-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସହାୟକ ଉପକରଣ ଯୋଗାଇ ଦେବାକୁ ନିର୍ଦ୍ଧାରଣ ଶିବିର ଅନୁଷ୍ଠିତ

18-Dec-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି) ସମ୍ବଲପୁର ଜିଲ୍ଲା ରେଢାଖୋଲ ଏନଏସି ସ୍ଥିତ ଭୀମ ଭୋଇ କଲ୍ୟାଣ ମଣ୍ଡପଠାରେ ସମଗ୍ର ଶିକ୍ଷା ସମ୍ବଲପୁର ତରଫରୁ ରେଢ଼ାଖୋଲ ଏବଂ ନାକଟିଦେଉଳ ବ୍ଲକର ଦିବ୍ୟାଙ୍ଗ  ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ସହାୟକ ଉପକରଣ ଯୋଗାଇ ଦେବାପାଇଁ ଏକ ନିର୍ଦ୍ଧାରଣ ଶିବିର ଅନୁଷ୍ଠିତ ହୋଇଯାଇଛି।  ଅରୁଣ କୁମାର ଦାସ ଅନ୍ତ ନିର୍ଦ୍ଦେଶୀ ଶିକ୍ଷା ସଂଯୋଜକ, ସମ୍ବଲପୁରଙ୍କ ତତ୍ବାବଧାନରେ ରେଢ଼ାଖୋଲ ଏବଂ ନାକଟିଦେଉଳ ବ୍ଲକର ମାନସିକ ଅନଗ୍ରସର, ଶ୍ରବଣ ବାଧିତ, ଦୃଷ୍ଟି ବାଧିତ ,ଚଳନ ଶକ୍ତି ଇହିତ ଏବଂ ମସ୍ତିଷ୍କ ପକ୍ଷ୍ୟାଘାତ ଆଦି ମୋଟ୍ ୨୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଯୋଗଦେଇଥିଲେ।ଆଳିମକୋ ଭୂବନେଶ୍ବର ତରଫରୁ  ଅବିଳାଶ ପତି (Audiologist) ଏବଂ ଧନଞ୍ଜୟ ମହାରଣା,(Poe) ଯୋଗଦେଇ ସମସ୍ତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ପରୀକ୍ଷା କରାଇ MSIEDKIT, ଶ୍ରବଣ ଯନ୍ତ୍ର,ସିପି ଚେୟାର, Wheel chair, ଆଦି ଦେବାପାଇଁ ନିର୍ଦ୍ଧାରଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଉଭୟ ବ୍ଲକର ବିଆରପି ପ୍ରମୋଦ କୁମାର ସେଠୀ , ଇଶ୍ଵର ଚନ୍ଦ୍ର ପ୍ରଧାନ, ସନ୍ତୋଷ କୁମାର ପ୍ରଧାନ ଏବଂ ଆଇଏଭି ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026

You Might Also Like