-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ବର୍ଷ ଦଲପାଲି ବେଡ଼ମିନ୍ଟନ ଟୁର୍ନାମେଣ୍ଟ ଉଦଯାପିତ

18-Dec-2021



ପାଟଣାଗଡ଼:  ଦ୍ୱିଦିବସୀୟ ଦ୍ୱିତୀୟ ବର୍ଷ ଦଲପାଲି ବେଡ଼ମିନ୍ଟନ ଟୁର୍ନାମେଣ୍ଟ ଉଦଯାପିତ ହୋଇ ଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟ ରେ ପଶ୍ଚିମ ଓଡ଼ିଶା ର ବିଭିନ୍ନ ଜ଼ିଲ୍ଲା  ରୁ 48 ଟି ଦଳ ଅଂଶଗ୍ରହଣ କରିଥିଲେ। ବିଜେତା ଦଳ ଭାବରେ ଡାଲବ ର କ୍ଷୀରସାଗର ପଶାୟତ ଓ ଗଙ୍ଗାଧର ବେହେରା ଙ୍କୁ ପ୍ରଥମ ପୁରସ୍କାର ପ୍ରଦାନ କରା ଯାଇଥିବା ବେଳେ ଉପବିଜେତା ଦଳ ଭାବରେ ବରଗଡ଼ ଡୁଙ୍ଗୁରିପାଲି ର ରାଜା ଓ ଗଜିନ କୁ ଦ୍ୱିତୀୟ ପୁରସ୍କାର ପ୍ରଦାନ କରା ଯାଇଛି । ଶ୍ରେଷ୍ଟ ଖେଳାଳି ଭାବରେ ରାଜା ଙ୍କୁ ସାମ୍ନାନିତ କରାଗଲା ଏବଂ ପାଟଣାଗଡ଼ ଅଞ୍ଚଳ ର ଉଦୀୟମାନ ପ୍ରତିଭା ଭାବରେ  ତେଣ୍ଡାପଦର ର ହିମାଳୟ  ଓ ପ୍ରିତମ  ଙ୍କୁ ସାମ୍ନାନିତ କରା ଯାଇଥିଲା ।ସାମ୍ନାନିତ ଅତିଥି ଭାବରେ ସମିତି ସଭ୍ୟ ଶ୍ରୀ ଜୟନ୍ତ କୁମ୍ଭାର, ସାମ୍ବାଦିକ ଶ୍ରୀ ସୁଧାକର ଦାଶ,ଡ଼.ଦୀପକ କୁମାର ବାରିକ ,ଶ୍ରୀ ଭାଗ୍ୟବାନ ମହାକୁର ଓ ଗ୍ରାମ ର ଭଦ୍ରବ୍ୟକ୍ତି ଯୋଗ ଦେଇଥିଲେ ।ଖେଳ  ଅୟୋଜନା ଓ ପରିଚାଳନା ଜୟରାମ ,ପ୍ରଭାତ,ସୁଶାନ୍ତ ସୁବୁଦ୍ଧି ,ଆନନ୍ଦ ଶତପଥି ,ପ୍ରମୋଦ ,ପଦ୍ମନ ,ମେନାରାମ ,ମୋହନ,ଗୋପାଳ,ରମାକାନ୍ତ,ଆଶିଷ ,ଚିନ୍ତାମଣି ,ଶଙ୍କର  ,ଅଜିତ,ଶମ୍ଭୁ ପରିଡା  ,ଓଁପ୍ରକାଶ,ଗୁଡ୍ଡୁ ଓ କ୍ଷେତ୍ର  କରିଥିଲେ। ଆଗାମୀ ଦିନରେ ଆହୁରି ସୁନ୍ଦର ଭାବେ କାର୍ଯ୍ୟକ୍ରମ କରିବା ପାଇଁ ଅଞ୍ଚଳବାସୀ ଆଶା ବାନ୍ଧିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026
  ଜିଲ୍ଲା  
ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   19-Mar-2026
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026

You Might Also Like