-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବୁକୁରାମୁଣ୍ଡା ଠାରେ ଶ୍ରୀମଦ ଭାଗବତ ଗୋପଲୀଳା ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

18-Dec-2021



ପଦ୍ମପୁର/ପାଇକମାଳ: ପବିତ୍ର ମାର୍ଗଶିର ଚତୁର୍ଦ୍ଦଶୀ, ମହାଲକ୍ଷ୍ମୀ ପୂଜା ଅବସରରେ ପାଇକମାଳ ବ୍ଳକ ଅନ୍ତର୍ଗତ ବୁକୁରାମୁଣ୍ଡା ଗ୍ରାମର ସମସ୍ତ ଝିଅ ମାନଙ୍କୁ ଏକତ୍ରିତ କରି ଗ୍ରାମର ସୁଶ୍ରୀ ପ୍ରତିମା ବାଗ ଏବଂ ସୁଦେଷ୍ଣା ବାରିକ ଙ୍କ ପ୍ରଚେଷ୍ଟା ରେ  ଶ୍ରୀମଦ ଭାଗବତ ଗୋପଲୀଳା ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଅଦ୍ୟ ତାରିଖ ୧୮.୧୨.୨୦୨୧ ଠାରୁ ତାରିଖ ୨୦.୧୨.୨୦୨୧ ଦିର୍ଘ ତିନି ଦିନ ବ୍ୟାପି ବୁକୁରାମୁଣ୍ଡା ଗ୍ରାମ ସ୍ଥିତ ବରିହା ପଡା ଠାରେ ଅତି ଆନନ୍ଦ ଉଲ୍ଲାସରେ ପାଳନ

କାର୍ଯ୍ୟକ୍ରମ ଆରମ୍ଭ ହୋଇଛି lପ୍ରାରମ୍ଭେ ଗ୍ରାମ ର ମାଆ ଭଉଣୀ ମାନେ ଗ୍ରାମରେ ଗଢିଉଠିଥିବା ପ୍ରେମ୍ ସଙ୍କିତ୍ତନ୍ୟ ଦଳ (ମନ୍ଦିର ପଡା) ସହ ସ୍ଥାନୀୟ ବଡବନ୍ଧ ପୋଖରୀ ରୁ ପୂର୍ଣ୍ଣ ଜଳ କଳସ ବୁଡାଇ ଗ୍ରାମର ଦେବାଦେବୀ ଙ୍କୁ ସ୍ମରଣ କରି କଳସଯାତ୍ରା ଆରମ୍ଭ କରି ପୂଜା ମଣ୍ଡପ କୁ ଆସି ପୂଜାକାର୍ଯ୍ୟ ଆରମ୍ଭ କରିଥିଲେ lପୂଜକ ଉଗ୍ରସେନ ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ପୋଖରୀ ଠାରୁ କଳସଯାତ୍ରା ଆରମ୍ଭ ହୋଇ ଠାକୁର ଙ୍କ ଆସ୍ଥାନ ରେ ରଖାଯାଇ ପୂଜା କାର୍ଯ୍ୟ ଆରମ୍ଭ କରାଯାଇଥିଲା lଏହି ତିନିଦିନ ବ୍ୟାପୀ ସୁଦୂର ସୋନପୁର ଜିଲ୍ଲା ର ମହାନ ପ୍ରବଚକ ଶ୍ରୀମାନ ଗୋବର୍ଦ୍ଧନ ମିଶ୍ର ପ୍ରବଚନ ତଥା ପାରାୟଣ ପଠନ କରିବେ ବୋଲି ଆୟୋଜକ ମାନଙ୍କ ଠାରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like