-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସଡକ ସୁରକ୍ଷା ସଂପର୍କିତ ରକ୍ଷକ ତାଲିମ କାର୍ଯ୍ୟକ୍ରମ ଉଦଯାପିତ

17-Dec-2021



ଭବାନୀପାଟଣା (ପ୍ରେରଣା ଖବର)
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ସହାୟତା ପ୍ରଦାନ ନିମନ୍ତେ ଅନୁଷ୍ଠିତ ହୋଇଥିବା ରକ୍ଷକ ତାଲିମ କାର୍ଯ୍ୟକ୍ରମ ସ୍ଥାନୀୟ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟଠାରେ ଉଦଯାପିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋଜ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁର୍ଘଟଣାଗ୍ରସ୍ତଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇବାରେ ତାଲିମ ଦିଆଯାଇଥିବା "ରକ୍ଷକ" ସଦସ୍ୟମାନଙ୍କୁ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆହ୍ୱାନ ଦେଇଥିଲେ।ସମ୍ମାନୀତ ଅତିଥି ଭାବେ  ରକ୍ଷକର ରାଷ୍ଟ୍ରୀୟ ପ୍ରଶିକ୍ଷକ ଅଙ୍କୁର ଶର୍ମା ରକ୍ଷକ ପ୍ରକଳ୍ପ ମାଧ୍ୟମରେ ଦୁର୍ଘଟଣା ମାତ୍ରା ହ୍ରାସ କରିବା ସହ ଅମୂଲ୍ୟ ଜୀବନ ରକ୍ଷା କରିବା ଉପରେ ଗୁରୁତ୍ୱ ଦେଇଥିଲେ। ଅନ୍ୟତମ ସମ୍ମାନୀତ ଅତିଥି ଭାବରେ ଭବାନୀପାଟଣା ପୋଲିସ ଆରକ୍ଷୀ ନିରୀକ୍ଷକ ଚନ୍ଦ୍ର ଶେଖର ଶବର ପ୍ରଶିକ୍ଷକମାନଙ୍କୁ ଉତ୍ସାହିତ କରିଥିଲେ।

ଆଞ୍ଚଳିକ ପରିବହନ ଅଧିକାରୀ ରାମ ନିବାସ ସିରୀକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜାତୀୟ ପ୍ରଶିକ୍ଷକ ରତିକାନ୍ତ ନାଥଙ୍କ ତତ୍ତ୍ବାବଧାନରେ କଳାହାଣ୍ଡି, ନୂଆପଡା ଓ ବଲାଙ୍ଗୀର ଜିଲ୍ଲାରୁ ପ୍ରଶିକ୍ଷାର୍ଥୀ ଭାବେ ସଂଜିବ କୁମାର ସାହୁ,ଶାନ୍ତନୁ କୁମାର ପରିଡା,ଦଇତାରି ପୁଜାରୀ,ରାମ ନାରାୟଣ ଦାଶ,ନାରାୟଣ ପ୍ରଧାନ,ମଦନ ମୋହନ ପ୍ରଧାନ,ଶିବ ପ୍ରସାଦ ସା,ପଲ୍ଲୀଶ୍ରୀ ପଟ୍ଟନାୟକ,ରଜନୀକାନ୍ତ ଜେନା, ରାଧାରାଣୀ ନାୟକ,ଭବାନୀ ଶଙ୍କର ପଣ୍ଡା,ସଂଜୟ କୁମାର ପୁରୋହିତ, ଗିରିରାଜ ଗହୀର,ସୁଧିର କୁମାର ପଣ୍ଡା,ବିଶ୍ବ ରଂଜନ ବେହେରା, ସୁଶାନ୍ତ କୁମାର ସାହୁ,ଅନୀଲ କୁମାର ମାଝୀ, ଗୋବିନ୍ଦ ବ୍ରହ୍ମା,ସୁଦାମ ଚରଣ ମିଶ୍ର,ମିଲନ କିଶୋର କୁମାର,ଦୁର୍ଯୋଧନ ପଶାୟତ,ରଶ୍ମୀ ରାଣୀ ଦାଶ,ଅରବିନ୍ଦ କୁମ୍ଭାର,ପ୍ରଭାକର ଛନ୍ଦା,ଅନିଲ କୁମାର ସା,ବିରଞ୍ଚି ନାରାୟଣ ଦାଶ,ଜୟଦେବ ବେହେରା,ଡମ୍ବରୁ ଧର ମାଝୀ, ନେତ୍ରାମ ହଂସ,ମୋହନ ଚରଣ ବିଷି ପ୍ରମୁଖ ରେଡକ୍ରସ ପରାମର୍ଶଦାତା,ପୋଲିସ କର୍ମଚାରୀ ଓ ସ୍ବେଚ୍ଛାସେବୀ ସଂଗଠନର ଅଧିକାରୀମାନଙ୍କୁ  ରକ୍ଷକ ତାଲିମ ପ୍ରମାଣ ପତ୍ର ଓ ପ୍ରାଥମିକ ଚିକିତ୍ସା କିଟ୍ ପ୍ରଦାନ କରାଯାଇଥିଲା।
ଏହି ତାଲିମ ପ୍ରାପ୍ତ ପ୍ରଶିକ୍ଷାର୍ଥୀମାନେ ଆଗାମୀ ଦିନରେ ବିଭିନ୍ନ ବର୍ଗର ଲୋକଙ୍କୁ ତାଲିମ ପ୍ରଦାନ କରିବେ ଓ ସେମାନେ ସଡକ ଦୁର୍ଘଟଣାରେ ଆହତମାନଙ୍କୁ ସୁରକ୍ଷା ପ୍ରଦାନ କରି "ରକ୍ଷକ" ସାଜିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like