-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ରାଜ୍ୟସ୍ତରୀୟ କୋଶଳେଶ୍ୱର ମାଲି ସମାଜ ନିର୍ବାଚନ, ଜିଲ୍ଲା ପାଇଁ ଗର୍ବ ଓ ଗୌରବ

18-Dec-2021



 ବିନିକା(ହିମାଂଶୁ ଶେଖର ପୁଟେଲା)     

ମନ୍ଦିର ମାଳିନୀ ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର (କଲ୍ୟାଣ ମଣ୍ଡପ) ଠାରେ ଆସନ୍ତାକାଲି ୧୯/୧୨ ଅର୍ଥାତ ରବିବାର ଦିନ କୋଶଲିଆମାଲି ସମାଜର ରାଜ୍ୟସ୍ତରୀୟ ନିର୍ବାଚନ ହେଉଥିବାରୁ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଗର୍ବ ଓ ଗୌରବ ବୋଲି ବିନିକା ବ୍ଳକ ଚରଦା ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ତଥା ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ କହିଛନ୍ତି । ନିର୍ବାଚନ ହେଉଥିବାରୁ ରାଜ୍ୟର ୯ଗୋଟି ଜିଲ୍ଲା  କଳାହାଣ୍ଡି,ନୂଆପଡ଼ା,ବଲାଙ୍ଗୀର,ବରଗଡ଼, ସମ୍ବଲପୁର,ବୌଦ୍ଧ,ସୁବର୍ଣ୍ଣପୁର,ଅନୁଗୁଳ,ରାୟଗଡ଼ା ପ୍ରଭୃତି ଜିଲ୍ଲାର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା,ମଣ୍ଡଳ ସ୍ତରୀୟ କର୍ମକର୍ତ୍ତା ଏଥିରେ ସାମିଲ ହେଉଥିବା ଜଣାପଡିଛି । ଦୂରଦୂରାନ୍ତରୁ ଆସିବାକୁ ଥିବା ମାଲି ସମାଜର ବୟୋଜ୍ୟେଷ୍ଠ ତଥା ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ସହିତ ସମ୍ପର୍କ ସ୍ଥାପନ ଏବଂ ତାଙ୍କ ଠାରୁ କିଛି ଜାଣିବା,ଶିଖିବା ପାଇଁ ସାରା ସୁବର୍ଣ୍ଣପୁର ଜିଲ୍ଲାର କୋଣ ଅନୁକୋଣରେ ଥିବା ମାଲି ସମାଜ ଭାଇ,ଭଉଣୀ ଓ ଜାତି ସମାଜରେ ଉତ୍ସାହ ପରିଲକ୍ଷିତ ସୃଷ୍ଟି କରିଛି । ଅନ୍ୟ ପକ୍ଷରେ ତୃଣମୂଳ ସ୍ତରରୁ ରାଜ୍ୟସ୍ତର ଯାଏ ସମାଜକୁ କିପରି ଶୃଙ୍ଖଳିତ,ସୁଦୃଢ କରାଯିବା ସାଂଗକୁ ବିଭିନ୍ନ ସାମାଜିକ,ଅର୍ଥନୈତିକ ଓ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସମାଜର ପ୍ରଗତିରେ ଉନ୍ନତି ଆସିବ ସେ ଦିଗରେ ଏହି ନବ ନିର୍ବାଚିତ କମିଟି ସମ୍ପୂର୍ଣ ଭାବରେ ପ୍ରୟାସ କରିବ ବୋଲି ସମାଜର ଜଣେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ମୁଖରୁ ଶୁଣାଯାଏ । ରାଜ୍ୟସ୍ତରୀୟ ନିର୍ବାଚନ ସୁବର୍ଣ୍ଣପୁର ଜିଲ୍ଲାରେ ହେଉଥିବାରୁ ଭୋଟ ଦେବାର ଅଧିକାର ନଥିଲେ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରାୟ ଏକ ହଜାରରୁ ଅଧିକ ମାଲି ଜାତି ଲୋକଙ୍କ ସମାଗମ ହେବାର ଆଶଙ୍କା ରହିଛି । ତେବେ ମିଳିଥିବା ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ଙ୍କ ସହିତ ବିଭିନ୍ନ ମଣ୍ଡଳରୁ ସର୍ବମୋଟ ୨୭ଜଣ ଏହି

ନିର୍ବାଚନରେ ଭୋଟ ଦେବାକୁ ଯାଉଥିବାବେଳେ ବୌଦ୍ଧ ଜିଲ୍ଲାରୁ ୧୩ଜଣ,ବଲାଙ୍ଗୀର ଜିଲ୍ଲାରୁ ୫୯ଜଣ,କଳାହାଣ୍ଡି ଜିଲ୍ଲାରୁ ୩୮ଜଣ,ନୂଆପଡ଼ା ଜିଲ୍ଲାରୁ ୧୯ଜଣ,ବରଗଡ଼ ଜିଲ୍ଲାରୁ ୩୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ,ଅନୁଗୁଳ ଜିଲ୍ଲାରୁ ୯ଜଣ ଏବଂ ରାୟଗଡ଼ା ଜିଲ୍ଲାରୁ ୧୩ଜଣ ମତଦାନ କରିବେ ବୋଲି ଜଣାପଡିଛି ।ସମାଜର ପ୍ରଗତି ପଥରେ ସହାୟକ ହୋଇ ଆସୁଥିବା  ଆରାଧ୍ୟଦେବତା ବାବା କୋଶଳେଶ୍ୱରଙ୍କ ଆଶୀର୍ବାଦ ସମାଜ ଉପରେ ସଦାସର୍ବଦା ରହିଥିବାରୁ ଉକ୍ତ ନିର୍ବାଚନ ଶାନ୍ତିଶୃଙ୍ଖଳା ସହିତ ସମାପନ ହେବ ଏବଂ ନୂତନ କମିଟି ନୂତନ ଚିନ୍ତାଧାରାରେ ରାଜ୍ୟ ସ୍ତରୀୟ ସଂଗଠନକୁ ମଜଭୁତ କରିବାରେ ଆଗାମୀ ଦିନରେ ପ୍ରମୁଖ ଭୂମିକା ତୁଲାଇବ ବୋଲି ଆଶା କରାଯାଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like