-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଆସନ୍ତା ଜାନୁଆରୀ ୪ ତାରିଖ ରୁ ଚିଲିକା ରେ ପକ୍ଷୀ ଗଣନା ଆରମ୍ଭ

18-Dec-2021



ଚିଲିକା (ପ୍ରେରଣା ଖବର ବ୍ୟୁରୋ) ଆସନ୍ତା ୨୦୨୨ ଜାନୁଆରୀ ୪ ତାରିଖରୁ ଚିଲିକା ରେ ପକ୍ଷୀ ଗଣନା କାର୍ଯକ୍ରମ ଆରମ୍ଭ ହେବ ବୋଲି ଚିଲିକା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ସୂଚନା ମିଳିଛି । ସୂଚନା ଅନୁଯାୟୀ ପକ୍ଷୀ ଙ୍କ ଭୂସ୍ବର୍ଗ ଚିଲିକାରେ ଶୀତକାଳୀନ ପକ୍ଷୀ ଗଣନା କାର୍ଯକ୍ରମ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଲକ୍ଷ୍ୟ ଲକ୍ଷ୍ୟ ବିଦେଶୀ ପକ୍ଷୀ ଚିଲିକା କୁ ଆସୁଥିବାରୁ ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ ଟି ଜୋନ ରେ ବିଭକ୍ତ କରାଯାଇ ୨୨ ଟି ଟିମ୍  ନିୟୋଜିତ କରିବାର ସୂଚନା ମିଳିଛି । ଏଥି ମଧ୍ୟରୁ ଟାଙ୍ଗୀ  ଜୋନ ରେ ୮ ଟି ଟିମ୍,ବାଲୁଗାଁ ରେ ୫, ସାତପଡ଼ା ରେ ୩, ରମ୍ଭା ଓ କୃଷ୍ଣ ପ୍ରସାଦ ଜୋନ ରେ ବାକି ଟିମ୍ ରହିବାର ସ୍ତିର କରାଯାଇଛି । ଗଣନା କାର୍ଯ୍ୟରେ ଚିଲିକା ବନ୍ୟପ୍ରାଣୀ ବିଭାଗ ଅଧିକାରୀ,ଚିଲିକା ଉନ୍ନୟନ ପରିଷଦ,ପକ୍ଷୀ ସୁରକ୍ଷା ସମିତି କର୍ମଚାରୀ ଓ ସ୍ୱେଚ୍ଛାସେବୀ ମାନଙ୍କୁ ନିୟୋଜିତ କରିବାର ଯୋଜନା ରଖିଛନ୍ତି । 

   ଗଣନା କାର୍ଯ୍ୟ ସକାଳ ୬ ଟାରୁ ଆରମ୍ଭ ହେବ ଏବଂ ଜିପିଏସ ଓ ବାଇନାକୁଳର ବ୍ୟବହାର କରାଯିବ । 
   ସୂଚନାନୁସାରେ ଗତବର୍ଷ ଚିଲିକାକୁ ସର୍ବାଧିକ ୧୨ ଲକ୍ଷ୍ୟ ୪୨ ହଜାର ୮୨୬ ବିଦେଶୀ ପକ୍ଷୀ ଆସିଥିଲେ । ଏହାର ପୁର୍ବ ବର୍ଷ ୧୧ ଲକ୍ଷ୍ୟ ୫ ହଜାର ୪୦ ବିଦେଶୀ ପକ୍ଷୀ ଆସିଥିବା ସୂଚନାରୁ ଜଣାପଡିଛି ।
   ଇରାନ,ଇରାକ,ମଙ୍ଗୋଲିଆ,ଋଷ୍,ଆଫଗାନିସ୍ଥାନ, ଜାପାନ,ସାଇବେରିଆ, ଓ ଉତ୍ତର ଗୋଲାର୍ଦ୍ଧ ର ବିଭିନ୍ନ ଅଂଚଳରୁ ପ୍ରାୟ ୧୦୦ ରୁ ଅଧିକ ପ୍ରଜାତି ର ପକ୍ଷୀ ମାନେ ଆସିଥାନ୍ତି । ଏହି ପକ୍ଷୀ ମାନଙ୍କ ମଧରେ ବିଭିନ୍ନ ପ୍ରଜାତି ର ପକ୍ଷୀମାନେ ହେଲେ, ରୁଡ଼ି ସେଲଡକ୍, ନର୍ଦ୍ଦନ ପିଣ୍ଟେଲ,ନର୍ଦ୍ଦନ ଶୋଭେଲର,କଟନ ଟିଲ୍,ଗ୍ରେ ଲାଗ୍ ଗିଜ୍, ବାର୍ ହେଡେଡ ଗୀଜ୍,ଗଡୱାଲ୍,ଗେଣ୍ଡାଲିଆ, ଗାର୍ଗାନ୍,ସ୍ପଟ୍ ବିଲ୍ଡ ଡକ୍ ,ଗେଲଡେନ୍ , ପ୍ଲୋଭର, ଇତ୍ୟାଦି ବିଦେଶୀ ପକ୍ଷୀ ଙ୍କ ସମେତ ଗେଣ୍ଡି,ବାଜେଣି, ଏରା,      ତା' ଚଢ଼େଇ , ସନ୍ତିଆଲ, ଦା ' ବେନ୍ତିଆ, ସମୁଦ୍ରକୂଆ, ଦାଦରାହଣା,ଓ ଚକୁଆ ଚକୋଇ ପକ୍ଷୀ ଆସୁଛନ୍ତି ।ଚଳିତ ବର୍ଷ ଅଧିକରୁ ଅଧିକ ସଂଖ୍ୟକ ବିଦେଶୀ ପକ୍ଷୀ ଚିଲିକା କୁ ଆସିବାରେ ଲାଗିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like