-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଭିନ୍ନକ୍ଷମ ମାନଙ୍କ ଅଧିକାର ଓ ଅଧିନିୟମ ସଚେତନତା ଶିବିର ଅନୁଷ୍ଠିତ

17-Dec-2021



ପୁରୀ(ସମୀର ରଞ୍ଜନ ନାୟକ): ଦିବ୍ୟାଙ୍କ ମାନଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା ସହ ସେମାନଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରୁଛନ୍ତି । ଅନୁରୂପ ଭାବେ ଜିଲ୍ଲାରେ ମଧ୍ୟ ଦିବ୍ୟାଙ୍ଗ ମାନଙ୍କ କଲ୍ୟାଣ ନିମନ୍ତେ ଜିଲ୍ଲା ପ୍ରଶାସନ ସରକାରଙ୍କ ସମସ୍ତ ଯୋଜନାକୁ ଫଳପ୍ରଦ ଭାବେ କାର୍ଯ୍ୟକାରୀ କରିବାକୁ ଉଦ୍ୟମ ଯାରି ରଖିଛି

। ରାଜ୍ୟ ଭିନ୍ନକ୍ଷମ କମିଶନର ଶ୍ରୀମତୀ ସୁଲୋଚନା ଦାସ ପୁରୀ ଜିଲ୍ଲା ଗସ୍ତ କରି ଭିନ୍ନକ୍ଷମ ମାନଙ୍କ ଅଧିକାର ଓ ଅଧିନିୟମ- ୨୦୧୬ର ଜିଲ୍ଲାରୱ କାର୍ଯ୍ୟକାରିତା ନେଇ ସମୀକ୍ଷା କରିଛନ୍ତି । ଏନେଇ ଏକ ସମୀକ୍ଷା ବୈଠକ ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଛି । ଏଥିରେ ରାଜ୍ୟ ଭିନ୍ନକ୍ଷମ କମିଶନର ଶ୍ରୀମତୀ ଦାସଙ୍କ ସହ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସମୀର କୁମାର ଦଳାଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଅଶୋକ କୁମାର ନାୟକ, ବିଭାଗୀୟ ଅଧିକାରୀ, ବିଭିନ୍ନ ସଂଗଠନ, ଦିବ୍ୟାଙ୍ଗ ବ୍ୟକ୍ତିବିଶେଷ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାରେ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଫନି ପରେ ସେମାନଙ୍କୁ ଫୁଲ କାର୍ଯ୍ୟକ୍ରମରେ ସାମିଲ କରାଯାଇ ସେମାନଙ୍କ ଉନ୍ନତି ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଉଥିବା ଜିଲ୍ଲାପାଳ କହିଥିଲେ । ଦିବ୍ୟାଙ୍ଗ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନରେ ଜିଲ୍ଲା ପ୍ରଶାସନର କାର୍ଯ୍ୟକୁ କମିଶନର ପ୍ରଶଂସା କରିଥିଲେ । ସେହିଭଳି ମୋ ସରକାର ସେଲରେ ୫ ଜଣ ଉଚ୍ଚଶିକ୍ଷିତା ଭିନ୍ନକ୍ଷମ ମହିଳାଙ୍କୁ ନିଯୁକ୍ତି ଦିଆଯାଇଥିବା ଅତିରିକ୍ତ ଜିଲ୍ଲାପାଳ କହିଥିଲେ । ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।  ଚଳିତ ଆର୍ଥିକ ବର୍ଷରେ ଜିଲ୍ଲାରେ ୮୧ ହଜାର ୪୪୪ ଜଣ ଦିବ୍ୟାଙ୍ଗଙ୍କୁ ଜାତୀୟ ସାମାଜିକ ସହାୟତା ପେନସନ ଯୋଜନା ଅଧିନରେ ସହାୟତା ପ୍ରଦାନ କରାଯାଇଛି । ସେହିଭଳି ମଧୁବାବୁ ପେନସନ ଯୋଜନା ମାଧ୍ୟମରେ ୧ ଲକ୍ଷ ୨୦ ହଜାର ୩୭୯

ଜଣଙ୍କୁ ସାମିଲ କରାଯାଇଛି । ଅନ୍ୟପକ୍ଷରେ ଦାରିଦ୍ର୍ୟ ସୀମାରେଖା ତଳେଥିବା ପରିବାରର ମୁଖ୍ୟ ରୋଜଗାରକ୍ଷମ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ଚଳିତ ଆର୍ଥିକ ବର୍ଷରେ ୫୫୨ଟି ପରିବାରକୁ ପ୍ରତ୍ୟେକ ୨୦ ହଜାର ଭାବେ ଏକ କୋଟି ୧୦ ଲକ୍ଷ ୪୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ବିଭିନ୍ନ ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ମାଧ୍ୟମରେ ଚଳିତ ବର୍ଷ ୨୭୪ଟି ଟ୍ରାଇ ସାଇକେଲ, ୧୫୩ ହ୍ବିଲ ଓ ୧୦୩ଟି ସିପି ଚେୟାର, ୧୧୦ଟି ଆଶାବାଡି, ୧୨୬ଟି ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଛି । ବାଣିଶ୍ରୀ ଛାତ୍ରବୃତ୍ତି ମଧ୍ୟ ପ୍ରଦାନ କରାଯାଇଛି । ସେହିଭଳି କ୍ଷୁଦ୍ର ବ୍ୟବସାୟ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ମାଧ୍ୟମରେ ୮୧ ଜଣ ଦିବ୍ୟାଙ୍ଗଙ୍କୁ ୯ ଲକ୍ଷ ୭୧ ହଜାର ଟଙ୍କା ପ୍ରଦାନ କରାଯାଇଛି । ଏହି ଅବସରରେ ସାଇ ସମ୍ପୂର୍ଣ୍ଣା ଓ ଶ୍ରୀ ଧନତ୍ବରୀ ଦେବ ଭିନ୍ନକ୍ଷମ ସ୍ବୟଂ ସହାୟକ ଗୋଷ୍ଠୀକୁ ପ୍ରତ୍ୟେକ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like