଯାଇଛି । ୧୫ ତାରିଖ ବୁଧବାର ଅଧିବାସ ହୋଇଥିଲା , ୧୬ ତାରିଖ ଗୁରୁବାର ପୂଜା ଆରମ୍ଭ ହୋଇ ୧୮ ତାରିଖ ଶନିବାର ପୂର୍ଣ୍ଣାହୁତି ହେବ ବୋଳି କମିଟି ତରଫରୁ ସୁଚନା ଦିଆଯାଇଛି ।    ଏଥିରେ କର୍ତ୍ତା ଭାବରେ ନାରାୟଣ ବଗର୍ତ୍ତୀ ଓ ତାଙ୍କ ଧର୍ମ ପତ୍ନୀ କୁସୁମ ବଗର୍ତ୍ତୀ, ପୂଜକ ଭାବେ ରାଜେନ୍ଦ୍ର ନାରାୟଣ ଦାସ ଏବଂ ଜପକ ଭାବରେ ହେମନ୍ତ କୁମାର ଦାସ ପୂଜା କାର୍ଯ୍ଯ ତୁଳାଇଥିଲେ। ପୂଜା କମିଟିର ସଭାପତୀ ଧବଲେଶ୍ବର ମାଝୀ ,ସଂପାଦକ ପୁରୁଷୋତ୍ତମ ମାଝୀ , କୋଷାଧ୍ୟକ୍ଷ ଅଲେଖ ପ୍ରସାଦ ବାଗ ଙ୍କ ତତ୍ତ୍ଵାବଧାନ ରେ ହୋଇଥିବା ପୁଜା ରେ ଅନ୍ୟମାନଙ୍କ ମଧ୍ୟରେ ରାଜେନ୍ଦ୍ର ମାଝୀ , ରାଧାକାନ୍ତ ମାଝୀ , ହର ସୁନା , କୁଶ ଥପା ,ବିମଲ ଗହିର, ଟଙ୍କଧର ବେହେରା ପ୍ରମୁଖଙ୍କ ସହ ଅନ୍ୟ ସଦସ୍ଯ ଗଣ ଓ ଗ୍ରାମବାସୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
*ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   21-Mar-2026
  ଜିଲ୍ଲା  
ବିଶ୍ୱ ପଖାଳ ଦିବସ ପାଳିତ   21-Mar-2026
  ଜିଲ୍ଲା  
*ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   21-Mar-2026
  ଜିଲ୍ଲା  
ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   21-Mar-2026
  ଜିଲ୍ଲା  
ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   20-Mar-2026
  ଜିଲ୍ଲା  
ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   20-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   20-Mar-2026
  ଜିଲ୍ଲା  
"ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   20-Mar-2026
  ଜିଲ୍ଲା  
ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   20-Mar-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   20-Mar-2026

You Might Also Like