-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଦେଶ ବିଦେଶ

ପ୍ରଧାନମନ୍ତ୍ରୀ କୃଷି ସିଂଚାଇ ଯୋଜନାର ସମ୍ପ୍ରସାରଣକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ; ଓଡ଼ିଶା ସମେତ ଦେଶର ୨୨ ଲକ୍ଷ ଚାଷୀ ଲାଭ ପାଇବେ: ଧର୍ମେନ୍ଦ୍ର ପ୍ରଧାନ

17-Dec-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ପ୍ରଧାନମନ୍ତ୍ରୀ କୃଷି ସିଂଚାଇ ଯୋଜନାକୁ ଆର୍ôଥକ ବର୍ଷ ୨୦୨୫-୨୬ ପର୍ଯ୍ୟନ୍ତ ଜାରୀ ରଖିବା ନିଷ୍ପତିକୁ ଅନୁମୋଦନ ଦେବା ଦ୍ୱାରା ଓଡ଼ିଶା ସମେତ ଦେଶର ୨୨ ଲକ୍ଷ ଚାଷୀ ଲାଭ ପାଇବେ ବୋଲି ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚାଷୀଙ୍କ କଲ୍ୟାଣ ଦୃଷ୍ଟିରେ ପ୍ରଧାନମନ୍ତ୍ରୀ କୃଷି ସିଂଚାଇ ଯୋଜନାକୁ ଆର୍ôଥକ ବର୍ଷ ୨୦୨୧-୨୨ରୁ ୨୦୨୫-୨୬ ପର୍ଯ୍ୟନ୍ତ ଜାରୀ ରଖିବା ପାଇଁ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ଏହି ଐତିହାସିକ ନିଷ୍ପତି ଦ୍ୱାରା ଦେଶର ୨.୫ ଲକ୍ଷ ଅନୁସୂଚିତ ଜାତି ଏବଂ ୨ ଲକ୍ଷ ଅନୁସୂଚିତ ଜନଜାତି ବର୍ଗର ଚାଷୀଙ୍କ ସମେତ ୨୨ ଲକ୍ଷ ଚାଷୀ ଲାଭ ପାଇବେ ବୋଲି ସେ କହିଛନ୍ତି ।ଶ୍ରୀ ପ୍ରଧାନ କ୍ୟାବିନେଟର ଅନ୍ୟ ଏକ ନିଷ୍ପତି ନେଇ ଟ୍ୱିଟ୍ କରିଛନ୍ତି କେନ୍ଦ୍ର କ୍ୟାବିନେଟ ଦେଶରେ ସେମିକଣ୍ଡକ୍ଟର୍ସ ଏବଂ ଡ଼ିସପ୍ଲେ ମ୍ୟାନୁଫ୍ୟାକ୍ଚରିଂର ଏକ ଇକୋସିଷ୍ଟମ ତିଆରି କରିବା ପାଇଁ ଏକମହତ୍ୱକାଂକ୍ଷୀ ଯୋଜନାକୁ ମଞ୍ଜୁର ଦେଇଛନ୍ତି । ଏହି ଯୋଜନା ଅନ୍ତର୍ଗତ ଆଗାମୀ ୬ ବର୍ଷ ମଧ୍ୟରେ ୭୬ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବାର ଯୋଜନା କରାଯାଇଛି ।
ଭାରତକୁ ଏକ ବିଶ୍ୱସ୍ତରୀୟ ଇଲୋକ୍ଟ୍ରୋନିକ ହବରେ ଭାବରେ ବିକଶିତ କରିବା, ମେକ୍ ଇନ୍ ଇଣ୍ଡିଆକୁ ଗତି ଦେବା, ସେମିକଣ୍ଡକ୍ଟର ଚିପ୍ସର ଡ଼ିଜାଇନ, ଫେବ୍ରିକେସନ, ପ୍ୟାକେଜିଂ ଏବଂ ଚେଷ୍ଟିଂ କ୍ଷେତ୍ରରେ ରୋଜଗାର ଏବଂ ସ୍ୱରୋଜଗାରର ସୁଯୋଗ ତିଆରି କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ । ଏହାବ୍ୟତିତ ରୂପେ ଡେବିଟ୍ କାର୍ଡ ତଥା କମ୍ ମୂଲ୍ୟର ଭିମ୍ ୟୁପିଆଇ ଟ୍ରାନଜାକ୍ସନକୁ ପ୍ରୋତ୍ସାହନ ଦେବା ପାଇଁ ୧୩୦୦ କୋଟିର ସହାୟତା ରାଶିକୁ କ୍ୟାବିନେଟ୍ ମଞ୍ଜୁର ଦେଇଛି । ଏହି ନିଷ୍ପତି ଡ଼ିଜିଟାଲ ପେମେଂଟ ବ୍ୟବସ୍ଥାକୁ ଅଧିକ ବଢ଼ାଇବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like