-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||     

HOME   ରାଜ୍ୟ

ରାମ କିଙ୍କର ପାଇଲେ ପଶ୍ଚିମ ଓଡ଼ିଶା ର ରାଇଜିଙ୍ଗ ଆୱାର୍ଡ଼

18-Dec-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲାର ପତାଞ୍ଜଳି ପରିବାରର ରାମକିଙ୍କର ପାଣିଗ୍ରାହୀ  ପଶ୍ଚିମ ଓଡ଼ିଶା ର ସେବା ଶ୍ରମ କ୍ଷେତ୍ରରେ ସର୍ବୋତ୍ତମ  ବ୍ୟବସାୟିକ ପୁରସ୍କାର ଲାଭ କରିଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାର ପତାଞ୍ଜଳୀର ବିକ୍ରୟରେ ଅହେତୁକ ବୃଦ୍ଧି ହୋଇଛି । ପ୍ରତି ପରିବାରର ଲୋକେ ପତଂଜଳି ସ୍ୱଦେଶୀ ଉତ୍ପାଦର ବ୍ୟବହାରକୁ ବହୁଳ ମାତ୍ରାରେ ବ୍ୟବହାର ହେଉଥିବାର ଦେଖିବାକୁ ମିଳୁଛି । ଏହି କାର୍ଯକ୍ରମରେ ଆର୍ ଏମ୍ ଦର୍ଶନ ମେହେଟା , ଜେଡ୍ ଏମ୍  ସୁ ଜିତ୍ ତ୍ରିପାଠୀ, ଏ ଏସ୍ ଏମ୍ ଜଗବନ୍ଧୁ ସାହୁ,ଏସ୍ ଓ  ସୋମନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ରାଜ୍ୟ ୟୁଵ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ପଣ୍ଡା ଓ ପତାଞ୍ଜଲୀ ସ୍ୱଦେଶୀ କେନ୍ଦ୍ରର ସବ୍ୟସାଚୀ ବିଶି ଶ୍ରୀଯୁକ୍ତ ପାଣିଗ୍ରାହୀଙ୍କୁ ସମ୍ମାନିତ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026
  ଜିଲ୍ଲା  
ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   18-Mar-2026
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026

You Might Also Like