-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପଦ୍ମପୁରରେ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ

18-Dec-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :- ୭୫ତମ ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ,ଭୂବନେଶ୍ୱର ପକ୍ଷରୁ ବରଗଡ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ ଆସନ୍ତା ତା-୨୦.୧୨.୨୦୨୧ରିଖ ଏବଂ ତା-୨୧.୧୨.୨୦୨୧ରିଖ ଦୁଇଦିନ ଧରି ପ୍ରତ୍ୟେକ ସନ୍ଧ୍ୟା ଘ ୬.୩୦ ମିନିଟ୍ ରେ ପଦ୍ମପୁର ରିକ୍ରିଏସନ୍ ସେଣ୍ଟର ଠାରେ ଅନୁଷ୍ଠିତ ହେବାକୁ ଯାଉଛି ଏ  କ୍ରମରେ ଏହି କାର୍ଯ୍ୟକ୍ରମକୁ ଗ୍ରାମ୍ୟ ଉନ୍ନୟନ,ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଓଡ଼ିଶା ସରକାରଙ୍କ ଦାୟିତ୍ୱରେ ଥିବା ମାନ୍ୟବର ମନ୍ତ୍ରୀ ସୁଶାନ୍ତ ସିଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି l  ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର  ମନ୍ତ୍ରୀ  ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ନିର୍ଦ୍ଦେଶକ ଓ ଅତିରିକ୍ତ ଶାସନ ସଚିବ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାରଙ୍କ ଦାୟିତ୍ଵରେ ଥିବା  ରଞ୍ଜନ କୁମାର ଦାସ (ଭା.ପ୍ର.ସେ) ଯୋଗଦାନ କରିବାର କାର୍ଯ୍ୟକ୍ରମ ରହି ଥିବାବେଳେ,ତା-୨୧.୧୨.୨୦୨୧ରିଖ ଦିବସ ର ସୁନେଲି ସଂଧ୍ୟାରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ସମ୍ବଲପୁର ଡ.ସୁରେଶ ଚନ୍ଦ୍ର ଦଲାଇ(ଭା.ପ୍ର.ସେ), ବିଶିଷ୍ଟ ଅତିଥି ଭାବେ ବିଶିଷ୍ଟ ଲୋକ କବି ପଦ୍ମଶ୍ରୀ ହଳଧର ନାଗ, ବିଶିଷ୍ଟ ଲୋକ ସଂଗୀତ ଶିଳ୍ପୀ ପଦ୍ମଶ୍ରୀ ଜିତେନ୍ଦ୍ରିୟ ହରିପାଲ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ, ଭୁବନେଶ୍ୱର ର ସଚିବ ପ୍ରମୋଦ ରଥଙ୍କ ଠାରୁ ପ୍ରକାଶ l ଏହି ସୁନ୍ଦର କାରୁକାର୍ଯ୍ୟର ଶୁଭ ସଂଧ୍ୟା ମାନଙ୍କରେ ତା-୨୦.୧୨.୨୦୨୧ରିଖ ଦିନ ଓଡ଼ିଶା ନୃତ୍ୟ ପରିବେଷଣ କରିବେ ଅନୁଗୁଳର ଶ୍ରୀମତୀ ସ୍ୱପ୍ନାରାଣୀ ସିହ୍ନା ଓ ସାଥି, ବାଦ୍ୟ ବିଚିତ୍ରା ପରିବେଷଣ କରିବେ ରାଜଧାନୀ ଭୁବନେଶ୍ବରର ଅଗ୍ନୀମିତ୍ର ବେହେରା ଓ ସାଥି, ଲୋକନୃତ୍ୟ ପରିବେଷଣ ପରିବେଷଣ କରିବେ ପଦ୍ମପୁରର  ଲୋକପ୍ରିୟ କଳାକାର ଶ୍ରୀମାନ ରମେଶ ଗୁର୍ଲା ଓ ତାଙ୍କ ସାଥି,ସୁଗମ ସଂଗୀତ ଗାୟନ

କରିବେକରିବେ ଭୁବନେଶ୍ୱରର ଶ୍ରୀମତୀ ଜୟଶ୍ରୀ ଧଳ ଓ ତାଙ୍କ ସାଥି l  ଠିକ ସେମିତି ତା-୨୧.୧୨.୨୦୨୧ ଦିବସ ର ସାଂଧ୍ୟ ରଜନୀରେ ଲୋକ ସଂଗୀତ ପରିବେଷଣ କରିବେ ପଦ୍ମଶ୍ରୀ ଜିତେନ୍ଦ୍ରିୟ ହରିପାଲ ଏବଂ ତାଙ୍କ ସାଥି, ଲୋକନୃତ୍ୟ ପରିବେଷଣ କରିବାକୁ ସୁଦୂର ରାୟଗଡ଼ାରୁ ଆସିବେ   ଶ୍ରୀମାନ ଜେ. ଶୁକାନ୍ତ ଓ ସାଥି, ଗୋଟିପୁଅ ନୃତ୍ୟ ପରିବେଷଣ କରିବେ ଭୁବନେଶ୍ୱରର ଚିତ୍ରସେନ ସ୍ବାଇଁ ଏବଂ ତାଙ୍କ ସାଥି,  ମୟୁର ଆର୍ଟ ସେଣ୍ଟର  ଭୁବନେଶ୍ୱର ତାଙ୍କ ଛଉନୃତ୍ୟ ପରିବେଷଣ କରି କଳାକାର ମାନେ ତାଙ୍କ ପାରିଦର୍ଶିତା ଦେଖାଇ ଜନସାଧାରଣଙ୍କ ମନ ଜିଣିବାକୁ ପ୍ରୟାସ ଜାରି ରଖିବେ ବୋଲି ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like