-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ହୁଳହୁଳି ଏବଂ ହରିବୋଲ ଦେଇ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ଗଣିଆ ବ୍ଳକବାସୀ

17-Dec-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଓଡିଶାବାସୀଙ୍କୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟ ରଖି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଚଳନ ଗତ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ କରିଛନ୍ତି | ଗୋଟିଏ ଗରିବ ଦିନମଜୁରିଆ ତାର ପରିବାରର କୌଣସି ସଦସ୍ୟ ଦୁରାରୋଗ୍ୟ ରେ ପୀଡିତ ହେଲେ ଆର୍ଥିକ ତଥା ମାନସିକ ସ୍ତରରେ ଭାଙ୍ଗି ପଡୁଥିଲା | ଏପରିକି କୌଣସି ସରକାରୀ କିମ୍ବା ବେସରକାରୀ ବଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ନିଜର ସୁନା ଅଳଙ୍କାର ଏବଂ ଚାଷ ଜମିକୁ ବନ୍ଧକ ରଖିବାକୁ ବାଧ୍ୟ ହେଉଥିଲା | ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ସବୁ ସମସ୍ୟାର ସମାଧାନ ଲକ୍ଷ୍ୟରେ ସ୍ମାର୍ଟ ହେଲଥ କାର୍ଡ ବ୍ୟବସ୍ଥା କରି ପ୍ରଶଂସାର ପାତ୍ର ସାଜିଛନ୍ତି | ଗତ ୧୪ ତାରିଖରେ ନୟାଗଡ଼ ଜିଲ୍ଲାରେ ସ୍ମାର୍ଟ ହେଲଥକାର୍ଡ ବଣ୍ଟନର ଶୁଭ ଉଦଘାଟନ କରିଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ | ଇତ୍ୟାବଶର  ସେଦିନ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ବିଜେଡି ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ଦ୍ୱାରା ଗଣିଆ ବ୍ଳକ ପରିସରରେ ଉଦଘାଟନୀ ଉତ୍ସବ ପାଳନ ହୋଇଥିଲା | ଉକ୍ତ ଉତ୍ସବରେ କେବଳ ଗଣିଆ ପଞ୍ଚାୟତ ର ୫୦୭ ଜଣକୁ ଏହି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରାଯାଇଥିଲା | ଗଣିଆ ବ୍ଳକର ବାକି  ୭ଟି ପଞ୍ଚାୟତରେ ବିଡିଓ  ଶୁଭ୍ର ପଟେଲଙ୍କ ସଂଯୋଜନାରେ ଆଜି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଯୋଗଦେଇଛନ୍ତି ବିଧାୟକ ରମେଶ ଚନ୍ଦ୍ର ବେହେରା | ଉକ୍ତ ମାରାଥନ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଗଣିଆ ବ୍ଳକ ଅଧ୍ୟକ୍ଷ  ସେସଦେବ ସ୍ୱାଇଁ, କନ୍ଧମାଳ ସାଂସଦଙ୍କ ଜିଲ୍ଲା ପ୍ରତିନିଧି ତଥା କିଶୋରପ୍ରସାଦ ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ସଦାଶିବ ମିଶ୍ର, ଜିଲ୍ଲା ପରିଷଦ ସଦସ୍ୟ ମହେଶ୍ୱର ମହାରଣା ପ୍ରମୁଖ ଯୋଗ ଦେଇଥିଲେ | ପ୍ରଥମେ ବଡ଼ସିଲିଂଗା ଗ୍ରାମପଞ୍ଚାୟତରୁ ଉକ୍ତ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଯଥାକ୍ରମେ ଛାମୁଣ୍ଡିଆ, ରାସଙ୍ଗ, ବେଲପଡା, କିଶୋରପ୍ରସାଦ, କରଡ଼ାପଡ଼ା ଏବଂ ଆଡକଟା ପଞ୍ଚାୟତରେ ସୁବ୍ୟବସ୍ଥିତ ଭାବେ ହିତାଧିକାରୀଙ୍କୁ ହେଲଥ କାର୍ଡ ସହିତ ନୂତନ ଭତା କାର୍ଡ ବଣ୍ଟନ କରାଯାଇଛି |ପ୍ରତେକ ପଞ୍ଚାୟତର ସରପଞ୍ଚ ଏବଂ ସମିତି ସଭ୍ୟ ମାନେ ଏହି କାର୍ଯ୍ୟକ୍ରମରେ ସମ୍ପୂର୍ଣ ସହଯୋଗ କରିଥିଲେ | ଆଜିର ଏହି କାର୍ଯ୍ୟକ୍ରମରେ ସମୁଦାୟ. ୮୫୦୩ ଜଣକୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରାଯାଇଛି | ଗଣିଆ ବ୍ଳକର ସମୁଦାୟ ୯୦୧୦  ଜଣ ହିତାଧିକାରୀଙ୍କ ପରିବାର ଏବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହୋଇଥିବାରୁ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କୁ ଭୁରି ପ୍ରଶଂସା କରିବା ସହିତ ହରିବୋଲ ହୁଳହୁଳି ଦେଇ ତାଙ୍କ ଦୀର୍ଘାୟୁ କାମନା କରିଛନ୍ତି | ଏପରିକି ବିଧାୟକ ଏବଂ ଅଧ୍ୟକ୍ଷଙ୍କୁ ମଧ୍ୟ ପ୍ରଶଂସା କରିବା ସହିତ ସମସ୍ତ ଯୋଜନା ଗୁଡିକ ଠିକ ଭାବେ ପହଞ୍ଚାଇବା ହେତୁ ଧନ୍ୟବାଦ ଅର୍ପଣ କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like