-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ : ଭାରତୀୟ ଜନତା ପାର୍ଟିର ୧୪ ଜୋନ୍ କାର୍ଯ୍ୟକାରିଣୀ ବୈଠକ

18-Dec-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ୧୪ ଜୋନ୍ ଗେର୍ଡା, ଖୁଣ୍ଟସମଳେଇ, ଘସିଏନ ଓ ୯ ଗୋଟି ଗ୍ରାମ ପଞ୍ଚାୟତକୁ ନେଇ ଗେର୍ଡା ଆମ୍ବ ତୋଟା ଠାରେ ଜୋନ୍ ସଭାପତି ବଲ୍ଲଭ ଧରୁଆଙ୍କ ସଭାପତିତ୍ବରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ମଣ୍ଡଳ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ମହାରାଜା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦାନ କରି

ସଭାକୁ ସାଫଲ୍ୟ ମଣ୍ଡିତ କରିଛନ୍ତି। ସମ୍ମାନୀତ ଅତିଥି ଭାବେ ପାଟଣାଗଡ଼ ବ୍ଳକ ଅଧ୍ୟକ୍ଷ ଭକ୍ତବନ୍ଧୁ ନାଏକ, ସମିତି ସଭ୍ୟ ଜୟନ୍ତ କୁମ୍ଭାର, ଜିଲ୍ଲା ପରିଷଦ ସାବିତ୍ରୀ ସେରାଫ, ପୂର୍ବତନ ଜିଲ୍ଲାପରିଷଦ କରମ ସିଂ ସେରାଫ,କୃଷକ ମୋର୍ଚ୍ଚା ସଭାପତି ମାଧବ ସାଏ,ଗେର୍ଡା ର ଗଁନ୍ତିଆ କିର୍ତିଚନ୍ଦ୍ର ଧରୁଆ ପ୍ରମୁଖ ମଞ୍ଚାସୀନ ଥିଲେ। ଉକ୍ତ ସଭାରେ ମୁଖ୍ୟ ଅତିଥି ଶ୍ରୀ ସିଂ ଦେଓ କର୍ମୀ ମାନଙ୍କୁ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟ ଓ ରାଜ୍ୟ ସରକାରଙ୍କ ବିଫଳତା ସମ୍ପର୍କରେ କହିଛନ୍ତି। ସମସ୍ତେ ଏକାଠି ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଆଗାମୀ ପଞ୍ଚାୟତ ନିର୍ବାଚନରେ କିପରି ଭାବରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ବିଜୟ ହାସଲ କରିବେ ସେଥିପାଇଁ

ଚିନ୍ତା କରିଥିଲେ। ବିଜେଡି ଓ କଂଗ୍ରେସର ୧୫୦ ଜଣ ସଦସ୍ୟ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିବା ଜଣାପଡିଛି।  ଖୁଣ୍ଟସମଳେଇର ଯୁବନେତା ଅର୍ଜୁନ ମେହେରଙ୍କ ନେତୃତ୍ୱରେ ବହୁ ଲୋକ ଦଳରେ ସାମିଲ ହୋଇଥିଲେ। ବ୍ଳକ ଅଧ୍ୟକ୍ଷ ଭକ୍ତବନ୍ଧୁ ନାଏକ ଉକ୍ତ ବୈଠକରେ ବିଜେପି ସମିତି ସଭ୍ୟ ପ୍ରାର୍ଥୀ ଚୟନ କରିଛନ୍ତି।ମୋହନ ପଣ୍ଡା , ଶ୍ରୀମତୀ ସୁଜାତା ଭୋଇ, ଜ୍ଞାନେନ୍ଦ୍ର ସାହୁ, ଭୁବନେଶ୍ୱର ମେହେର,ଘନ ଥନାପତି,ରାଜିନ୍ଦ୍ର ଚିନ୍ଦା,ପୁରୁନ୍ଦର ସାହୁ,ମିଲାପ ବିଶ୍ବାଳ,ମିତ୍ର ରଣା, ମହେନ୍ଦ୍ର ସାହୁ, ମହାଦେବ ମେହେର, ଲୋଚନ ନାଏକ , ସୁରେନ୍ଦ୍ର ନାଗ ଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶେଷରେ ସଭାପତି ବଲ୍ଲଭ ଧରୁଆ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like